ରାଜ୍ୟ

ବାଲିଗୁଡ଼ା ଆସନରେ ଆଦିବାସୀ କାର୍ଡ ଖେଳିପାରେ ବିଜେଡି, ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୪ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ବାଲିଗୁଡ଼ା ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ...

ଶପଥ ନେଲେ ଓଡ଼ିଶାର ତିନି ରାଜ୍ୟ ସଭା ଏମପି

ନୂଆଦିଲ୍ଲୀ,୪।୪: ଓଡିଶାରେ ରାଜ୍ୟ ସଭା ନିର୍ବାଚନ ଦେବାଶିଷ ସାମନ୍ତରାୟ, ସୁଭାଷୀ ଖୁଣ୍ଟିଆ ଏବଂ ଅଶ୍ୱିନୀ ବୈଷ୍ଣବ ଆଜି ଶପଥ ଗ୍ରହଣ କରିଛନ୍ତି। ରାଜ୍ୟସଭା ନିର୍ବାଚନରେ ​​ଏହି ତିନିଜଣ ପ୍ରାର୍ଥୀ ଫେବୃଆରୀ ୨୦, ୨୦୨୪ ରେ ନିର୍ବାଚିତ ହୋଇ ନିର୍ବାଚିତ ହୋଇଥିଲେ।...

ଭାଜପାରୁ ଇସ୍ତଫା ଦେଲେ ସୋନାଲି ସାହୁ, ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୪।୪: ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ମିଳିଥିବା ସୂଚନୁସାରେ ସେ...

ଏଥର ପାରାଦୀପରୁ କିଏ ହେବେ ବିଜେଡି ପ୍ରାର୍ଥୀ, କଟିବ ସମ୍ବିତଙ୍କ ଟିକେଟ୍‌!

ଭୁବନେଶ୍ୱର, ୪।୪: ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେଡି ଦ୍ୱିତୀୟ ପର୍ଯ୍ୟାୟରେ ୨୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ହେଲେ ଏଥିରେ ପାରାଦୀପର ନାଁ ନାହିଁ। ତେବେ ପାରାଦୀପରୁ ବିଜେଡି କାହାକୁ ଟିକେଟ୍‌ ଦେବ ସେନେଇ ଚର୍ଚ୍ଚା...

କୋରେଇ ରାଜନୀତିରେ ନାଟକୀୟ ମୋଡ଼, ଅଭିନେତା ବନାମ ଅଭିନେତ୍ରୀଙ୍କ ଭିତରେ ହୋଇପାରେ ଲଢେଇ!

ଯାଜପୁର,୪।୪: କୋରେଇ ବିଧାନସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଅଭିନେତା ଅଭିନେତ୍ରୀ। ଭାଜପା ଏଠାରେ ଅଭିନେତା ଆକାଶ ଦାସ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କୋରେଇରୁ ନିର୍ବାଚନ ଲଢ଼ିବାକୁ ଇଚ୍ଛା ପ୍ରକାଶ କରିଛନ୍ତି ଝିଲିକ୍ ଭଟ୍ଟାଚାର୍ଯ୍ୟ। କୋରେଇ ନିର୍ବାଚନ ମଣ୍ଡଳୀର...

କଂଗ୍ରେସ ଫିକ୍ସ କଲା ପ୍ରାର୍ଥୀ ତାଲିକା; ବାଲେଶ୍ୱରରୁ ଶ୍ରୀକାନ୍ତ, ପୁରୀରେ ନୂଆ ମୁହଁ!

ଭୁବନେଶ୍ୱର,୪।୪: ମୁଣ୍ଡ ଉପରେ ନିର୍ବାଚନ। ରାଜ୍ୟରେ ବଢୁଥିବା ତାପମାତ୍ରର ପରି ରାଜ୍ୟ ରାଜନୀତି ମଧ୍ୟ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସ ମଧ୍ୟ ୪୯ ବିଧାନସଭା ଓ ୮ ଲୋକ...

ସମାଜସେବା ନାଁରେ କ୍ଷମତା ଓ ଚୌକି ଲୋଭ, ଦୁଇ ଘଣ୍ଟାରେ ବଦଳି ଯାଉଛି ଆଦର୍ଶ

ଭୁବନେଶ୍ୱର, ୪।୪: ନିର୍ବାଚନ ଆସିଲେ ମନେ ପଡୁଛି ଆଦର୍ଶ ଏବଂ ଆତ୍ମସମ୍ମାନ। ଟିକେଟ୍ ନ ମିଳିବାରୁ ଦଳ ପରିବର୍ତ୍ତନ କରୁଛନ୍ତି ନେତା। ସମାଜ ସେବା କଥା କହି ନିର୍ବାଚନ ଲଢ଼ୁଥିବା ବେଳେ କ୍ଷମତା, ଚୌକି ଲୋଭ ରହୁଛି ସର୍ବୋପରି। ନିର୍ବାଚନ...

ମରିବା ପର୍ଯ୍ୟନ୍ତ କଂଗ୍ରେସରେ ରହିବି: ସୁର

ଭୁବନେଶ୍ୱର,୪ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ସୋ-କଜ୍‌ର ଉତ୍ତର ରଖିଛନ୍ତି। ଗୁରୁବାର ସେ କଂଗ୍ରେସ ଭବନ ଯାଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟରେ ଏହାର ଉତ୍ତର ରଖିଛନ୍ତି। ସେ କହିଛନ୍ତି, ମୁଁ ପୁଅ ପାଇଁ କୌଣସି ସଭାସମିତିରେ...

କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ

ଭୁବନେଶ୍ୱର,୪ା୪: ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପାରାଦୀପର ବାପି ସର୍ଖେଲ। ପିସିସି ସଭାପତିଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କିଛିଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିବା ବେଳେ ଆଜି ବାପି କଂଗ୍ରେସ ଛାଡ଼ିଛନ୍ତି।...

ଥଣ୍ଡା ରୋଗୀଙ୍କୁ ଦେଇଦେଲେ କୁକୁରକାମୁଡ଼ା ଇଞ୍ଜେକ୍ସନ, ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ଭଦ୍ରକ,୪ା୪(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। ହାତ ଗୋଡ଼ ବିନ୍ଧା ହେଉଥିବାରୁ ଡାକ୍ତରଖାନା ଆସିଥିଲେ ଜଣେ ରୋଗୀ। ତାଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦିଆଯାଇଥିବାରୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ପ୍ରକାଶ ପାଇଛି।...

ପଦ୍ମପୁର ଆସନକୁ ଝୁଲାଇ ରଖିଛି ବିଜେଡି, ବଢୁଛି କଳ୍ପନାଜଳ୍ପନା

ବରଗଡ଼,୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୫ଟି ବିଧାନସଭା ଆସନରୁ ଅତାବିରା, ବରଗଡ଼, ବିଜେପୁର ଏବଂ ଭଟଲି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ପଦ୍ମପୁର ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ...

ବିଜେଡି ଛାଡ଼ିଲେ ରାମଚନ୍ଦ୍ର ପଣ୍ଡା

ଭୁବନେଶ୍ୱର,୪ା୪: ଗୁରୁବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ରାମଚନ୍ଦ୍ର ଜଣେ ଦକ୍ଷ ରାଜନୀତିଜ୍ଞ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri