ରାଜ୍ୟ

ଆଜିଠାରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ୱର,୧୨ା୧୧(ଅନୁରାଧା ମହାରଣା): ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମଙ୍ଗଳବାରଠାରୁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ ଆରମ୍ଭ ହେବ। ୧୪ ତାରିଖ ଯାଏ ଚାଲିବାକୁ ଥିବା ଏହି ମହୋତ୍ସବରେ ବ୍ଲକ...

ପୋଲିସ ବେଶରେ ଆସି ଡକାୟତି: ୩ ଜଣଙ୍କୁ ଧରିଦେଲେ ଗ୍ରାମବାସୀ

ଭବାନୀପାଟଣା,୧୧ା୧୧(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଏମ୍‌ ରାମପୁର ଥାନା ଅନ୍ତର୍ଗତ ଦେଢ଼ଶୂଲି ପଞ୍ଚାୟତ ଡଙ୍ଗରିଆ ରୁବେନ ଗାଁର ରିପା ମାଝିଙ୍କ ଘରକୁ ରବିବାର ରାତିରେ ପୋଲିସ ବେଶରେ କେତେଜଣ ଦୁର୍ବୃତ୍ତ ଆସି ଡକାୟତି କରିଥିବା ଅଭିଯୋଗ ହୋଇଛି। ଗ୍ରାମବାସୀ...

ବଦଳି, ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୧୧: ବଦଳି, ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କୁ ବଡ଼ ଝଟକା। ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି କରିଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାର ଏକ...

ତଳକୁ ଧସୁଛି ମାଲକାନଗିରି ଜିଲା ୭ ମହଲା ବିଶିଷ୍ଟ ମୁଖ୍ୟ ଚିକିତ୍ସାଳୟ

ମାଲକାନଗିରି,୧୧ା୧୧(ଦୁର୍ଯ୍ୟୋଧନ ପାତ୍ର): ତଳକୁ ଧସିବାରେ ଲାଗିଛି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟ। ୭ ମହଲା ବିଶିଷ୍ଟ ଏହି ଚିକିତ୍ସାଳୟର ଅନେକ ସ୍ଥାନ ମାଟି ଭିତରକୁ ଧସିବା ସହ ଚିକିତ୍ସାଳୟଟି ତଳକୁ ଦବି ଯାଉଥିବା ଦେଖିବାକୁ ମିଳିଛି। ବିରାଟ କାୟ ଚିକିତ୍ସାଳୟରେ...

ଆଶାକର୍ମୀଙ୍କ ଉପରେ ଫିଡିକି ଗଲେଣି ଗ୍ରାମବାସୀ: ଥରୁଟିଏ ବି ବୁଝୁନାହାନ୍ତି  ଗର୍ଭବତୀଙ୍କ କଥା, ରାଗିକି କହିଲେ… 

ବ୍ରାହ୍ମଣୀଗାଁ:୧୧।୧୧(ମନୋରଞ୍ଜନ ରଣା): ପ୍ରଥମିକ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଶାକର୍ମୀ ମାନଙ୍କ ଗୁରୁତ୍ୱ ରହିଛି, ବିଶେଷ କରି ଗର୍ଭ ସଂଚାରଠାରୁ ପ୍ରସବ ପର୍ୟ୍ୟନ୍ତ ଆଶାକର୍ମୀମାନେ ମହିଳା ମାନଙ୍କୁ ମେଡିକାଲ ନେବା, ଟୀକା କରଣ କରିବା, ପଞ୍ଜୀକରଣ କରିବା, ବିଭିନ୍ନ ସର୍ଭେ କରିବା...

କେନ୍ଦୁଝର ସଦର ବ୍ଲକର ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ

କେନ୍ଦୁଝର,୧୧।୧୧(ନରେଶ ପଟ୍ଟନାୟକ): ସୋମବାର ସ୍ଥାନୀୟ ସଦର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ୧୬ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୧୧ ଜଣ ସରପଞ୍ଚ ଲିଖିତ ଭାବେ ଅନସ୍ଥା ଆଣି ଉପଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଦୀର୍ଘ ଅଢେଇ ବର୍ଷ ଅତିକ୍ରାନ୍ତ...

ଓଡ଼ିଶାରେ ଅଗ୍ନିଶମ ଆଧୁନିକୀକରଣ ପାଇଁ ୨୦୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

ଭୁବନେଶ୍ୱର,୧୧।୧୧: ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ...

ମୟୁରଭଞ୍ଜରୁ ଚମ୍ପୁଆ ରେଞ୍ଜରେ ପଶିଲେ ୨୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ

କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୁରଭଞ୍ଜ ଜିଲାରୁ ଏକ ୨୮ ଟିକିଆ ହାତୀପଲ ଆସି କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ପଶିଛନ୍ତି। ହାତୀପଲ ପଦ୍ମପୁର ନିକଟରେ ବୈତରଣୀ ପାର ହୋଇ ଚମ୍ପୁଆ ରେଞ୍ଜ ଜ୍ୟୋତିପୁର ବିଟ୍‌ରେ ପ୍ରବେଶ କରିଛନ୍ତି । ହାତୀପଲ...

ଆଗକୁ ବଢ଼ିବ ଶୀତ, ଖୋଜାହେବ କମ୍ବଳ,କନ୍ଥା

ଭୁବନେଶ୍ୱର,୧୧।୧୧: ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ପାଣିପାଗ ବିଭାଗ ସତର୍କ କରାଇଛି। ଅନ୍ୟପକ୍ଷେ ପାଗ ବଦଳୁଛି । ୧୫ ତାରିଖ ଅର୍ଥାତ କାର୍ତ୍ତିକ...

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଅପରାଧୀ ହେବେ ସାବାଡ଼: ବୁଲିବ ବାଇକ୍‌ ପିସିଆର୍‌

କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝରରେ ବଢୁଛି ଅପରାଧ। ଯେଉଁ ଜାଗାକୁ ପିସିଆର୍‌ ଭ୍ୟାନ୍‌ ଯାଇପାରିବ ନାହିଁ ସେଇଭଳି ଜାଗାରେ ଅପରାଧ ଭିଆଉଛନ୍ତି ଅପରାଧୀ। ଏହାକୁ ଆଖିଆଗରେ ରଖି ସୋମବାର କେନ୍ଦୁଝର ପୋଲିସ ଅପରାଧ ନିୟନ୍ତ୍ରଣ କରିବାକୁ ଏକ...

ଉତ୍କେଳା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ

କେସିଙ୍ଗା,୧୧।୧୧(ତୁମେଶ୍ୱର ସାହୁ): ଅନାସ୍ଥା ଭୋଟକୁ ନେଇ ଚର୍ଚ୍ଚାରେ ରହିଛି କଳାହାଣ୍ଡି ଜିଲା । କେସିଙ୍ଗା ବ୍ଲକରେ ସୋମବାର ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ହୋଇଛି। ଗତ ୪ରେ ପ୍ରଥମ ଅନାସ୍ଥା ଭୋଟ କସୃପଡ଼ା ସରପଞ୍ଚଙ୍କ ବିରୋଧରେ ହୋଇଥିଲା। ଏଥିରେ...

ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ମିଳିବ ଛୁଟି, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୧।୧୧: ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ସୂଚନା ଦେଇଛି।ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri