ରାଜ୍ୟ

ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ ନିବାସରେ ଆଗାମୀ ନିର୍ବାଚନରେ ବଡ଼ ଲଢେଇ ପାଇଁ ପ୍ରସ୍ତୁତି ଚାଲିଛି। ଏହାରି...

ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ...

‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’: ବ୍ୟବସାୟରେ ସ୍ବଚ୍ଛତା ଗୁରୁତ୍ୱ ବହନ କରେ

ଭୁବନେଶ୍ୱର,୨୩।୩(ଅସମାପିକା ସାହୁ): ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’ ଶନିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ’ର ଏହି ଚତୁର୍ଥ ସଂସ୍କରଣରେ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର କାର୍ଯ୍ୟନିର୍ବାହୀ ଆଦ୍ୟାଶା...

ସତ୍ୟବାଦୀରୁ ଲଢ଼ିବେ ସଞ୍ଜୟ, ବ୍ରହ୍ମଗିରିରୁ ଉମା ଉମାକାନ୍ତ ସାମନ୍ତରାୟ: ପୁରୀ ବିଜେଡି ସଭାପତି

ପୁରୀ,୨୩।୩: ଆସନ୍ତା ଲୋକସଭା ତଥା ବିଧାନସଭା ନିର୍ବାଚନରେ ଆଶାୟୀ ପ୍ରାର୍ଥୀ ଚୟନ କରିବାକୁ ବିଜୁ ଜନତା ଦଳ (ବିଜେଡି) ର ପକ୍ଷରୁ ପ୍ରାର୍ଥୀ ଚୟନ କରିବା ଆରମ୍ଭ ହୋଇଯାଇଛି। ଏହି ପ୍ରକ୍ରିୟାରେ ପୁରୀ ଜିଲା ସଭାପତି ଦିବାକର ପାତ୍ର ଶନିବାର...

ଏହି ଦୁଇ ଆସନ ପାଇଁ ହୋଇପାରିଲାନି ମେଣ୍ଟ

ଭୁବନେଶ୍ୱର,୨୩ା୩: ଦୀର୍ଘଦିନ ଧରି ଓଡ଼ିଶାରେ ଲାଗି ରହିଥିବା ଭାଜପା-ବିଜେଡି ମେଣ୍ଟରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିବା ପରେ ଦୁଇ ଦଳ ମଧ୍ୟରେ ହେବାକୁ ଥିବା ମେଣ୍ଟ ଦ୍ୱନ୍ଦ୍ୱ...

ପୁଣି ସୁରକ୍ଷା ବ୍ୟବସ୍ଥା ଢିଲା: ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ

ପୁରୀ,୨୩ା୩(ଅଜିତ ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ...

ଟ୍ରକ୍‌କୁ ପଟିଲା ବାଇକ୍‌: ଚାଲିଗଲା ୩ ଯୁବକଙ୍କ ଜୀବନ

ଯାଜପୁର,୨୩।୩: ଯାଜପୁର ଜିଲା କଳିଙ୍ଗନଗର ଥାନା ଅଧୀନ ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରକ ପଛରେ ଏକ ବାଇକ୍‌ ପିଟି ହୋଇ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ...

ଜେଲରେ ଜୀବନ ହାରିଲେ କଏଦୀ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାରାଗାରରେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି।କେନ୍ଦୁଝର ଜିଲା କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ...

ପୁଣି ଦିଲ୍ଲୀ ଗଲେ ମନମୋହନ : ଏଥର ଆସିବ ଓଡ଼ିଶା ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର,୨୩।୩: ଦିନ କେଇଟା ପରେ ନିର୍ବାଚନ। ଏ ନେଇ ପ୍ରସ୍ତୁତି ଆରମ୍ଭ  ହୋଇଗଲାଣି।  ପୁଣି ଦିଲ୍ଲୀ ଗଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଆଗାମୀ ଦିନରେ ହେବାକୁ ଥିବା କେନ୍ଦ୍ର ନିର୍ବାଚନ କମିଟି ବୈଠକରେ ଯୋଗ ଦେବାକୁ ସେ...

ହେଲାନି ମେଣ୍ଟ, ଆଜି ଆସିପାରେ ଓଡିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ!

ଭୁବନେଶ୍ୱର,୨୩।୩: ଆଜି ଆସିପାରେ ଓଡ଼ିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ । ସଂଧ୍ୟାରେ ହେବାକୁ ଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ MP ଏବଂ MLA ପ୍ରାର୍ଥୀଙ୍କ ନାଁରେ ବାଜିବ ମୋହର । ଆଉ କିଛି ରାଜ୍ୟର ବି ତାଲିକା...

ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪

ଭୁବନେଶ୍ୱର,୨୩।୩(ଅଭୟ ଦାଶ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହୋଇଛି ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪। ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇଏଏସ୍‌ ମନୋଜ କୁମାର ମିଶ୍ର (ପ୍ରିନ୍ସିପାଲ ସେକ୍ରେଟାରି...

‘ବାଘୁଣୀ ଇଚ୍ଛାରେ ବଢ଼େ ବାଘ ବଂଶ’

ବାରିପଦା,୨୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏନ୍‌ଟିସିଏ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri