ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ...
ଫୋନ୍ କରି ପାଖକୁ ଡାକି ଭାଜପା କର୍ମୀଙ୍କୁ ଗୁଳି କଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଆଠଗଡ଼ ପାଟଣା ଜନୈକ ଭାଜପା କର୍ମୀଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ ଅତି ନିକଟରୁ ହୋଇଥିବା ଜଣାପଡ଼ିଛି।କପାଳକୁ ଗୋଟିଏ ରାଉଣ୍ଡ ଗୁଳି ବାଜିଥିବା ବେଳେ ଶରୀରର ଅନ୍ୟ କେଉଁଠି କ୍ଷତ ନ ଥିବା ପ୍ରାଥମିକ...
Train derail: କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ପରେ ଫସି ରହିଛନ୍ତି ଯାତ୍ରୀ, କରାଗଲା ସ୍ବତନ୍ତ୍ର ଟ୍ରେନ୍ ବ୍ୟବସ୍ଥା ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଆହତଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଫସି ରହିଥିବା ଯାତ୍ରୀଙ୍କୁ ଗନ୍ତବ୍ୟ...
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍ସିବି କର୍ତ୍ତୃପକ୍ଷ। ଅନ୍ୟ...
ବଦଳିଲା ଅନେକ ଟ୍ରେନ୍ର ଗତିପଥ ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର...
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ...
ବୈବାହିକ ଜୀବନରେ ସମସ୍ୟା ଦୂରକଲେ ଗୋଲାପ , ଜାଣନ୍ତୁ କିପରି ପ୍ରେମର ପ୍ରତୀକ କୁହାଯାଉଥିବା ଗୋଲାପ ଫୁଲ ବି ଘରକୁ ସୁଖସମୃଦ୍ଧି ଆଣିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ ଗୋଲାପ ଫୁଲ ସହ ବାସ୍ତୁର କ’ଣ ସବୁ ସମ୍ପର୍କ ରହିଛି ଜାଣନ୍ତୁ ସେ ସମ୍ପର୍କରେ… * ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର...
Big Breaking: ନିର୍ଗୁଣ୍ଡିରେ ଲାଇନ୍ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ...
କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍: ମୁଖ୍ୟମନ୍ତ୍ରୀ ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିଛନ୍ତି।...
ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ, ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଏହି ଯୋଜନାର ରାଜ୍ୟସ୍ତରୀୟ ଉଦ୍ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ କରଯାଇଛି। ...
ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର… ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭...
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ...