ରାଜ୍ୟ

ଆଗାମୀ ତିନିଦିନ ଏହି ସମସ୍ତ ଜିଲାରେ ଘନ କୁହୁଡ଼ି ସମ୍ଭାବନା: ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୧୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି ସୋମବାର ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ...

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ...

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଭିଜିଲାନ୍ସ ଟିମ୍‌କୁ ଘର ସମ୍ମୁଖରେ ଦେଖି ଡେପୁଟି ଜେନେରାଲ ମ୍ୟାନେଜର୍‌ ପଡ଼ୋଶୀ ଛାତକୁ...

ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାଙ୍କୁ ନେଇ ବ୍ରିଭାନ୍ତିକରଣ ମନ୍ତବ୍ୟ ଘଟଣା ପରେ ସେ ବିଭିନ୍ନ...

ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ପୁଣି ଦୁର୍ଗନ୍ଧ

ଭୁବନେଶ୍ୱର,୧୮ା୧୧(ଅନିଲ ଦାସ): ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ସରକାର ବଦଳିଛି ହେଲେ ସହରର ବର୍ଜ୍ୟ ପରିଚାଳନାରେ କୌଣସି ପରିବର୍ତ୍ତନ ହୋଇନାହିଁ। ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ବାହାରୁଥିବା ଦୁର୍ଗନ୍ଧ ପୁଣି...

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ ଜୈବ ବିଭିଧତା ହରାଇବାରେ ଲାଗିଛି। ସେହିପରି ବହୁ ବର୍ଷ ଧରି ଚାଲିଆସିଥିବା ମିଶ୍ରିତ...

ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।...

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ ନେତୃତ୍ୱମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଏହା ହେଉଛି...

ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି। ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ପର୍ତ୍ତୁଗାଲର ପର୍ତ୍ତୋଠାରେ ୩୯ତମ ଏଫ୍‌ଆଇଭିବି ବିଶ୍ୱ...

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ...

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍‌ଡିଓ ଅଧୀନ ଧାମରାସ୍ଥିତ ଡ....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri