ରାଜ୍ୟ

ଲାଗିରହିଛି ସସପେନ୍ସ: ଭୁବନେଶ୍ୱରରେ ମେଣ୍ଟ ଘୋଷଣା କରିପାରନ୍ତି ନବୀନ-ଅମିତ ଶାହା!

ଭୁବନେଶ୍ୱର,୧୦।୩: ରାଜ୍ୟରେ ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଲାଗି ରହିଛି। ଭାଜପା ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ବାରମ୍ବାର ଖାରଜ କରୁଥିବାବେଳେ ବିଜେଡି ନୀରବ ରହିଛି। ସେପଟେ ଭାଜପା ନେତୃତ୍ୱ ବାରମ୍ବାର ଦିଲ୍ଲୀ ଯାଉଥିଲେ ମଧ୍ୟ ମେଣ୍ଟକୁ ନେଇ...

ବେଆଇନ ବନ୍ଧୁକ କାରବାର: ଦୁର୍ଦ୍ଦାନ୍ତ ଅପରାଧୀ ବାବୁଆ ସହ ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ,୧୧ା୩(କାର୍ତ୍ତିକ ସାହୁ): ଜଗତପୁର ଥାନା ପୋଲିସ ବେଆଇନ ବନ୍ଧୁକ କାରବାର କରୁଥିବା ତିନି ଯୁବକଙ୍କୁ ସୋମବାର ଗିରଫ କରିଛି। ସେମାନଙ୍କ ନିକଟରୁ ତିନୋଟି ପିସ୍ତଲ ଓ ଗୋଟିଏ ରିଭଲଭର ସହ ୧୨ଟି ଜୀବନ୍ତ ଗୁଳି ଜବତ କରାଯାଇଛି।  ଏଥି ସହ...

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ଦେୟ ପରିମାଣ ବଢ଼ାଇଲେ ସରକାର, ଉପକୃତ ହେବେ ୧ ଲକ୍ଷ ୨୬ ହଜାର ୧୦ କର୍ମକର୍ତ୍ତା

ଭୁବନେଶ୍ୱର,୧୧ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେଶନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ...

ମହିଳାଙ୍କୁ ପଥରରେ ଛେଚି ହତ୍ୟା କରି ଫିଙ୍ଗିଦେଲେ

ବାରଙ୍ଗ,୧୧ା୩: ଭୁବନେଶ୍ୱର ଉପକଣ୍ଠ ବାରଙ୍ଗ ଗୋଡ଼ିସାହି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ପଥରରେ ଛେଚି କେହି ହତ୍ୟା କରି ଫିଙ୍ଗି ଦେଇଛନ୍ତି। ମୃତଦେହ ନିକଟରୁ କାଠଫାଳିଆ ଏବଂ ପଥର ଜବତ ହୋଇଛି। ହତ୍ୟାର କାରଣ ବର୍ତ୍ତମାନ...

କଳା ବାଘ ସଫାରିକୁ ନେଇ ଆଶଙ୍କା

ଭୁବନେଶ୍ୱର,୧୧।୩(ଅସମାପିକା ସାହୁ): ଚିଡ଼ିଆଖାନାରେ ଜନ୍ମିତ ବାଘଙ୍କୁ ନେଇ କୌଣସି ସଫାରି କରାଯାଇପାରିବ ନାହିଁ। ଯେଉଁ ଲ୍ୟାଣ୍ଡସ୍କେପ୍‌ରେ ସଫାରି ତିଆରି ହେବ ସେହି ଲ୍ୟାଣ୍ଡସ୍କେପ୍‌ ବା ସ୍ଥାନୀୟ ଜଙ୍ଗଲରେ ରହୁଥିବା ବାଘଙ୍କୁ ଆଣି ସଫାରୀରେ ରଖାଯାଇପାରିବ। ଗତ ୬ତାରିଖରେ ସୁପ୍ରିମକୋର୍ଟ ଏକ...

ଆଜି ବିଜେଡି-ଭାଜପା ସମ୍ପର୍କ ନେଇ କଂଗ୍ରେସର ଅନ୍ନପ୍ରାଶନ ଉତ୍ସବ

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ଭାଜପା ଓ ବିଜେଡି ମଧ୍ୟରେ ମିଛ ବାହାଘର କରିଥିବା କଂଗ୍ରେସ ପୁଣିଥରେ ଉଭୟଙ୍କ ସମ୍ପର୍କକୁ ନେଇ ଅନ୍ନପ୍ରାଶନ ଉତ୍ସବ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର କଂଗ୍ରେସ ଭବନ ପରିସରରେ ହିନ୍ଦୁ ରୀତିନୀତିରେ ଏହି ଅନ୍ନପ୍ରାଶନ କାର୍ଯ୍ୟକ୍ରମ...

ମେଣ୍ଟ: ଦ୍ୱନ୍ଦ୍ୱରେ ଭୋଟର

ଭୁବନେଶ୍ୱର,୧୧ା୩(ଜିତେନ୍ଦ୍ର କୁମାର ନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସ୍ବଳ୍ପ ସମୟର ଭିଡିଓ ଯେଉଁଭଳି ଭାବେ ହୋଇଥିଲା, ତାହା ରାଜ୍ୟର ରାଜନୈତିକ ଉଷ୍ମତା ସମ୍ପର୍କରେ ଅନେକ ସୂଚନା ଦେଉଛି। ଭିଡିଓରେ ଯେପରି ଭାବେ ପାଣ୍ଡିଆନ...

ବିଜେଡି-ଭାଜପା ଅସନ୍ତୁଷ୍ଟ ନେତାଙ୍କୁ ପ୍ରାର୍ଥୀ କରିପାରେ କଂଗ୍ରେସ

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ୨୦୨୪ ନିର୍ବାଚନ ତାରିଖ କୌଣସି ସମୟରେ ଘୋଷଣା ହୋଇଯାଇପାରେ। ଏହା ପୂର୍ବରୁ ସବୁ ଦଳ ବର୍ତ୍ତମାନ ଉଭୟ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ କରିବାରେ ବ୍ୟସ୍ତ ହୋଇଗଲେଣି। ବିଜେଡି-ଭାଜପା ମେଣ୍ଟ...

ପେଟରେ ଅଧା, ପାଟିରେ ଅଧା

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀ ଯାଉଛନ୍ତି। ସେଠାରୁ ଫେରିବା ପରେ ରାଜ୍ୟର ସବୁ ଲୋକ ସଭା ଓ ବିଧାନସଭା ଆସନରେ ଭାଜପା ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଥିବା କହୁଛନ୍ତି। କିନ୍ତୁ କେଉଁଠାରେ...

ପୁଣି ଉଠିଲା ମେଣ୍ଟ ଧୂଆଁ, ଅମିତ ଶାହାଙ୍କ ସହ ନବୀନ କଥା ହୋଇଥିବା ଚର୍ଚ୍ଚା!

ଭୁବନେଶ୍ୱର,୧୦।୩: ଉଭୟ ଶିବିରରେ ଅସମ୍ଭବ ନୀରବତା ପରେ ପୁଣି ଥରେ ବିଜୁ ଜନତା ଦଳ(ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମେଣ୍ଟ ଚର୍ଚ୍ଚା ଆରମ୍ଭ ହୋଇଛି। ପ୍ରଥମେ ଭାଜପା ସଭାପତି ମନମୋହନ ସାମଲ ଏହି ଖବରକୁ ଖାରଜ କରିବା...

ଗୋଟିଏ ରାତିରେ ୫୭ ଚାରିଚାକିଆ ,୭ ଦୁଇ ଚକିଆ ଯାନ ଜବତ

ଭୁବନେଶ୍ୱର,୧୦।୩ (ସୂର୍ଯ୍ୟକାନ୍ତ ବେହେରା) : ସେଫ ସିଟି ଡ୍ରାଇଭ ଅଭିଯାନ କ୍ରମରେ ଭୁବନେଶର ସହରାଞ୍ଚଳ ପୋଲିସ ଜିଲା ତରଫରୁ ବିଭିନ୍ନ ଥାନା ଅଞ୍ଚଳରେ ମଦ୍ୟପାନ କରି ଗାଡି ଚାଳନା ବିରୋଧରେ ଧରପଗଡ ଅଭିଯାନ କଡାକଡି କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି...

ବିଶାଖାପାଟଣା-ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ

ରାୟଗଡ଼ା,୧୦।୩ (ଆଶିଷ ରଞ୍ଜନ ପଣ୍ଡା)- ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେଶନ ନିକଟରେ ରବିବାର ସା ପ୍ରାୟ ୭ଟାରେ ଏକ ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିଶାଖାପାଟଣା- ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ର ଇଞ୍ଜିନ ସହିତ ୨ଟି ବଗି ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri