ରାଜ୍ୟ

ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ, ମିଳିଲା ବାଂଲାଦେଶୀ ପାସ୍‌ପୋର୍ଟ

ପୁରୀ,୩।୩: ମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ। ଜଣେ କି ଦୁଇ ଜଣ ନୁହେଁ, ଜଣେ ହିନ୍ଦୁଙ୍କ ସହିତ ୪ ଜଣ ଅଣ ହିନ୍ଦୁ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆନନ୍ଦ ବଜାରରେ ମହାପ୍ରସାଦ...

ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ମୋଦି, ୧୯ଶହ କୋଟିରୁ ଉର୍ଦ୍ଧ ଟଙ୍କାର ପ୍ରକଳ୍ପର କରିବେ ଶିଳାନ୍ୟାସ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଓଡ଼ିଶାର ଯାଜପୁର ଚଣ୍ଡିଖୋଲରେ ୧୯,୬୦୦ କୋଟି ଉର୍ଦ୍ଧ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗ୍ରାଉଣ୍ଡରେ ପ୍ରସ୍ତୁତି...

ଭାଜପାରେ ଯୋଗଦେଲେ ଆଇଏଏସ ଟପର୍‌

ଭୁବନେଶ୍ୱର,୩।୩: ପଦ୍ମ ଧରିଛନ୍ତି ଆଇଏଏସ ଟପର୍‌। ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ଆଇଏଏସ ଟପର୍‌ ତଥା ବିଶିଷ୍ଟ ସାହିତି୍ୟକ ଡ. ହୃଷୀକେଶ ପଣ୍ଡା ଆନୁଷ୍ଠାନିକଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର...

ନିର୍ବାଚନ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି: ରାଜଧାନୀରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗମାର୍ଚ୍ଚ

ଭୁବନେଶ୍ୱର,୩।୩ (ସୂର୍ଯ୍ୟକାନ୍ତ ବେହେରା): ଆଗକୁ ସାଧାରଣ ନିର୍ବାଚନ ହେବାକୁ ଯାଉଛି । ଏନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ନିର୍ବାଚନ ହାୱା ଚାରି ଆଡେ ଦେଖିବାକୁ ମିଳିଲାଣି । ତେବେ ଏହା ପୂର୍ବରୁ କଡା ସୁରକ୍ଷା ପାଇଁ ଆରମ୍ଭ ହୋଇଗଲାଣି...

ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA

କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍‌କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ ପଦ୍ମ ଧରିବାକୁ ଯାଉଛନ୍ତି। ଆସନ୍ତାକାଲି ସେ ଭାଜପାରେ ଯୋଗ ଦେବା ନେଇ ଅପରାଜିତା...

କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ବରଯାତ୍ରୀଙ୍କୁ ଧରି ଫେରୁଥିବାବେଳେ ବ୍ରେକ୍‌ ଫେଲ ହେଲା ବସ୍‌

ଗଜପତି,୩।୩: ବରଯାତ୍ରୀଙ୍କୁ ଧରି ଫେରୁଥିଲେ ବେଳେ ବ୍ରେକ ଫେଲ ହେଲା ବସ। ଭାରସାମ୍ୟ ହରାଇ ବସ ରାସ୍ତା ପାର୍ଶ୍ୱରେ ଥିବା ବିରାଟକାୟ ପଥରରେ ପିଟି ହୋଇଯାଇଛି। ଗଞ୍ଜାମ ତପ୍ତପାଣି ଘାଟିରେ ଏହି ବସ ଦୁର୍ଘଟଣା ଘଟିଛି। ଆହତ ହୋଇଥିବା ୭...

ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ...

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଅରବିନ୍ଦ ଢାଲି

ଭୁବନେଶ୍ୱର,୩।୩: ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ରବିବାର ରାଜ୍ୟ ଭାଜପା କାର୍ଯ୍ୟଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ବହୁ ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଅରବିନ୍ଦ ଢାଲି ଶନିବାର ଦଳରୁ...

ଆଜି ୭  ଜିଲାରେ ହାଲୁକା ବର୍ଷା

ଭୁବନେଶ୍ୱର,୩।୩: ରବିବାର ୭ଟି ଜିଲାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏ  ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ଦୁଇ ଦିନରେ ଦିନ ତାପମାତ୍ରା ପ୍ରାୟ ଦୁଇ ଡିଗ୍ରୀ ବଢ଼ିବ ବୋଲି...

ରାଜନଗରରେ ଚାଞ୍ଚଲ୍ୟ: ଘରୁ ମିଳିଲା ମା, ବାପା, ପୁଅଙ୍କ ମୃତଦେହ

ରାଜନଗର,୩।୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ ତାଳଚୁଆ ପଞ୍ଚାୟତ ରାଜେନ୍ଦ୍ରନଗର ଗ୍ରାମରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏକ ଘରୁ ମା’, ବାପା, ଏବଂ ପୁଅଙ୍କ ମୃତଦେହ ରାଜନଗର ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ବାପା ଶ୍ରୀଦାମ...

ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଜୀବନ ହାରିଲେ ଯବାନ

ମହାକାଳପଡ଼ା,୩ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ କିଆରବାଙ୍କ ସ୍ଥିତ କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା ( ରାଡ଼ାର କେନ୍ଦ୍ର)ପରିସରରେ  ସୈନ୍ୟବାହିନୀର ଜଣେ ଯବାନ ନିଜକୁ ଗୁଳିକରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri