ରାଜ୍ୟ

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ ଅଛନ୍ତି । ଏଥର କିନ୍ତୁ ବିଜେଡିର ଗଡ଼ କୁହାଯାଉଥିବା ଉକ୍ତ ଆସନରୁ କିଏ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଆସନ୍ତ ୩ ଦିନ ପର୍ଯ୍ୟନ୍ତ ଏଥିରୁ ତ୍ରାହି ମିଳିବାର ନାହିଁ।...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ ବସ୍‌ ନଂ ଓ ଏକ ଅଜଣା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ନେତାମାନେ ସିଜନାଲ ପକ୍ଷୀ, ନିର୍ବାଚନ ଋତୁରେ ଆସିବେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିଛି ଶ୍ରମିକ ଫସିରହିଥିବା ଅନୁମାନ କରାଯାଉଛି। ଉଦ୍ଧାର କାର୍ଯ୍ୟ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ (ଅମ୍ଳାନ୍) କାର୍ଯ୍ୟକ୍ରମରେ ରାଜ୍ୟକୁ ଆନେମିଆ ମୁକ୍ତ କରିବା ପାଇଁ ଏପରି ପଦକ୍ଷେପ ନିଆଯାଇଛି।...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରୁ ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri