ରାଜ୍ୟ

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ: ଡଙ୍ଗା ପାଇଁ ଗଲା ଏକାବେଳେ ୫ ଜଣଙ୍କ ଜୀବନ

ଭୁବନେଶ୍ୱର, ୧୫।୧୧: କାର୍ତ୍ତିକ ପୂର୍ଣ୍ଣିମାରେ ଭସା ଯାଇଥିବା ଡଙ୍ଗା ଆଣିବାକୁ ଯାଇ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜ୍ୟର ବିଭିନ୍ନ ସ୍ଥାନରେ। ୫ ଜଣ ଛୋଟ ପିଲାଙ୍କ ଦୁଃଖଦ ମୃତ୍ୟୁ ଘଟିଛି, ବାଲେଶ୍ୱର ,...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିବା...

ଓଡିଶାର ଗୌରବମୟ ଇତିହାସକୁ ସ୍ମରଣ କଲେ ବିଏଚୟୁ ଛାତ୍ରୀଛାତ୍ର

ବାରାଣସୀ,୧୫।୧୧: ଓଡ଼ିଶାର ଗୌରବମୟ ଇତିହାସ ଏବଂ ଐତିହପୂର୍ଣ୍ଣ ସଂସ୍କୃତିର ମୂକସାକ୍ଷୀ କାର୍ତ୍ତିକ ପୂର୍ଣ୍ଣିମାକୁ ପ୍ରବାସୀ ଓଡ଼ିଆ ସଂଗଠନ ବାରାଣସେୟ ଉତ୍କଳ ସମାଜ ପକ୍ଷରୁ ଉତ୍ସାହପୂର୍ଣ୍ଣ ପରିବେଶରେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ (ବି.ଏଚ.ୟୁ) ପାଳନ କରାଯାଇଛି। କାର୍ତ୍ତିକ ପୂର୍ଣ୍ଣିମାର ପ୍ରାତଃରୁ ଛାତ୍ରୀଛାତ୍ର...

ରେଳ ଧାରଣାରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଦ୍ରକ,୧୫।୧୧: ଭଦ୍ରକ ଜିଲା କେନ୍ଦୁଆପଦା ରେଲଓ୍ବେ ଷ୍ଟେଶନ ନିକଟ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଶୁକ୍ରବାର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ ବ୍ୟାଙ୍କ କର୍ମଚାରୀ ଜଣକ ଶେରପୁର ଗାଁର ବୋଲି ଜଣାପଡିଛି। ଅନ୍ୟପକ୍ଷେ ବ୍ୟାଙ୍କ କର୍ମଚାରୀ...

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ଡଙ୍ଗା ଭସାଇଛନ୍ତି। ଠିକ୍‌ ସେହିପରି ବାଲେଶ୍ୱର ଜିଲା ସୋର ବ୍ଲକ...

ଜୟନାରାୟଣଙ୍କୁ ତୁରନ୍ତ ଗିରଫ କରାଯାଉ

ଭୁବନେଶ୍ୱର,୧୫ା୧୧(ଅନିଲ ଦାସ): ଭାଜପାର ବରିିଷ୍ଠ ବିଧାୟକ ଜୟନାରାୟଣ ମିଶ୍ରଙ୍କ ଦ୍ୱାରା ଆବେଦନ କରାଯାଇଥିବା ଆଗୁଆ ଜାମିନକୁ ସର୍ବୋଚ୍ଚ ନ୍ୟାୟାଳୟ ପ୍ରତ୍ୟାଖ୍ୟାନ କରିବା ପରେ ବିଜେଡି ତାଙ୍କ ଗିରଫ ଦାବି କରିଛି। ଗୁରୁବାର ଶଙ୍ଖଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ...

ଗ୍ୟାସ୍‌ ଟାଙ୍କି ଫାଟି ୩ ଗୁରୁତର

ରାୟଗଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍‌ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ପଠାଯାଇଥିବାବେଳେ ଅନ୍ୟ ଜଣଙ୍କୁ...

ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପାରାଦୀପ ପ୍ରଗତିର…

ଭୁବନେଶ୍ୱର/ପାରାଦୀପ,୧୫ା୧୧: ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା...

କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ: ଡଙ୍ଗାରେ ଥିବା କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡିଗଲେ ନାବାଳିକା

ଭୁବନେଶ୍ୱର,୧୫।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ। ପାଣିରେ ବୁଡିଯାଇ ନାବାଳିକାଙ୍କ ମୃତ୍ୟୁ ହୋଇଛି। ଏଭଳି ଘଟଣା ମାଲକାନଗିରି ଜିଲା ସଦର ଥାନା ଚମ୍ପାନଗରରେ ଘଟିଛି। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ଭସା ଯାଇଥିବା...

ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇଲେ ଓଡ଼ିଶାବାସୀ, ସବୁଠି ଭିଡ଼

ଭୁବନେଶ୍ୱର/କଟକ,୧୫ା୧୧: ଆଜି ହେଉଛି କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ମଧ୍ୟ ଡଙ୍ଗା ଭସାଇଛନ୍ତି। ସବୁଠି ଆ-କା-ମା-ବୈ’ର ସ୍ବର ଶୁଭିଛି। ଭୁବନେଶ୍ବରର ପବିତ୍ର ବିନ୍ଦୁ ସାଗର, କୂଆଖାଇ, ପୁରୀ...

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ ଆତଙ୍କ ଖେଳିଯାଇଛି। ଜଣେ ପର୍ଯ୍ୟଟକ ଯମୁନାର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ନେଇ ବିଶ୍ୱସ୍ତ...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri