ରାଜ୍ୟ

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି ପ୍ରାର୍ଥୀମାନେ ସୋମବାରଠାରୁ ନାମାଙ୍କନ ଦାଖଲ କରିବେ। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ ରବିବାର ପୋଲିସ ଓ ମାଜିଷ୍ଟ୍ରେଟ୍‌ର ଜଏଣ୍ଟ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବିନିକା କଲେଜ ଛକରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। କଟକରୁ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋସ, ଜଗତସିଂହପୁରରୁ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ନିହାର ସୁରିନଙ୍କୁ ଜେଏମ୍‌ଏମ୍‌ ଟିକେଟ୍‌ ଦେଇଛି। ପ୍ରାର୍ଥୀ ଘୋଷଣା ପରେ ନିହାର ରାଞ୍ଚିରୁ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି। ସକାଳ ୮ଟାରୁ ବି ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୪୦ ପାଖାପାଖି ହୋଇଯାଉଛି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିିକ ବନ୍ଦ କରି ଦେଇଛନ୍ତି। ତେଣୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ମଧ୍ୟ ବନ୍ଦ କରାଯିବାକୁ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ ଅଛନ୍ତି । ଏଥର କିନ୍ତୁ ବିଜେଡିର ଗଡ଼ କୁହାଯାଉଥିବା ଉକ୍ତ ଆସନରୁ କିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri