ରାଜ୍ୟ

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାରେ ଇଣ୍ଟେଲିଜେଣ୍ଟ ଏନ୍‌ଫୋର୍ସମେଣ୍ଟ ମ୍ୟାନେଜମେଣ୍ଟ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ ଟିମ୍‌ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀ ଅଞ୍ଚଳର...

ପାଣି ନାହିଁ, ମାଠିଆ ମେଲା

ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଖରାରେ ଖୋଜେ ଚାଲିଲେ ଶୋଷ ଲାଗୁଛି।...

ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ ଅନ୍ତଃ କନ୍ଦଳ ଦେଖିବାକୁ ମଧ୍ୟ ମିଳୁଛି। ଅନ୍ୟପକ୍ଷରେ ଟିକେଟ ପାଇବା ପାଇଁ ଆଶାୟୀଙ୍କ...

୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍‌ୟୁସିଆଇ

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ...

ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା

ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍‌ ୭.୨...

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍‌ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍‌.ଡି....

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା ଓ କଂଗ୍ରେସ ପକ୍ଷରୁ ମଧ୍ୟ ଟିକେଟ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ ବୁଡ଼(୬୦) ଓ ତାଙ୍କ ପୁଅ ରାଜେଶ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri