ରାଜ୍ୟ

ଆଗକୁ ନିର୍ବାଚନ: କଟକରେ ଯବାନଙ୍କ ଫ୍ଲାଗ୍‌ମାର୍ଚ୍ଚ

କଟକ,୪ା୩ (କାର୍ତ୍ତିକ ସାହୁ): ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନକୁ ଶାନ୍ତି, ଶୃଙ୍ଖଳା ସହ ଅବାଧ, ନିରପେକ୍ଷ ପରିଚାଳନା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ୍‌) ଯବାନମାନେ କଟକରେ ପହଞ୍ଚିଛନ୍ତି। କଟକ କମିସନରେଟ ପୋଲିସ ସହିତ ମିଳିତ ଭାବେ ସିଆର୍‌ପିଏଫ ଯବାନ ସୋମବାର...

ଛୁରାମାଡ଼ରେ ଚାଲିଗଲା ମହିଳାଙ୍କ ଜୀବନ

କଟକ,୪ା୩(କାର୍ତ୍ତିକ ସାହୁ): ଛୁରାମାଡ଼ରେ ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସିଆର୍‌ଆର୍‌ଆଇ ଥାନା ଅଧୀନ ନେହେରୁ ପଲ୍ଲୀ ବସ୍ତିରେ ଏଭଳି ଅମାନବୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ବସ୍ତିର ଭାରତୀ ସାହୁ(୪୦)। ସୋମବାର ରାତିରେ ବଚସାରୁ ଜଣେ ଯୁବକ...

ରାଜ୍ୟରେ ନିୟୋଜିତ ହେବେ ୧୦ ହଜାର ନୂତନ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୪।୩: ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି। ଏହି...

ମଧ୍ୟାହ୍ନଭୋଜନ ଥାଳିରୁ ବାହାରିଲା ଝିଟିପିଟି: ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଭଦ୍ରକ,୪ା୩(ସନାତନ ରାଉତ): ଭଦ୍ରକ ପୌରପାଳିକା ଅଧୀନ ବଡ଼ଶଙ୍କରପୁର ଊର୍ଦ୍ଦୁ ୟୁଜିଏମ୍‌ଇ ସ୍କୁଲରେ ସୋମବାର ମଧ୍ୟାହ୍ନଭୋଜନରେ ଝିଟିପିଟି ବାହାରିଛି। ମଧ୍ୟାହ୍ନଭୋଜନ ଖାଇଥିବା ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଭଦ୍ରକ ଗେଲପୁରସ୍ଥିତ ମାତୃ, ଶିଶୁ ବିଭାଗ ମେଡିକାଲରେ ଭର୍ତ୍ତି କରାଯାଇଥିଲା।...

ଆସନ୍ତାକାଲି ଚଣ୍ଡିଖୋଲ ଆସିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ମିନିଟ୍ ରୁ ମିନିଟ୍ କାର୍ଯ୍ୟକ୍ରମ ବିବରଣୀ

ଭୁବନେଶ୍ୱର,୪ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟରେ ୧୯ ହଜାର ୬୦୦ କୋଟି ଟଙ୍କା ବ୍ୟୟରେ...

ଜଳବାୟୁ ପ୍ରଦୂଷଣର ସମାଧାନ ପାଇଁ ଜିଲାପାଳଙ୍କୁ ଗୁହାରି ଜଣାଇଲେ ଗ୍ରାମବାସୀ

 କେନ୍ଦୁଝର,୪।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅଧୀନ ପଟୁଆକୁଦର ଗ୍ରାମବାସୀ ଜଳବାୟୁ ପ୍ରଦୂଷଣକୁ ନେଇ ସୋମବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଦ୍ୱାରସ୍ଥ ହୋଇ ଏହାର ତୁରନ୍ତ ପ୍ରତିକାର ପାଇଁ ଦାବି କରିଛନ୍ତି। ଗ୍ରାମ ନିକଟରେ ଥିବା ବସନ୍ତପୁରର...

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ଲୋଇସିଂହା,୪ା୩(ସୁଶାନ୍ତ ବାରିକ): ମ୍ୟୁଟେସନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲାର ଆଗଲପୁର ତହସିଲ ଅଫିସର ଅମିନ ସଦାନନ୍ଦ ସାହୁ। ଡୁଡୁକା ଗାଁର ରବୀନ୍ଦ୍ର ପଟେଲଙ୍କ ଜମି ମାପଚୁପ ପାଇଁ ସଦାନନ୍ଦ ୫...

ଅଭୟାରଣ୍ୟକୁ ପ୍ଲାଷ୍ଟିକ୍‌ ମନା

ଭୁବନେଶ୍ୱର,୪ା୩: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ଉପରେ ରୋକୋ ଲଗାଇଛନ୍ତି ସରକାର। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଉପରେ ସୋମବାର ଏହି କଟକଣା ଜାରି ହୋଇଛି। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷା ଲାଗି ୧୫ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର,୪।୩: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସିବେ। ଏ ନେଇ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କଟକ-ଭୁବନେଶ୍ୱର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ପୋଲିସ କମିଶନରଙ୍କ କହିବା...

ଊର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦...

ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର,୪।୩: କମ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ପୋଲିସ  କମିଶନର ସଞ୍ଜୀବ ପଣ୍ଡା ଓ...

ପଦ୍ମ ଧରିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ: ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ, ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

 ଭୁବନେଶ୍ବର,୪।୩: ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ସୋମବାର ଭାଜପାରେ ଯୋଗଦେଇଛନ୍ତି। ସେମାନେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri