Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
Odisha News, Odisha Breaking News, Odisha Latest News

ରାଜ୍ୟ

ଉତ୍ସବରେ ଟଳିପଡ଼ିଲେ ପୂର୍ବତନ ସରପଞ୍ଚ

ମାର୍ଶାଘାଇ,୧୦।୩ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମଣିକୁଣ୍ଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ସରୋଜକାନ୍ତ ଚୌଧୁରୀ (୭୬)ଙ୍କ ହୃଦ୍‌ଘାତରେ ପରଲୋକ ଘଟିଛି। ଶନିବାର ମାର୍ଶାଘାଇ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଚାଲିଥିବା ଜେଜେ ମା’ ଜେଜେବାପା ଉତ୍ସବରେ ସେ...

ଇବ୍‌ନଦୀରେ ଗୋଟିଏ ପରିବାରର ୩ଜଣ ନିଖୋଜ ଘଟଣା: ଦୁଇଭାଇଙ୍କ ସମେତ ୩ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼,୧୦।୩(ଜୟ ନାରାୟଣ ମେଣ୍ଡୁଳି): ପିକନିକ ହେଲା କାଳ। ସୁନ୍ଦରଗଡ ଇବ୍‌ ନଦୀର ସେମ ନା ଘାଟକୁ ପିକନିକ କରିବାକୁ ଯାଇ ନଦୀରେ ଗାଧୋଉଥିବାବେଳେ ୩ଜଣ ପାଣିରେ ବୁଡି ଯାଇଛନ୍ତି । ତେବେ ସେମାନଙ୍କର ମୃତଦେହ ଗତକାଲି ମିଳୁ ନ ଥିବାବେଳେ...

ମେଣ୍ଟ ହେବ କି ନାହିଁ? ମାର୍ଚ୍ଚ ୧୨ରେ ଆସିବ ସ୍ପଷ୍ଟ ଚିତ୍ର

ଭୁବନେଶ୍ୱର,୧୦।୩: ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଦିନକୁ ଦିନ ଅଧିକ ରହସ୍ୟମୟ ହୋଇଉଠୁଛି । ମେଣ୍ଟ ହେବ କି ନାହିଁ, ଏ ଉତ୍ତର କାହାରି ପାଖରେ ନାହିଁ । କେହି ମେଣ୍ଟ ହେବ ବୋଲି କହୁଥିବାବେଳେ କେହି କହୁଛନ୍ତି ଏକାକୀ ଲଢିବୁ।...

ଭାଜପାରେ କାର୍ତ୍ତିକ, ସୁବିଧାଜନକ ସ୍ଥିତିରେ ବିଭୂତି

କାମାକ୍ଷାନଗର, ୧୦ା୩ (ଅମଜାଦ ଖାନ୍‌): ଚାରିଆଡ଼େ ନିର୍ବାଚନୀ ପବନ ବହୁଛି। ନିଲମ୍ବନ, ବହିଷ୍କାର, ଦଳଡିଆଁ, ମିଶ୍ରଣପର୍ବ ଆଦି ଜାରି ରହିଛି। ବିଭିନ୍ନ ଦଳରେ ଟିକେଟକୁ ନେଇ ଟଣାଓଟରା ଆରମ୍ଭ ହୋଇଛି। ପୁଣି ବିଜେଡି-ଭାଜପା ମେଣ୍ଟ ଆଲୋଚନାକୁ ନେଇ ବହୁକଥା ଶୁଣିବାକୁ...

ଆଶାୟୀଙ୍କଠୁ ଆଗରେ ଅରବିନ୍ଦ

କେନ୍ଦ୍ରାପଡ଼ା,୧୦ା୩(ଜଗନ୍ନାଥ ଧଳ): ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ନିକଟରେ ବିଜେଡିରେ ସାମିଲ ହେବା ପରେ କେନ୍ଦ୍ରାପଡ଼ା ଜିଲା ପାଟକୁରା ରାଜନୀତି ଚଳଚଞ୍ଚଳ ହୋଇଛି । ଗତ ୨୪ ବର୍ଷ ହେଲା ପ୍ରାୟ...

ମାଛବଂଶ ଲୋପ, ଚିନ୍ତାରେ ମତ୍ସ୍ୟଜୀବୀ

ରାଉରକେଲା,୧୦।୩(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହର ଦେଇ ପ୍ରବାହିତ ବ୍ରାହ୍ମଣୀ, କୋଏଲ ଏବଂ ଶଙ୍ଖ ନଦୀରେ ବିଷାକ୍ତ ରାସାୟନିକ ପଦାର୍ଥ ମିଶୁଥିବାରୁ ଏହି ୩ ନଦୀ କ୍ରମେ ପ୍ରଦୂଷିତ ହେବାରେ ଲାଗିଛି। ଏହା ନଦୀରେ ମାଛବଂଶ ବୃଦ୍ଧିରେ ବାଧକ ସାଜିବା ସହ...

୫ ଟଙ୍କାରେ ବୋତଲ ପାଣି, ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ବ୍ରହ୍ମପୁର,୧୦ା୩ (ସ୍ମୃତିରଞ୍ଜନ ମହାଲିକ):ମାର୍ଚ୍ଚ ଆରମ୍ଭରୁ ତାତି ବଢ଼ିଲାଣି। ମଧ୍ୟାହ୍ନ ବେଳକୁ ଅସମ୍ଭାଳ ଖରା। ଖରାରେ ଶୋଷ ମେଣ୍ଟାଇବାକୁ ଲୋକେ ବିଭିନ୍ନ ମୃଦ୍ୟୁ ପାନୀୟ ଉପରେ ନିର୍ଭର କରୁଛନ୍ତି। ଭଲ କମ୍ପାନୀର ପାଣି ବୋତଲ ଅଧିକ ଦରରେ ବିକ୍ରି ହେଉଥିବା ବେଳେ...

ଜଗତ୍‌ସିଂହପୁରରେ ରିହାତି ଚାଉଳ, ଡାଲି ପାଇଁ ଠେଲାପେଲା

ଜଗତ୍‌ସିଂହପୁର, ୧୦।୩(ପ୍ରମୋଦ କୁମାର ନାୟକ)ଆଜାଦୀ କା ଅମୃତ ମହୋତ୍ସବ ଅବସରରେ କେନ୍ଦ୍ର ସରକାର ଖାଉଟିଙ୍କୁ ରିହାତି ଦରରେ ଚାଉଳ, ଚଣା ଡାଲି, ଅଟା, ଚିନି, ତେଲ ଓ ପିଆଜ ଯୋଗାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନାଫେଡ୍‌ (ନ୍ୟାଶନାଲ ଆଗ୍ରିକଲଚରାଲ କୋ-ଅପରେଟିଭ...

ନୂଆ ତତ୍ପର, ପୁରୁଖା ଛାନିଆ

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ଓଡ଼ିଶାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଚାରିଆଡ଼େ ହୁରି ପଡ଼ିଛି। ହେଲେ ବରଗଡ଼ ଜିଲାରେ ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ନିଜ ଢଙ୍ଗରେ ନିର୍ବାଚନୀ ସଜବାଜ...

ପୌରାଞ୍ଚଳର ୬୮ ପ୍ରତିଶତ ଶ୍ରମିକ ଶ୍ରେଣୀର

କେନ୍ଦ୍ରାପଡ଼ା, ୧୦ା୩ (ଜଗନ୍ନାଥ ଧଳ)ମାର୍ଚ୍ଚ ୧୦ ରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଘୋଷଣାକୁ ୧୫୫ ବର୍ଷ ପୂରଣ ହେବ। ଏହି ସମୟ ଅବଧି ମଧ୍ୟରେ ପୌରାଞ୍ଚଳର ସୀମା ବୃଦ୍ଧି ଘଟିଛି। ସେହି ପରିମାଣରେ ଜନସଂଖ୍ୟା ମଧ୍ୟ ବୃଦ୍ଧି ହୋଇଛି। ୬୮ ପ୍ରତିଶତ...

ଲଡୁବାବାଙ୍କ ପୀଠରେ ଆବର୍ଜନା

ନୟାଗଡ,୧୦।୩(ଲୋକନାଥ ମିଶ୍ର)ଓଡିଶାର ପ୍ରସିଦ୍ଧ ଶୈବପୀଠ ଶରଣକୁଳସ୍ଥ ଲଡୁବାବାଙ୍କ ପୀଠ ଓ ଆଖପାଖ ଅଞ୍ଚଳ ମହା ଶିବରାତ୍ରି ପରଦିନ ଆବର୍ଜନାମୟ ହୋଇ ରହିଛି। ଆବର୍ଜନା ଦୁର୍ଗନ୍ଧରେ ନାକ ଫାଟି ପଡୁଛି। କେତେଜଣ ସ୍ବେଚ୍ଛାସେବୀ ଅବାର୍ଜନକୁ ଶନିବାର ସଫେଇ କରି ବାହାବା ନେଲେ।...

ଦଳ ଚାହିଁଲେ ଚାନ୍ଦବାଲିରୁ ଲଢ଼ିବି: ମନମୋହନ

ଚାନ୍ଦବାଲି,୧୦।୩ (କିଷାନ ପାତ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଚାଲିଥିବା ବେଳେ ଶୁକ୍ରବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀରୁ ଫେରିବା ପରେ ମେଣ୍ଟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଶନିବାର ଚାନ୍ଦବାଲି ଗସ୍ତରେ ଆସିଥିବା ବେଳେ ଏନ୍‌ଏସିସ୍ଥିତ ଭାଜପା କାର୍ଯ୍ୟାଳୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri