ରାଜ୍ୟ

‘ବାଘୁଣୀ ଇଚ୍ଛାରେ ବଢ଼େ ବାଘ ବଂଶ’

ବାରିପଦା,୨୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏନ୍‌ଟିସିଏ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ...

ଆଗକୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୩।୩: ଏଥର ପ୍ରବଳ ତାତି ଅନୁଭୂତ ହେବ। ଆଗକୁ ତାତି ବଢ଼ିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ...

ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ, କହିଲେ…

ଭୁବନେଶ୍ୱର,୨୩।୩: ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ ସେ ସମର୍ଥନ କରିବେ ।...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ ହେଉଛି। ଏଥିନିମନ୍ତେ ଭାଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଟ୍ରଷ୍ଟ ବୋର୍ଡ଼,...

କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି

କଟକ,୨୩ା୩ (କାର୍ତ୍ତିକ ସାହୁ): ଐତିହାସିକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି ପରେ ଏବେ ଉଠିଛି ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି। ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପ୍ରସଙ୍ଗରେ କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ...

ଚିଟ୍‌ଫଣ୍ଡ ନାଁରେ ୫କୋଟି ଠକେଇ, ମହିଳା ଫେରାର

ରାୟଗଡ଼ା,୨୩ା୩(ଆଶିଷ ରଞ୍ଜନ ପଣ୍ଡା): ବେଆଇନ ଭାବେ ଚାଲିଥିବା ଚିଟ୍‌ଫଣ୍ଡ ସ୍କିମ୍‌ ଓ ସୁଧ କାରବାର ଉପରେ କୌଣସି ଅଙ୍କୁଶ ଲଗାଯାଇ ନ ଥିବାରୁ ଦିନକୁ ଦିନ ଏହି ବ୍ୟବସାୟ ବଢ଼ିବାରେ ଲାଗିଛି। ଫଳରେ କିଛି ଖଳ ପ୍ରକୃତିର ଲୋକ ଏହାର...

ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଲୋକ ସଭା କ୍ଷେତ୍ରର ସମୀକ୍ଷା

ଭୁବନେଶ୍ୱର,୨୩ା୩(ଅନିଲ ଦାସ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡି ପାଇଥିବା ସଫଳତାକୁ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ପୁନରାବୃତ୍ତି କରିବ। ୨୦୧୯ ଲୋକ ସଭା ନିର୍ବାଚନରେ ହରାଇଥିବା ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା...

ଭାଜପାରେ ପୂର୍ବତନ ଏମ୍‌ପି ଅର୍ଚ୍ଚନା ନାୟକ

ଭୁବନେଶ୍ୱର, ୨୩।୩(ସୁନିତ୍‌ ମିଶ୍ର): କେନ୍ଦ୍ରାପଡ଼ାର ପୂର୍ବତନ ଏମ୍‌ପି ଅର୍ଚ୍ଚନା ନାୟକ ଶୁକ୍ରବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମଧ୍ୟ ଡେରାବିଶ ବ୍ଲକ୍‌ର ପୂର୍ବତନ ଅଧ୍ୟକ୍ଷ ତଥା ବିଜେଡି ନେତା ସରୋଜକାନ୍ତ...

ଏକାଠି ହେଲେ ଧ୍ରୁବ, ଅଂଶୁମାନ

ରାଜନଗର, ୨୩ା୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ବିଜେଡି ସମନ୍ବୟ ବୈଠକ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି ଫେବୃଆରୀ ୧୪ରେ କଂଗ୍ରେସରୁ...

ପ୍ରସନ୍ନଙ୍କୁ ରଘୁ ସମର୍ଥକଙ୍କ ବିରୋଧ

ଖୋର୍ଦ୍ଧା,୨୩ା୩ (ପ୍ରଭାତ ପାଣିଗ୍ରାହୀ): ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀରେ ଶାସକ ଦଳରେ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ସମସ୍ତେ...

ବିଜେଡି-ଭାଜପା ମେଣ୍ଟ ହେବନି

ଭୁବନେଶ୍ୱର, ୨୩।୩(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ଏକାକୀ ଲଢ଼ିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ‘ଏକ୍ସ’ରେ ପୋଷ୍ଟ କରିବା ପରେ ଦଳୀୟ ନେତା ଓ କର୍ମୀ ମହଲରେ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ବାଣ ଫୁଟାଇ,...

ମେଣ୍ଟ ନ ହେବାର ମୁଖ୍ୟ କାରଣ

ଭୁବନେଶ୍ୱର,୨୨।୩:ମେଣ୍ଟରେ ପଡିଲା ପୂର୍ଣ୍ଣଚ୍ଛେଦ। ଆଲୋଚନା ହେଲାନି ସଫଳ । ଦୁଇ ଦଳ ଭିତରେ ଆସନ ବୁଝାମଣା ହୋଇପାରିଲାନି। ତେବେ କ’ଣ ସତରେ ଆସନ ଭାଗବଣ୍ଟା ହୋଇପାରିଲାନି ନା ମେଣ୍ଟ ନ ହେବା ପଛରେ ରହିଛି ଅନ୍ୟ କେଉଁ କାରଣ ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri