ରାଜ୍ୟ

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ ଧରି ଚାଲିଥିଲେ ସୁଦ୍ଧା ଶେଷ ହେଉନାହିଁ। ଯଦ୍ୱାରା ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ଏହି ନିୟମ ଲାଗୁ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଥିବାବେଳେ ପିଲାଙ୍କୁ...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା ପରିଷଦର ପୂର୍ବତନ ଅଧ୍ୟକ୍ଷା ତଥା ଖଣ୍ଡପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ କ୍ରନ୍ଦନ କରୁଥିବା ଲୋକେ ଶୁଣିବାକୁ ପାଇଥିଲେ। ପରେ ଯାଇ ଦେଖିବା ପରେ ପରିତ୍ୟକ୍ତ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆସନ୍ତା ୩୦ ତାରିଖରୁ ମେ’...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି । ବାପାଙ୍କ ସହ ମିଶି ନିର୍ବାଚନ ଲଢ଼ିଲେ, ଏଥର ଡବଲ ମାର୍ଜିନରେ ଜିତିବେ...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର। ରାଜ୍ୟର ତାତି ଯେତେ ଉପରମୁହାଁ ହେଉଛି ରାଜ୍ୟ ରାଜନୀତି ସେତିକି ଜମୁଛି। ତେବେ...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ମତଦାନ ବୃଦ୍ଧି...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ ପୁତୁରାଙ୍କୁ ଦେଢଶୁର ଏକ ଟାଙ୍ଗିଆରେ ହାଣିବାରୁ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri