ରାଜ୍ୟ

Video: ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ବିଜୁ ଜନତା ଦଳ(ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମେଣ୍ଟ ହେଉଥିବା ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଣ୍ଟ ଖବରକୁ ଭାଜପା ସଭାପତି ମନମୋହନ ସାମଲ ଖାରଜ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ...

ରାଜ୍ୟ କ୍ୟାବିନେଟ୍‌ରେ ୧୭ ପ୍ରସ୍ତାବକୁ ମଞ୍ଜୁରୀ: ସମସ୍ତ ୟୁଜି, ପିଜି ଛାତ୍ରୀଛାତ୍ରଙ୍କୁ ମିଳିବ ଛାତ୍ରବୃତ୍ତି

ଭୁବନେଶ୍ୱର,୯ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଆୟୋଜିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ବୈଠକରେ ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ପୂର୍ବରୁ...

ଇବ୍‌ ନଦୀରେ ଭାସିଗଲେ ୩ ନାବାଳକ

ସୁନ୍ଦରଗଡ଼,୯ା୩: ସୁନ୍ଦରଗଡ଼ ସହର ସେମିନାରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଇବ୍‌ ନଦୀରେ ଭାସି ଯାଇଛନ୍ତି ୩ ନାବାଳକ। ପରିବାର ସହ ଭୋଜି କରିବାକୁ ଆସି ଏହି ୩ ନାବାଳକ ଚୋରାବାଲିରେ ଫସି ଯାଇଥିବା ଅନୁମାନ କରାଯାଉଛି। ଖବର...

ବ୍ୟାଗ୍‌ ଭିତରୁ ମିଳିଲା ନବଜାତ ଶିଶୁର ମୃତଦେହ, ସିସିଟିଭି ଫୁଟେଜ୍‌ ଅଣ୍ଡାଳୁଛି ପୋଲିସ

ଭୁବନେଶ୍ୱର,୯।୩ (ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପଛପଟ ପଡିଆରୁ ଶନିବାର ଏକ ନବଜାତ ଶିଶୁର ମୃତଦେହ ମିଳିଛି । ମୃତ ଶିଶୁ କାହାର ଓ କିଏ ଫିଙ୍ଗିଛି ତାହା ଏଯାବତ ଜଣାପଡିନାହିଁ। ଖବର ପାଇ ପୋଲିସ ମୃତଦେହ ଏକ...

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର, ଉପକୃତ ହେବେ ୫୯,୫୦୯ କର୍ମଚାରୀ 

ଭୁବନେଶ୍ୱର,୯ା୩: ଶନିବାର ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ...

କେନ୍ଦୁଝର ଦେଇ ଦିଲ୍ଲୀକୁ ଗଡ଼ିଲା ଟ୍ରେନ୍‌

କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷିତ ପୁରୀ-ଆନନ୍ଦବିହାର(ନୂଆଦିଲ୍ଲୀ) ଟ୍ରେନ୍‌ ଶନିବାରଠାରୁ କେନ୍ଦୁଝର ଦେଇ ଗଡ଼ିଛି। ଏହି ଟ୍ରେନ୍‌ କେନ୍ଦୁଝରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ୯ଟା ୫୦ରେ କେନ୍ଦୁଝରଗଡ଼ ଷ୍ଟେଶନରେ ପହଞ୍ଚିଥିଲା। ଏହାକୁ ସ୍ବାଗତ କରିବା ପାଇଁ ବହୁ ଲୋକ ଷ୍ଟେଶନରେ...

ଚଳିତ ବର୍ଷ ତାତି ସାଙ୍ଗକୁ ଅନୁଭୂତ ହେବ ପ୍ରବଳ ଗ୍ରୀଷ୍ମ ଲହରି, ବୃଦ୍ଧି ପାଇବ ଦିନ ତାପମାତ୍ରା

ଭୁବନେଶ୍ୱର,୯ା୩: ରାଜ୍ୟରେ ଚଳିତ ବର୍ଷ ପ୍ରବଳ ତାତି ସାଙ୍ଗକୁ ଗ୍ରୀଷ୍ମ ଲହରି ଅନୁଭୂତ ହେବ। ଏଭଳି ଗ୍ରୀଷ୍ମ ପ୍ରବାହ ସ୍ଥିତି ସୃଷ୍ଟି ହେବା ନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୧ ତାରିଖରୁ ୧୪ ତାରିଖ...

ବିଭିନ୍ନ ବିଭାଗରେ ୧୨୯୪ ନୂତନ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ...

ସମ୍ବଲପୁର, ବ୍ରହ୍ମପୁରରେ ମୋ’ ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ଉଭୟ ସହରରେ ଆଜି ୧୫ଟି ଲେଖାଏ ବସ୍‌ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ...

ପାଗଳର କଟୁରି ଚୋଟରେ ଜଣଙ୍କ ଜୀବନ ଗଲା

ଯାଜପୁର,୯ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ସଦର ଥାନା ଜମଧର ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ପାଗଳର କଟୁରି ଚୋଟରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ମୃତକ ହେଲେ ସ୍ବର୍ଗତ ପବନ ମଳିକଙ୍କ ପୁଅ କାଳନ୍ଦୀ ( ୬୨)। ତାଙ୍କ ଘର...

ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଅରିଜିତ ପଶାୟତ: ଅପରାହ୍ନରେ କରିବେ ବୈଠକ

ପୁରୀ,୯।୩: ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଓଡ଼ିଶାରେ ପହଞ୍ଚିଛନ୍ତି। ସେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସକଳେ ସେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦିଲ୍ଲୀ ଯାଇଥିବା ବିଜେଡି ନେତା ମୋତେ ଭେଟି ନାହାନ୍ତି କହିଲେ…

ଭୁବନେଶ୍ୱର,୯।୩: ରାଜ୍ୟରେ ବିଜେଡି-ଭାଜପା  ମଧ୍ୟରେ ମେଣ୍ଟକୁ ନେଇ ଚର୍ଚ୍ଚାଜୋର ଧରିଥିବା ବେଳେ  ଭାଜପା ଏନେଇ କୌଣସି ଆଲୋଚନା ହୋଇ ନ ଥିବା କହୁଛି। ଭାଜପା ସଭାପତି ମନମୋହନ  ସାମଲଙ୍କ ପରେ ସମାନ କଥା କହିଛନ୍ତି ଭାଜପା ରାଜ୍ୟ ଭାଜପା ନିର୍ବାଚନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri