ରାଜ୍ୟ

ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ବୁଦ୍ଧାଦିତ୍ୟ

କଟକ,୧୧ା୪ (କାର୍ତ୍ତିକ ସାହୁ)ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ବିରୋଧରେ ଜଣେ ସିନେ ପ୍ରଯୋଜକ ସାମାଜିକ ଗଣମାଧ୍ୟମରେ ଅପପ୍ରଚାର କରୁଥିବା ନେଇ ସେ ବିଡ଼ାନାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏନେଇ ଥାନାରେ ମାମଲା ରୁଜୁ ହୋଇନାହିଁ। ହେଲେ ଚଳଚ୍ଚିତ୍ର ପ୍ରଯୋଜକ ଓ କଳାକାରଙ୍କ...

ସକାଳୁଆ ଅଫିସ୍‌: ଆରମ୍ଭରୁ ଅବ୍ୟବସ୍ଥା

ଗୋପ,୧୧ା୪(ଭାରତୀ ଭୂଷଣ ଉପାଧ୍ୟାୟ)ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟ ସରକାର ଏପ୍ରିଲ୍‌ ୧୦ରୁ ସକାଳୁଆ ଅଫିସ୍‌ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ନିର୍ଦ୍ଦେଶକୁ ସରକାରୀ ଅଧିକାରୀ ଓ କର୍ମଚାରୀ ଫୁ କରିଥିବା ଦେଖିବାକୁ ମିଳିଛି। ପୂର୍ବାହ୍ନ ୯ଟା...

‘ମଲିଆ ବ୍ରାହ୍ମଣମାନେ ଓଡ଼ିଶାର ପ୍ରାଚୀନ ଅଧିବାସୀ’

ପୁରୀ, ୧୧ା୪(ଅଜିତ୍‌ ମହାନ୍ତି)ମନ୍ଦିର ନଗରୀ ଭୁବନେଶ୍ୱରର ଅନ୍ୟତମ ପ୍ରାଚୀନ ମନ୍ଦିର ହେଉଛି ଶ୍ରୀକପିଳେଶ୍ୱର ମହାଦେବଙ୍କ ମନ୍ଦିର। ସନାତନ ଶାସ୍ତ୍ରରେ ଏହା କପିଳମୁନି ମନ୍ଦିର, କପିଳନାଥ ମନ୍ଦିର, କପିଳେଶ୍ୱର ମନ୍ଦିର ଭାବେ ବର୍ଣ୍ଣିତ ଅଛି। ବର୍ତ୍ତମାନ ଏହା କପିଳେଶ୍ୱର ମନ୍ଦିର ଭାବେ...

ରୋଗୀ ଆଟେଣ୍ଡାଣ୍ଟଙ୍କୁ ପିଟିଲା ପୋଲିସ

କଟକ, ୧୧ା୪(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଏସ୍‌ସିବି ମେଡିକାଲରେ ରୋଗୀଙ୍କ ଆଟେଣ୍ଡାଣ୍ଟମାନଙ୍କୁ ମଙ୍ଗଳବାର ରାତିରେ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆଯିବା...

ପୋତିହେଲାଣି ଚୁଡ଼ାମଣି ଘାଟ ମୁହାଣ

ବାସୁଦେବପୁର,୧୧ା୪(ନାରାୟଣ ପ୍ରସାଦ ବାରିକ୍‌)ଚୁଡ଼ାମଣୀ ଘାଟ ପୋଲଠାରୁ ବଙ୍ଗୋପସାଗର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୩ କି.ମି.ରୁ ଊର୍ଦ୍ଧ୍ୱ ଅଙ୍କାବଙ୍କା ଗମେଈ ନଦୀ ପୋତି ହୋଇ ପଡ଼ିଲାଣି। ଫଳରେ ବୋଟ, ଲଞ୍ଚ, ଭୁଟୁଭୁଟିଗୁଡ଼ିକ ସମୁଦ୍ର ମଧ୍ୟକୁ ପ୍ରବେଶ କରିପାରୁନାହିଁ। କାଂଶବାଂଶ ନଦୀର ଶାଖା...

ବଞ୍ଚିବା ପାଇଁ ଉଚ୍ଚଶିକ୍ଷିତ ଦୃଷ୍ଟିବାଧିତଙ୍କ ସଂଘର୍ଷ

ବ୍ରହ୍ମପୁର,୧୧ା୪(ସୁବାସ ଚନ୍ଦ୍ର ପାଢ଼ୀ):ଜୀବନ କ’ଣ ଜାଣିବା ପୂର୍ବରୁ ଭଗବାନ ଆଖି ନେଇଗଲେ। ତଥାପି ହାରି ନ ଥିଲି। ଆଗକୁ ବଢ଼ିବାର ଆଶା ରଖି ସ୍ନାତକୋତ୍ତର ଯାଏ ପାଠ ପଢ଼ିଲି। ଚାକିରି ଖୋଜି ଖୋଜି ହାରିଗଲି। ବଞ୍ଚିବା ପାଇଁ ରୋଜଗାର ଲୋଡା।...

ଅନ୍ଧାରରେ କ୍ରୀଡ଼ାବିତ୍‌ ଦୀନବନ୍ଧୁଙ୍କ ଭାଗ୍ୟ

ବ୍ରହ୍ମପୁର,୧୧ା୪ (ତନୁଶ୍ରୀ ନାହାକ)କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ବିଭିନ୍ନ ଯୋଜନା ପ୍ରସ୍ତୁତ ହେବା ସହ ବହୁ କୋଟି ଟଙ୍କା ବ୍ୟୟ କରାଯାଉଛି। ତଥାପି କ୍ରୀଡ଼ାବିତ୍‌ମାନେ...

କାମ ଯୋଗାଇବାରେ ଛତ୍ରପୁର ବ୍ଲକ ପଛୁଆ

ଛତ୍ରପୁର,୧୧ା୪(ସନ୍ତୋଷ ପାଢୀ):ଗଞ୍ଜାମ ଜିଲାରେ ଚାଲିଥିବା ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଶ୍ରମିକଙ୍କୁ କାମ ଯୋଗାଇବାରେ ଛତ୍ରପୁର ବ୍ଲକ ପ୍ରଶାସନ ପଛୁଆ ରହିଛି। ଜିଲାର ହେଡକ୍ୱାର୍ଟର ଛତ୍ରପୁର ହୋଇଥିବା ବେଳେ ଏଠାରେ ଜିଲାପାଳ ଓ ଜିଲା ପରିଷଦ ସିଇଓ...

୫ ବର୍ଷ ପରେ ବି ସରିଲାନି ଦତ୍ତପୁର ସେତୁ କାର୍ଯ୍ୟ

ଝୁମ୍ପୁରୀ,୧୧ା୪(ସରୋଜ ନାୟକ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଶିଳାନ୍ୟାସ ହୋଇଥିଲା ବୈତରଣୀ ନଦୀରେ ଏକ ହାଇଲେଭଲ ସେତୁ। ଏହି ଶିଳାନ୍ୟାସକୁ ୫ ବର୍ଷ ଅତିକ୍ରମ କରିଥିଲେ ମଧ୍ୟ ଏବେବି କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଏହିପରି ଏକ ଅସମ୍ପୂର୍ଣ୍ଣ ସେତୁ ଦେଖିବାକୁ...

୨୫ କୋଟି ବ୍ୟୟ, ଚାଷୀଙ୍କ କାମରେ ଲାଗୁନି

କେନ୍ଦ୍ରାପଡ଼ା, ୧୧ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ରାଜକନିକା ବ୍ଲକ ଅଞ୍ଚଳରେ କେନାଲ ଜଳସେଚନ ସୁବିଧା ନାହିଁ। ଉଠା ଜଳସେଚନ ଅଥବା ବର୍ଷାକୁ ଚାଷୀ ଭରସା କରିଥାନ୍ତି। ତେବେ ଗତ ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ଏକ ବୃହତ୍‌...

ଚାଷଜମି କିସମ ପରିବର୍ତ୍ତନ ପରେ ଘରବାଡ଼ି

ପଟ୍ଟାମୁଣ୍ଡାଇ,୧୧ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୨୦୧୯ ରୁ ୨୦୨୪ ମଧ୍ୟରେ ପ୍ରାୟ ଶତାଧିକ ହେକ୍ଟର ଅମଳକ୍ଷମ ଉର୍ବର ଚାଷଜମି କିସମ ପରିବର୍ତ୍ତନ ହୋଇ ଘରବାଡ଼ି ହୋଇଥିବାରୁ ଚାଷଜମି ହ୍ରାସ ପାଇଚାଲିଛି । ଯଦି ଏଭଳି ଧାରାରେ ଚାଷଜମି ସଂଖ୍ୟା...

କେବୁଲ ବିଛାଇବାକୁ କାଟିଦେଲେ ରାସ୍ତା, ପାଣି ପାଇପ୍‌

ଡେରାବିଶ, ୧୧ା୪(ବେବର୍ତ୍ତା ଅଜୟ ଦାସ)ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ବସୁଧା ଯୋଜନାରେ ପ୍ରତି ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି। ହେଲେ ବେସରକାରୀ ମୋବାଇଲ ସଂସ୍ଥାର ଦାୟିତ୍ୱହୀନତା ଓ ବେପରୁଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri