ଭୁବନେଶ୍ୱର,ସାକ୍ଷୀଗୋପାଳ୨।୪(ସୁନିତ୍ ମିଶ୍ର/ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର):ପବିତ୍ର ଓଡ଼ିଶା ଦିବସ ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସୋମବାର ଓଡ଼ିଆ ଜାତିର ପୁଣ୍ୟ ଓ ସମର୍ପଣର ପୀଠ ସତ୍ୟବାଦୀ ବ୍ଲକ ସ୍ଥିତ ଗୋପବନ୍ଧୁଙ୍କ ଅନ୍ତୁଡ଼ିଶାଳ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କରିଛନ୍ତି। ସୁଆଣ୍ଡୋରେ ପହଞ୍ଚିବା...
ଭୁବନେଶ୍ୱର,୨ା୪ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ନିଜ ଏକ୍ସ ଆକାଉଣ୍ଟରେ ଶାନ୍ତିଲତାଙ୍କ ଅମର...
ଭୁବନେଶ୍ୱର, ୨।୪(ବନ୍ଦନା ସେଠୀ):ଭଜି ଭଜି ତୋ ନାମ ଚକାନୟନ, ମୋର ଯାଉ ଜୀବନ ପ୍ରଭୁ….। ୮୦ ଦଶକର ଏହି ଗୀତକୁ ଗାଇଥିଲେ ଓଡ଼ିଆ ସଙ୍ଗୀତ ଜଗତର ଭଜନ ସମ୍ରାଜ୍ଞୀ ଭାବେ ପରିଚିତ ଶାନ୍ତିଲତା ବାରିକ ଛୋଟରାୟ। ସେ ନିଜକୁ ପ୍ରଭୁ...
Archives
Model This Week
ପିଲାଙ୍କ ଧରିତ୍ରୀ