ରାଜ୍ୟ

୭ ଦିନରେ ଅନ୍‌ଲାଇନରେ ମିଳିବ ସାର୍ଟିଫିକେଟ୍‌

କଟକ,୧୭ା୩ (କାର୍ତ୍ତିକ ସାହୁ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏକ ଯୁଗୋପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶନର ୭ ଦିନ ମଧ୍ୟରେ ପରୀକ୍ଷାର୍ଥୀଙ୍କୁ ମୂଳ ପ୍ରମାଣପତ୍ର ଅନ୍‌ଲାଇନ୍‌ ଜରିଆରେ ଯୋଗାଇ ଦିଆଯିବ।...

‘କେବଳ ଆର୍ଥିକ ଲାଭକୁ ସଫଳତା ଭାବିବା ଉଚିତ ନୁହେଁ’

ବଲାଙ୍ଗୀର ସହରରୁ ସେ କୃଷିଭିତ୍ତିକ ବ୍ୟବସାୟ ଆରମ୍ଭ କରିଥିଲେ। ୨ ଦଶନ୍ଧି ମଧ୍ୟରେ କୁକୁଡ଼ା ଫାର୍ମ କରି ସେ ବିଶ୍ୱସ୍ତରରେ ସଫଳତା ସାଉଣ୍ଟିଛନ୍ତି। ଓଭୋ ଫାର୍ମ ପ୍ରାଇଭେଟ୍‌ ଲିମିଟେଡ୍‌ର ସହପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ସୌମେନ୍ଦ୍ର ମିଶ୍ରଙ୍କ ଦୂରଦୃଷ୍ଟି ସମ୍ପନ୍ନ...

ରାଜନୀତିରେ ଇତିହାସ ରଚିବେ ଓଡ଼ିଶାବାସୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୩(ଅନିଲ ଦାସ)ଓଡ଼ିଶାର ଭବିଷ୍ୟତ ଉଜ୍ଜ୍ୱଳ। ଆମେ ୨୦୩୬ ମସିହାରେ ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବାକୁ ଯାଉଛୁ। ସେତେବେଳକୁ ଓଡ଼ିଶା ସବୁ କ୍ଷେତ୍ରରେ ଦେଶରେ ଏକ ନମ୍ବର ହେଉ ଆମେ ଚାହୁଁଛୁ। ଆଗାମୀ ଦଶନ୍ଧି ହେଉଛି ଯୁବବର୍ଗଙ୍କର। ଯୁବବର୍ଗଙ୍କ...

ଏପ୍ରିଲ-ମେ-ଜୁନରେ ନିର୍ବାଚନ: ତାତିରେ ଆଉଟୁ ପାଉଟୁ ହେବେ ନେତା ମନ୍ତ୍ରୀ ଅଧିକାରୀ

ନୂଆଦିଲ୍ଲୀ,୧୬।୩: ଭାରତରେ ସମସ୍ତ ରାଜ୍ୟରେ ମାର୍ଚ୍ଚ ମାସରୁ ଜୁଲାଇ ମଧ୍ୟରେ ଅସହ୍ୟ ଗରମ ଅନୁଭୂତ ହୋଇଥାଏ। କିନ୍ତୁ ଚଳିତ ବର୍ଷ ଏହି ଗରମ ଆହୁରି ମଜାଦାର ହେବାକୁ ଯାଉଛି। କାରଣ ଭାରତୀୟ ନିର୍ବାଚନ ଆୟୋଗ ଲୋକ ସଭା ନିର୍ବାଚନ ପାଇଁ...

ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍‌। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଡ଼ି ଖୋଲିବେ। କେଉଁ ବର୍ଗର ଲୋକଙ୍କୁ...

ଖୁବଶୀଘ୍ର ମହାନଦୀରେ ହେବ ଆଉ ଏକ ବିଶାଳ ବ୍ରିଜ୍

ଭୁବନେଶ୍ୱର,୧୬।୩: ମହାନଦୀ ଉପରେ ଖୁବଶୀଘ୍ର ଆଉ ଏକ ଉଚ୍ଚ ସ୍ତରୀୟ ସେତୁ ହେବାକୁ ଯାଉଛି। ଏଥର କଟକ ଜିଲ୍ଲାର ସାଲେପୁର ବ୍ଲକର ବ୍ରାହ୍ମଣକଣ୍ଡା-ସାହୁଖେତ ରୋଡରେ ମହାନଦୀ ନଦୀ ପାର ହୋଇ ଏହି ସେତୁ ନିର୍ମାଣ ହେବ। ରିପୋର୍ଟ ଅନୁଯାୟୀ, କଟକ...

ଓଡ଼ିଶାରେ ଚାରି ପର୍ଯ୍ୟାୟରେ ହେବ ମତଦାନ, ନେତା ବାଛିବେ ୩.୩୨ କୋଟି ଭୋଟର

ଭୁବନେଶ୍ୱର,୧୬।୩: ଲୋକ ସଭା ଏବଂ ଓଡ଼ିଶା ସମେତ ଚାରି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ସମଗ୍ର ଭାରତରେ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ହେଉଥିଲା ବେଳେ ଓଡ଼ିଶାରେ ବିଧାନସଭା ଏବଂ ୨୧...

ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ଅନୁଯାୟୀ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ...

ଖେଳିବାକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଭଉଣୀ, ଆଜି ପୋଖରୀରୁ ମିଳିଲା ମୃତଦେହ

କଳିଙ୍ଗନଗର,୧୬ା୩(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦୀ ଫାଣ୍ଡି ଅନ୍ତର୍ଗତ ଯଖପୁରା ପଞ୍ଚାୟତର ବାଳୁଙ୍ଗାବନ୍ଦୀ ଗ୍ରାମ ନିକଟରେ ଥିବା ଏକ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ଘଟଣା ଅନୁଯାୟୀ, ଏହି ଗ୍ରାମ ନିକଟରେ ଏକ ଫାର୍ମ ହାଉସରେ ମୟୂରଭଞ୍ଜ...

ମାଓବାଦୀ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣର ସାମଗ୍ରୀ ଜବତ

ଭବାନୀପାଟଣା,୧୬ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସର ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି ପୋଲିସ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ...

ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା

ନୂଆଦିଲ୍ଲୀ,୧୬।୩: ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ। ପୂର୍ବରୁ ୭୫୦୦ ଟଙ୍କା ପାଉଥିଲା ବେଳେ ଏଣିକି...

ତ୍ରିକୋଣୀୟ ପ୍ରେମରେ ବଳି ପଡ଼ିଲେ ନିରୀହ ଯୁବକ, ସାଙ୍ଗକୁ ବଞ୍ଚାଇବାକୁ ଯାଇ ଖଣ୍ଡା ଚୋଟରେ ଗଲା ଜୀବନ

ନୂଆଦିଲ୍ଲୀ,୧୬।୩: ବନ୍ଧୁଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ଖଣ୍ଡା ଚୋଟରେ ଚାଲିଗଲା ନିରୀହ ଯୁବକଙ୍କ ଜୀବନ। ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିସ୍ୱର ଅଞ୍ଚଳରେ ଜଣେ ଯୁବକଙ୍କୁ ଧାରୁଆ ଖଣ୍ଡରେ ହାନି ହତ୍ୟା କରାଯାଇଛି। ମୃତକଙ୍କ ନାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri