ରାଜ୍ୟ

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ ସରକାରଙ୍କ ପକ୍ଷରୁ କୌଣସି ଆଗ୍ରହ ପ୍ରକାଶ ପାଉନି। କଫି ବଗିଚା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର...

କେଏଲ୍‌ ରାହୁଲଙ୍କ ଉପରେ ଟଙ୍କା ବର୍ଷା: ନିଲାମ୍‌ ପୂର୍ବରୁ ଅଶ୍ୱିନ୍‌ କଲେ ବଡ଼ ଖୁଲାସା

ନୂଆଦିଳ୍ଲୀ,୧୬।୧୧: କେଏଲ୍‌ ରାହୁଲଙ୍କ ଆଇପିଏଲ ୨୦୨୫ ମେଗା ନିଲାମ ପୂର୍ବରୁ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏକ ମକ୍‌ ନିଲାମ କରି ଭାରତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସେମାନଙ୍କ ଦ୍ୱାରା ଆୟୋଜିତ...

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ ନେଇ ସେ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ...

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ରହିଥିବାବେଳେ ଅନ୍ୟ...

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ...

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା ସୃଷ୍ଟି ପାଇଁ ଜନସଭାର ଆୟୋଜନ କରିବେ। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି...

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ୍‌, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ସିଧାସଳଖ...

ଭୁବନେଶ୍ୱରରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର,୧୪ା୧୧: ରାଜ୍ୟକୁ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବାକୁ ସରକାର ନୂଆ ପଦକ୍ଷେପ ନେଉଛନ୍ତି। ରାଜଧାନୀ ଭୁବନେଶ୍ୱରରୁ ଦେଶର ଅନେକ ସହରକୁ ବିମାନ ସେବା ମିଳୁଥିଲା ବେଳେ ଏବେ ଆଉ କିଛି ସହର ଏହି ତାଲିକାରେ ଯୋଡିହେବେ। ଏହିକ୍ରମରେ ଭୁବନେଶ୍ବର ବିଜୁ...

ଥରାଇବ ଶୀତ

ଭୁବନେଶ୍ୱର,୧୪ା୧୧(ଅନୁରାଧା ମହାରଣା)- ରାଜ୍ୟରେ ବର୍ତ୍ତମାନ କୌରସି ନିର୍ଦ୍ଧିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନାହିଁ। ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ ବିଶେଷ...

ନଭେମ୍ବର ୧୮, ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୫ା୧୧: ଆସନ୍ତା ନଭେମ୍ବର ୧୮ ତାରିଖ ଏବଂ ନଭେମ୍ବର ୨୫ ତାରିଖ ଉଭୟ ସୋମବାରରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ...

ଧାନ କିଣାକୁ ନେଇ ଦ୍ୱନ୍ଦ…

ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ ଧାନର କୁଇଣ୍ଟାଲ ପ୍ରତି ଅତିରିକ୍ତ ୮୦୦ ଟଙ୍କା କେତେ ଦିନ ଅନ୍ତରରେ ଚାଷୀଙ୍କୁ...

ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଦିବାସୀମାନଙ୍କର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ଚେଷ୍ଟା ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri