ରାଜ୍ୟ

ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର...

ଆଦର୍ଶ ଆଚରଣ ବିଧି ମାନୁନି ବିଜେଡି, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୨୨।୩:(ସୁନିତ୍‌ ମିଶ୍ର): ଆଗାମୀ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବା ମାତ୍ରେ ସମଗ୍ର ଦେଶରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇସାରିଲାଣି ା କିନ୍ତୁ ଏ ପର୍ଯ୍ୟନ୍ତ ବିଜେଡି ତଥା ଦଳୀୟ ସଭାପତିଙ୍କ ଫଟୋଚିତ୍ର ଥିବା...

ଆଜିଠାରୁ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର,୨୨।୩(ଅନୁରାଧା ମହାରଣା):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଚଳିତଥର ୨ଟି ପର୍ଯ୍ୟାୟରେ ଖାତା ଦେଖାହେବ। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ...

୧୦ ବର୍ଷରେ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଓଡ଼ିଶାରେ ବୈପ୍ଳବିକ ପରିବର୍ତ୍ତନ ଆସିଛି: ଭାଜପା

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ ଶାସନକୁ ଆସିବା ପରେ ଆଇଟି ତଥା ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଭାରତବର୍ଷରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିଛି। ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ସ୍ପଷ୍ଟ ପରିଲକ୍ଷିତ ହେଉଛି। ୨୦୧୪ରେ ୭,୫୬୨ଟି...

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଆଠମଲ୍ଲିକରେ ରାଜନୈତିକ ଅଙ୍କକଷା ଜାରି ରହିଛି। ଭୋଟରଙ୍କୁ ଆକୃଷ୍ଟ କରିବା...

ଲୁଣା ନଦୀର ଜଳସ୍ତର କମୁଛି

କେନ୍ଦ୍ରାପଡ଼ା,୨୨ା୩ (ଜଗନ୍ନାଥ ଧଳ): ଗତ ଡିସେମ୍ବର ମାସରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହିତ ଅବବାହିକାରେ ଥିବା ଚାଷ ଜମି...

ବିଜେଡି ନେତାଙ୍କ ଶ୍ରୀଜଗନ୍ନାଥ ଦର୍ଶନ

ପୁରୀ,,୨୨।୩(ଅଜିତ୍‌ ମହାନ୍ତି) କିଛି ଦିନ ତଳେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସଂସଦୀୟ ଦଳର ନେତାଙ୍କ ସହ ଆଲୋଚନା କରିଥିଲେ। ଏପରି କି ଏହି କ୍ଷେତ୍ର ପାଇଁ ଦଳର ପ୍ରାର୍ଥୀ ଚୟନ ହୋଇଥିବା କୁହାଯାଇଥିଲା। ପରେ...

କ୍ଷମତାକୁ ଆସିଲେ ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଦେବୁ: କଂଗ୍ରେସ

ଭୁବନେଶ୍ୱର,୨୨।୩(ସୁନିତ୍‌ ମିଶ୍ର):‘ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ’ ଏଭଳି ଏକ ବାର୍ତ୍ତା ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ନିର୍ବାଚନ ପୂର୍ବରୁ ଜାରି କରାଯାଇଥିବା ଇସ୍ତାହାର ମଧ୍ୟରେ ସ୍ବାସ୍ଥ୍ୟସେବା ସମ୍ପର୍କିତ ସହାୟତା ରାଶିକୁ ନେଇ ରାଜ୍ୟବାସୀଙ୍କ ପାଖରେ କଂଗ୍ରେସ ସଂକଳ୍ପବଦ୍ଧ ବୋଲି...

ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ: ସୁଯୋଗର ଫାଇଦା ନେବାରେ ବିରୋଧୀ ବିଫଳ

ଯାଜପୁର,୨୨।୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗତ ଦୁଇ ଦଶନ୍ଧି ଧରି ପରୀକ୍ଷାନିରୀକ୍ଷାର ପ୍ରୟୋଗଶାଳା ହୋଇଆସୁଛି। ଏଥର ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ରାଜନୈତିକ ପାଣିପାଗରେ ସେଭଳି ପବନ ବହିପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଯାଜପୁର ବିଧାୟକ...

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ଭକ୍ତ ଦାସ, ହଟିଲେ ବିଜୟ

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ସାଙ୍ଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପ୍ରଚାର କମିଟିର ଅଧ୍ୟକ୍ଷ ନିଯୁକ୍ତ କରିଛି। ଏନେଇ ଗୁରୁବାର...

ମେଣ୍ଟ ଆଶା ଆହୁରି ବଢିଲା: ଭାଜପାର ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ରହିଲାନି ଓଡ଼ିଶା

ଭୁବନେଶ୍ୱର,୨୨ା୩(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ ନେତୃବୃନ୍ଦ ଗୁରୁବାର ଦିଲ୍ଲୀରୁ ଫେରିଛନ୍ତି। ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମେଣ୍ଟ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସବୁ କହିସାରିଛନ୍ତି। ଏଥିରେ କିଛି ଦ୍ୱନ୍ଦ୍ୱ ନାହିଁ। ଯାହା...

ଆରପାରିରେ ଦାମୋଦର ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ନୂଆଦିଲ୍ଲୀ,୨୨।୩: ଆରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ।ଭୁବନେଶ୍ୱରରେ ଏକ ଗାଡ଼ି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ୫ ଟା ୨୩ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ସେ ପ୍ରାଣ ତ୍ୟାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri