ରାଜ୍ୟ

ଛତିଶଗଡ ସୀମାରେ ମାଓ ହମଲା: ପାଲଟା ଜବାବ ଦେଲେ ସୁରକ୍ଷାକର୍ମୀ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

ମାଲକାନଗିରି,୩୦।୧: ଛତିଶଗଡ ବିଜାପୁର-ସୁକମା ସୀମାରେ ମଙ୍ଗଳବାର ହୋଇଥିବା ମାଓ ଆକ୍ରମଣର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ସୀମାରେ ଗୁଳି ବିନିମୟରେ ୩ଯବାନ ଶହୀଦ ହୋଇଥିବାବେଳେ ୧୪ଜଣ ଆହତ ହୋଇଥିଲେ। ଏହି ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ଜଣ ମାଓବାଦୀଙ୍କୁ...

ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କ ହୃଦଘାତ, ହେଲେ ମୃତ୍ୟୁ ପୂର୍ବରୁ ବଞ୍ଚାଇଦେଲେ ୬୦ପର୍ଯ୍ୟଟକଙ୍କ ଜୀବନ

ନୀଳଗିରି,୩୦।୧: ବସ୍‌ ଚଳାଉଥିବାବେଳେ ହେଲା ହୃଦଘାତ। ହେଲେ ଯନ୍ତ୍ରଣା ଭିତରେ ବି ବସ୍‌ ଅଟକାଇ ବଞ୍ଚାଇଦେଲେ ୬୦ ପର୍ଯ୍ୟଟକଙ୍କ ଜୀବନ। ଏପରି ଘଟଣା ଘଟିଛି ବାଲେଶ୍ୱରର ନୀଳଗିରି ଥାନା ଅଧିନ ପାଟପୁର ଛକରେ। ପଞ୍ଚଲିଙ୍ଗେଶ୍ୱରକୁ ଦର୍ଶନ ପାଇଁ କିଛି ବଙ୍ଗୀୟ...

ନାବାଳକଙ୍କୁ ଛୁରାମାଡ କଲା ନାବାଳକ

ଖଲ୍ଲିକୋଟ,୩୦।୧(ପ୍ରଶାନ୍ତ କୁମାର ମିଶ୍ର) ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ କୈରାଶି ଗ୍ରାମର ସାଗର ବନ୍ଧ ମାଛ ମାର୍କେଟ ନିକଟରେ ଜଣେ ନାବାଳକଙ୍କୁୁ ଛୁରୀରେ ଆକ୍ରମଣ ହୋଇଛିl ଏଥିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ମୃତ...

ଛତିଶଗଡରେ ମାଓବାଦୀଙ୍କ ବଡ ଆକ୍ରମଣ: ୩ ଯବାନ ଶହୀଦ, ୧୪ ଆହତ

ମାଲକାନଗିରି,୩୦।୧: ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ। ଛତିଶଗଡର ବିଜାପୁର-ସୁକମା ସୀମାରେ ମାଓଙ୍କ ଆକ୍ରମଣରେ ୩ ଯବାନ ଶହୀଦ ହୋଇଛନ୍ତି। ଏହି ଆକ୍ରମଣରେ ୧୪ ଯବାନ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ବିଜାପୁର-ସୁକମା ସୀମାନ୍ତ ଜୋନାଗୁଡା ଓ ଅଲୀଗୁଡା ନିକଟରେ ମାଓଙ୍କର ଉପସ୍ଥିତି...

ବାଉଁଶ ବୁଦା ମୂଳରୁ ୫୦୦କିଲୋରୁ ଉର୍ଦ୍ଧ ଗଞ୍ଜେଇ ଜବତ,ଜଣେ ଗିରଫ

କୋରୁକୋଣ୍ଡା,୩୦।୧(ଅବିନାଶ ବେହେରା)ବାଉଁଶ ବୁଦା ମୂଳରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ମାଲକାନଗିରି ଜିଲା କାଲିମେଳା ପୋଲିସ ସୋମବାର ବିଳମ୍ବିତ ରାତିରେ କାଲିମେଳା ଠାରୁ ପ୍ରାୟ ୪୦କିଲୋ ମିଟର ଦୂର ଆନ୍ଧ୍ର ଓଡିଶା ସୀମାନ୍ତ...

‘ଗୋଟିଏ ପୁଅ ଥିବା ବ୍ୟକ୍ତି ଦୁଇଗୋଟି ପୁଅ ଥିବା ବ୍ୟକ୍ତିଙ୍କ ଠୁ ଲୁଗା ନେଇ ପୂଜାକଲେ ହୁଏ ସନ୍ତାନଙ୍କମଙ୍ଗଳ’, ଗୁଜବକୁ ନେଇ ତାରାତାରିଣୀ ପିଠ ଲୋକାରଣ୍ୟ

ପୁରୁଷୋତ୍ତମପୁର,୩୧।୧(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠକୁ ନେଇ ବହୁ କିମ୍ବଦନ୍ତି ଓ ଲୋକକଥା ପୁରାଣରେ ବର୍ଣ୍ଣିତ ରହିଛି। ଦେଶରେ ଥିବା ଚାରିଗୋଟି ଆଦିଶକ୍ତିପୀଠ ମଧ୍ୟରୁ ଏହି ପୀଠ ଅନ୍ୟତମ ା ପ୍ରତିବର୍ଷ ଚୈତ୍ର ମାସରେ...

ହୋଟେଲରୁ  ମିଳିଲା ସିଆରପିଏଫ୍‌ ଯବାନଙ୍କ ମୃତଦେହ 

ଭୁବନେଶ୍ୱର,୩୦।୧:  ଭୁବନେଶ୍ୱର ଅଶୋକ ନଗରରେ ଥିବା ଏକ ହୋଟେଲରୁ ଜଣେ ସିଆରପିଏଫ୍‌ ଯବାନଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକଙ୍କ ନାଁ ମୀର ସିଂହ (୪୨)। ତାଙ୍କଘର ରାଜସ୍ଥାନରେ। ସିଆରପିଏଫ ପକ୍ଷରୁ ତାଙ୍କୁ ଝାଡଖଣ୍ଡରେ ମୁତୟନ କରାଯାଇଥିଲା। ମିଳିଥିବା ସୂଚନା...

ବଲାଙ୍ଗୀରରୁ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର

ଭୁବନେଶର,୩୦।୧: ବଲାଙ୍ଗୀର ନିର୍ବାଚନମଣ୍ଡଳୀରୁ ୨୦୨୪ ନର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ତାଙ୍କ ବଦଳରେ ତାଙ୍କ ପୁଅ ସୌମେନ୍ଦ୍ର ମିଶ୍ର ବିଧାନସଭା ନିର୍ବାଚନ ଲଢ଼ିବେ। ଏନେଇ ବଲାଙ୍ଗୀରରେ ହୋଇଥିବା କମିଟି ମିଟିଂରେ ଏହା ନିଷ୍ପତ୍ତିି ହୋଇଛି। ଏଆଇସିସିକୁ...

ଆସନ୍ତା ୪ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର ୩୦।୧: ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ ଲାଗି ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି । ଆସନ୍ତା ୪ ତାରିଖ ସନ୍ଧ୍ୟା ୬ଟା ୩୦ମିନିଟ୍‌ରେ ଏହି ସର୍ବଦଳୀୟ ବୈଠକ ବସିବ । ବିଧାନସଭାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ବୈଠକ ବସିବ ।...

ସୁନାପୁର ବେଳାଭୂମିକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ, ଟୁଇଟ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩୦।୧(ଅସମାପିକା ସାହୁ ): ଗଞ୍ଜାମ ଜିଲାର ସୁନାପୁର ବେଳାଭୂମିକୁ ୨୦୨୩-୨୪ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ପୁରସ୍କାର ପାଇଁ ବିବେଚିତ କରାଯାଇଛି। ଏଫଇଇ ସଂସ୍ଥା ପକ୍ଷରୁ ଏ ନେଇ ସର୍ଭେ କରାଯାଇଥିଲା । ୭୭ ଟି ଦେଶର ବେଳାଭୂମିର ସ୍ଥିତି ଉପରେ...

ବରମୁଣ୍ଡା ନୂଆ ବସ୍‌ ଟର୍ମିନାଲ କାର୍ଯ୍ୟ ବୁଲି ଦେଖିଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର,୩୦।୧: ବରମୁଣ୍ଡା ପୁରୁଣା ବସ୍‌ ଷ୍ଟାଣ୍ଡକୁ ଭଙ୍ଗାଯାଇ ନୂଆ ବସ୍‌ ଟର୍ମିନାଲ ଆରମ୍ଭ ହେଉଛି। ୧୫.୫ ଏକର ଜମିରେ ଏହାର ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ବସ ଟର୍ମିନାଲ ହେଲେ ଯାତ୍ରୀଙ୍କ ପାଇଁ ସୁବିଧା ହେବ ବୋଲି କୁହାଯାଉଛି। ତେବେ...

ମୋ ସ୍କୁଲ୍‌ର ବିଶ୍ୱ ରେକର୍ଡ ଯୋଜନା

ଭୁବନେଶ୍ୱର, ୩୦।୧(ଅସମାପିକା ସାହୁ):ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ୩ ରୁ ୫ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ମୋ ସ୍କୁଲ ଅଭିଯାନ ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି। ମୋ ସ୍କୁଲ ଅଭିଯାନ ଏକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri