ରାଜ୍ୟ

ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨୦ା୧୧:  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ...

ସମ୍ବଲପୁରରେ ପୁଣି ନିଷିଦ୍ଧ କଫ୍‌ସିରପ୍‌ ଜବତ, ୧୨ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୨୦ା୧୧: ସମ୍ବଲପୁରରେ ପୁଣି ବିପୁଳ ପରିମାଣର ନିଷିଦ୍ଧ କଫ୍‌ସିରପ ଜବତ ହୋଇଛି। ଗତ ୧୭ ତାରିଖରେ ସଦରଥାନା ପୋଲିସ ଦ୍ବାରା ୧୦୦ ମିଲିମିଟର ବିଶିଷ୍ଟ ୨୨୭୨ଟି ଓ୍ବିନ୍ସିରେକ୍ସ କଫ୍‌ସିରପ୍‌ ଜବତ ହୋଇଥିବାବେଳେ ଏ ସଂକ୍ରାନ୍ତରେ ୨୦ ଜଣଙ୍କୁ ଗିରଫ କରାଯାଇଥିଲା।...

ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ...

ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ...

୪ଦିନ ପରେ ସୁଭଦ୍ରା ଟଙ୍କା, କିନ୍ତୁ ଏମାନଙ୍କୁ ମିଳିବନି…

ଭୁବନେଶ୍ୱର,୨୦।୧୧: ଆପଣ ବି ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି, ଜାଣନ୍ତୁ ବଡ଼ ଅପଡେଟ । ସବୁ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଯିବ । ନଭେମ୍ବର ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିବ...

ସୋନୁ ନିଗମଙ୍କ ଗୀତରେ ଝୁମିଲେ ଦର୍ଶକ: ପୁଚୁକି ଗାଲିରୁ…

କଟକ, ୨୦।୧୧(ଶିଳ୍ପା ପ୍ରିୟଦର୍ଶିନୀ):  ବାଲିଯାତ୍ରାର ପଞ୍ଚମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଆକର୍ଷଣ ସାଜିଥିଲେ ବଲିଉଡ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୋନୁ ନିଗମ। ତୁମ୍‌ ସେ କରକେ ମିଠି ମିଠି ବାତେ, କେହେ ଦୋ ନାଁ ୟୁ ଆର ମାଇଁ...

୬ରେ ଜନ୍ମମାଟିକୁ ବୁଲିଯିବେ ରାଷ୍ଟ୍ରପତି

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୬ରେ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ। ୩ରୁ ୭ ପର୍ଯ୍ୟନ୍ତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜିଲା ପ୍ରଶାସନ ସୂଚନା ଦେଇଛି। ରାଷ୍ଟ୍ରପତି...

ଖୋଲାଖୋଲି ଲାଞ୍ଚମାଗି  ଭିଏଡବ୍ଲ୍ୟୁ ଦେଖାଉଥିଲେ ନାଲିଆଖି: ଭିଡିଓ ଭାଇରାଲ ପରେ ଏବେ….

ଚାନ୍ଦବାଲି,୨୦।୧୧(ଅଶୋକ କୁମାର ପଣ୍ଡା): ଲାଞ୍ଚମାଗିବା ପଡ଼ିଲା ମହଙ୍ଗା। ଗ୍ରାମ୍ୟ କୃଷି ଅଧିକାରୀ (V.A.W) ନିଲମ୍ବିତ।   ବାତ୍ୟା ‘ଦାନା’ ପ୍ରଭାବରେ  କ୍ଷୟ କ୍ଷତି ହୋଇ ଥିବା ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ କରିବା ପାଇଁ ଘୋଷଣା କରିବା ପରେ  ଚାଷୀଙ୍କୁ ଶୋଷଣ...

ଚାଷୀଙ୍କୁ ଲାଞ୍ଚ ମାଗୁଛନ୍ତି କୃଷି କର୍ମଚାରୀ ଭିଡିଓ ଭାଇରାଲ…

ଚାନ୍ଦବାଲି,୧୯।୧୧(କିଷାନ ପାତ୍ର):ବାତ୍ୟାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ ପାଇଁ ଘୋଷଣା କରିବା ପରେ ଏବେ ଚାଷୀଙ୍କୁ ଶୋଷଣ କରାଯାଉଥିବା ଦେଖିବାକୁ ମିଳିଛି। କ୍ଷତିପୂରଣ ବାବଦରେ ହେକ୍ଟର ପିଛା ୮,୫୦୦ ଟଙ୍କା ଘୋଷଣା ପରେ କିଛି ସରକାରୀ କର୍ମଚାରୀ ଏହାର...

ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି ପିଇବା ସହ ଗାଧୋଇବା ଏବଂ ଚଳପ୍ରଚଳ କରୁଥିବାରୁ ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ...

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା ନେଇ ବନ ବିଭାଗ ପକ୍ଷରୁ ନିଆଯାଇଥିବା ସ୍ବତନ୍ତ୍ର ପଦକ୍ଷେପ ସଫଳ ହେବାରେ ଲାଗିଛି।...

ଏବେ କେଉଁ ଦଳରେ ଅଛନ୍ତି ସୁର ରାଉତରାୟ? ନିଜେ କଲେ ଖୁଲାସା

ତିର୍ତ୍ତୋଲ,୨୦।୧୧(ଗୌରାଙ୍ଗ ଚରଣ ସ୍ବାଇଁ):ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲଠାରେ ଚେଳିତୋଳ ବାଲିଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବର ମଙ୍ଗଳବାର ଚତୁର୍ଥ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ ଯୋଗଦେଇ ଡ଼. ହରେକୃଷ୍ଣ ମହତାବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri