ରାଜ୍ୟ

ମା-ବାପାଙ୍କ ଜୀବନ ନେଲେ ପୁଅ

କେନ୍ଦୁଝର,୨୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ପୁଅ ଆକ୍ରମଣରେ ମା ଓ ବାପାଙ୍କ ଶୋଚନୀୟ ମୃତ୍ୟୁ ଘଟିବା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରବିବାର ସକାଳେ ଏହି ଘଟଣା ଘଟିଛି।...

ଓଭୋ ଫାର୍ମ ପକ୍ଷରୁ କେନ୍‌କୋ ଏଗ୍‌ଷ୍ଟ୍ରା ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୩(ଅନୁରାଧା ମହାରଣା): ଓଭୋ ଫାର୍ମ ପକ୍ଷରୁ କେନ୍‌କୋ ଏଗ୍‌ଷ୍ଟ୍ରା ଦ୍ୱିତୀୟ ଆଉଟ୍‌ଲେଟ୍‌ ଖୋଲାଯାଇଛି। ସୂର୍ଯ୍ୟନଗରସ୍ଥିତ ଶର୍ମା ଷ୍ଟ୍ରିଟ୍‌ରେ ଶନିବାର ଏହି ଆଉଟ୍‌ଲେଟର ଉଦ୍‌ଘାଟନ କରାଯାଇଛି। ଏଠାରେ ହାଇପ୍ରୋ, ଇମ୍ୟୁନୋ ଏବଂ ବ୍ରାଉନ ଆଦି ପ୍ରକାରର ଅଣ୍ଡା ଉପଲବ୍ଧ ହେବ। ତେବେ...

ପ୍ରାର୍ଥୀ ଘୋଷଣାକୁ ନଜର, ଗ୍ରୀନ୍‌ ସିଗ୍‌ନାଲ ଦେବା ଆରମ୍ଭ କଲାଣି ବିଜେଡି

ଭୁବନେଶ୍ୱର,୨୪।୩(ସୁନିତ୍‌ ମିଶ୍ର): ରାଜ୍ୟରେ ବିଜେଡି-ଭାଜପା ମଧ୍ୟରେ ଆସନ୍ତା ନିର୍ବାଚନ ପୂର୍ବରୁ ଯେଉଁ ମେଣ୍ଟ ହେବାର ଥିଲା ତାହା ଆଉ ହେବ ନାହିଁ। ଏନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ଯକ୍ଷ୍ମାର ଘଟିବ ଅନ୍ତ

ଯକ୍ଷ୍ମା ରୋଗ ବା ଟ୍ୟୁବରକ୍ୟୁଲୋସିସ (ଟିବି) ଗୋଟିଏ ଅତି ସଂକ୍ରାମକ ରୋଗ। ପୃଥିବୀର ପ୍ରଥମ ୧୦ଟି ମାରକ ରୋଗ ମଧ୍ୟରେ ଯକ୍ଷ୍ମା ଅନ୍ୟତମ। ଏହି ରୋଗଟି ବିଶ୍ୱର ପ୍ରାୟ ସର୍ବତ୍ର ଦେଖାଯାଉଥିଲେ ମଧ୍ୟ ରୋଗାକ୍ରାନ୍ତ ବ୍ୟକ୍ତିମାନେ ମୁଖ୍ୟତଃ ବିଶ୍ୱର ଗରିବ...

‘ମୋଦି ଗ୍ୟାରେଣ୍ଟିର ବାଧକ ସାଜିଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର, ୨୪।୩(ସୁନିତ୍‌ ମିଶ୍ର): ଓଡ଼ିଶାର ଜଳ ସମ୍ପଦ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ସମଗ୍ର ରାଜ୍ୟବାସୀଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତାକୁ ଆସିବା ପରେ ଏଥିପାଇଁ...

ପୁଅ ପାଇଁ ଅଣ୍ଟା ଭିଡ଼ିଲେ ସୁର

ଖୋର୍ଦ୍ଧା,୨୪ା୩(ପ୍ରଭାତ ପାଣିଗ୍ରାହୀ): ନିର୍ବାଚନ ବିଗୁଲ ବାଜି ସାରିଛି। ଏବେ ଭୋଟରମୁହାଁ ହେଲେଣି ନେତା। ଜନତାଙ୍କ ନିକଟତର ହେବାଲାଗି ଅଙ୍କକଷା ଆରମ୍ଭ ହୋଇଗଲାଣି। ପ୍ରଚାର ମଇଦାନରେ ନେତା। ନିର୍ବାଚନ ଦୌଡ଼ରେ ପରିବାର ସଦସ୍ୟଙ୍କୁ ଥଇଥାନ ଲାଗି ଚାଲିଛି ଛକାପଞ୍ଝା। ରାଜନୀତିର ଜଣେ...

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ...

ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଗତ ୩ ଦିନ ମଧ୍ୟରେ ଏହା ୧୦ରୁ...

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ...

ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି...

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା...

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri