ରାଜ୍ୟ

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍‌ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି ଆସନ ବିଜେଡି ଦଖଲରେ ରହିଆସିଛି। ୨୦୦୯ରେ ଅରବିନ୍ଦ ଢାଲି, ୨୦୧୪ରେ ଶଶିଭୂଷଣ ବେହେରା...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତଙ୍କ ରାୟ ନେଇ ସୁପ୍ରିମକୋର୍ଟ ସ୍ଥଗିତାଦେଶ କଦେଇନାହାନ୍ତି। ଏନେଇ ବୁଧବାର...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ କଲବଲ ହେଉଛନ୍ତି। ଜିଲାରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୨୧ ତାରିଖରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ ମଧ୍ୟ ଲୋକେ ମୌଳିକ ସମସ୍ୟାରୁ ମୁକୁଳି ପାରୁନାହାନ୍ତି ା ଆବାସ ଯୋଜନା ସାତ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ ମିଳିଛି। ଆଠମଲିକ ବ୍ଲକ ସାପଘରା ପଞ୍ଚାୟତ ଖମାର ଗ୍ରାମରେ ପାନୀୟ ଜଳ ସମସ୍ୟା...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ ଶର୍ମିଷ୍ଠା ସେଠୀ ବଡ଼ଚଣା ଆସିବେ। ଏଥିପାଇଁ ବଡ଼ଚଣା ବିଜେଡି ପକ୍ଷରୁ ୫ ଜୋନସ୍ତରୀୟ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ (୧୬) କ୍ରିକେଟ ଖେଳୁଛନ୍ତି। ଆଶା ଅନେକ ହେଲେ ଅର୍ଥ ସାଜିଛି ବାଧକ। ସରକାରୀ...

ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଥିବାରୁ ସକାଳ ୯ଟା ପରେ ଘରୁ ପଦାକୁ ଗୋଡ଼ କାଢ଼ି ହେଉନାହିଁ। ଦିନର...

ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ ହେଉ ନ ଥିବା ଦେଖିବାର ମିଳୁଛି। ମାର୍ଶାଘାଇ ବ୍ଲକ ଏକ କୃଷି ପ୍ରବଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ ଓ ୨ ମଣିଷଙ୍କ ଜୀବନ ଗଲା ପରେ ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ ନିର୍ମାଣ କରାଯାଇଥିବା ଗୋଟିଏ ପୋଲର ନିର୍ମାଣ କାର୍ଯ୍ୟ ଅତି ନିମ୍ନମାନର କରାଯାଇଥିବା ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri