ରାଜ୍ୟ

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ସମ୍ବଲପୁର,୧୦ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅଞ୍ଚଳରେ ୨୦୨୩ରେ ଘଟିଥିବା ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ଏହି ମାମଲାରେ ଅଭିଯୁକ୍ତ ଭୋଇମୁଣ୍ଡା ଖଡ଼ିଆପଡ଼ାର ଆକାଶ...

ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି: ଜଣେ କର୍ମଚାରୀ ନିଲମ୍ବିତ

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର (ଏସ୍‌ଡ଼ିସିସି) ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି ଅଭିଯୋଗ ହୋଇଛି। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଏହି ପ୍ରସଙ୍ଗ ବିଧାନସଭାରେ ଉପସ୍ଥାପନ କରିବା ପରେ ଏହାର ଖୋଳତାଡ଼...

ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ

ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ ମୋବାଇଲ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ମୃତ କନଷ୍ଟେବଳ...

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦।୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆରାଧନା ଦାସଙ୍କୁ ବିଭାଗର ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରାଯାଇଛି।ଧରମ ହାଂସଦା...

ନକଲି ସାର୍ଟିଫିକେଟ ଦେଇ ଚାକିରି! ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼

ବରଗଡ଼,୧୦।୪: ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ ବରଗଡ଼ ସହରରେ ଥିବା ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼ ଆରମ୍ଭ ହୋଇଛି। ଏଥିରେ ଜଣେ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିଲା ବେଳେ ୧୭୪ ଜଣଙ୍କ ଖୋଳତାଡ଼ ଚାଲିଛି।

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଦେଲେ ଯୋଗ

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ...

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ ୧ଟାରେ ନଡ୍ଡା ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।...

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର। ସେ ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ଅନ୍ୟପଟେ...

ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ ମୃତଦେହ ପାଟପୁର ପୋଲିସ ଉଦ୍ଧାର କରିଛି। ମୃତ ଚାଷୀ ଜଣକ ହେଲେ ଗୁଣସାଗର...

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଯାହାକି ସ୍ବାସ୍ଥ୍ୟସେବାରେ ଲୋକମାନେ ଅନେକ ଉପକୃତ ହେବେ।...

ଭୁବନେଶ୍ୱରରେ ହେବ ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ୍ ସେଣ୍ଟର, ଏହି ଅଞ୍ଚଳରେ ନିର୍ମାଣ କରିବ OBCC

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରକୁ ଖୁବଶୀଘ୍ର ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ ସେଣ୍ଟର ମିଳିବ। ଓଡ଼ିଶା ସେତୁ ନିର୍ମାଣ ନିଗମ(OBCC) ଏହାକୁ ECoR ମୁଖ୍ୟାଳୟ ନିକଟରେ ନିର୍ମାଣ କରିବ। ଭୁବନେଶ୍ୱର ସହରକୁ ବିଶ୍ୱ ବ୍ୟବସାୟ ଏବଂ ପର୍ଯ୍ୟଟନର ଏକ କେନ୍ଦ୍ର...

ନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଏକ ସରକାରୀ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image