ରାଜ୍ୟ

ବଦଳିଲା ନର୍ସଙ୍କ ଡ୍ରେସ୍‌ କୋଡ୍‌

ଭୁବନେଶ୍ୱର,୧୧ା୧୧: ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସିନିୟର୍‌ ନର୍ସିଂ...

ଓଡ଼ିଶାରେ ପ୍ରଥମ ଥର ଆୟୋଜନ ହେବ ‘ଉଦ୍ଭବ’, ସାମିଲ ହେବେ ୨୨ ରାଜ୍ୟର ଛାତ୍ରୀଛାତ୍ର

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତି୍ୟକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ ଆୟୋଜିତ ହେବାକୁ ଯାଉଛି। ଆସନ୍ତା ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ଜାତୀୟସ୍ତରୀୟ...

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ...

ଅଦିନରେ ହ୍ୟୁଷ୍ଟନରେ ଗଡ଼ିଲା ନନ୍ଦିଘୋଷ ରଥ

ପୁରୀ/ଭୁବନେଶ୍ୱର, ୧୧ା୧୧ (ଅଜିତ୍‌ କୁମାର ମହାନ୍ତି/ ବନ୍ଦନା ସେଠୀ): ଆମେରିକାର ହ୍ୟୁଷ୍ଟନ ସହରରେ ନଭେମ୍ବର ୯ରେ ଅଦିନରେ ନନ୍ଦିଘୋଷ ରଥ ଗଡ଼ିଛି। ତେବେ ଉକ୍ତ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନ ଥିବାବେଳେ ରାଧାକୃଷ୍ଣ ଏବଂ ନିତାଇଗୌରଙ୍କ ମୂର୍ତ୍ତି ବିରାଜମାନ କରିଥିବା...

ଛତିଶଗଡ଼ରେ ଦୁର୍ଘଟଣା: ୩ ଓଡ଼ିଆ ଶ୍ରମିକ ମୃତ, ୧୨ ଆହତ

କୋଷାଗୁମୁଡା,୧୧।୧୧(ପ୍ରସାଦ ବିଷୋୟୀ): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସୀମାନ୍ତ ଛତିଶଗଡ଼ର ବକାୱଣ୍ଡ ରାଜନଗର ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକଅପ୍‌ ଏବଂ ଟ୍ରାକ୍ଟର ମଧ୍ୟରେ ଦୁର୍ଘଟଣା ଯୋଗୁ ୩ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ...

ଭୁବନେଶ୍ବର ଡେଲ୍‌ଟା ଛକରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର,୧୦ା୧୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ରବିବାର ରାତି ସାଢେ ୧୦ରେ ଏକ ସଡକ ଦୁର୍ଘଟଣା ଘଟିଛି । ଜଣେ ଯୁବକ ଦ୍ରୁତ ଗତିରେ ଗାଡି ଚଲୁଥିବା ବେଳେ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରକୁ ପିଟିବା ପରେ ଗଛକୁ ଜୋରରେ ଧକ୍କା...

ଅନାସ୍ଥା ଭୋଟ୍‌ ପୂର୍ବରୁ କୀଟନାଶକ ପିଇଲେ ସରପଞ୍ଚ

ବରଗଡ଼/ଗାଇସିଲେଟ୍‌,୧୦।୧୧(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍‌ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଳା ସେଠ ରବିବାର କୀଟନାଶକ ପିଇ ଦେଇଛନ୍ତି। ବିଷକ୍ରିୟାରୁ ସେ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା...

କଟ୍‌ନି ଛଟ୍‌ନି ବନ୍ଦ କରିବାକୁ ମଣ୍ଡିକୁ ଯିବେ ଭାଜପା ନେତା

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭାଜପା କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ଦଳର ଜିଲା କାର୍ଯ୍ୟାଳୟରେ ଧାନ ସଂଗ୍ରହ ଅଭିଯାନ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯଶୋବନ୍ତ ସେଠ ଏଥିରେ ସଭାପତିତ୍ୱ କରିଥିଲେ। ବୈଠକରେ ରାଜ୍ୟ ଭାଜପା...

ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ୨ଟି ପର୍ଯ୍ୟାୟରେ ହେବ। ଆସନ୍ତା ୧୩ ଓ ୨୦ତାରିଖରେ ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ୧୩ ତାରିଖରେ ହେବାକୁ ଥିବା ୪୩ଟି ବିଧାନସଭା ଆସନରୁ ୧୪ଟି ଆସନରେ ଓଡ଼ିଆଙ୍କ...

ରବିଋତୁ ଫସଲ ପାଇଁ କୃଷକ ପାଇବେ ୯ ହଜାର କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୦ା୧୧: ରାଜ୍ୟରେ ଚଳିତ ୨୦୨୪-୨୫ ରବିଋତୁ ପାଇଁ ୯ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଯୋଜନା ରଖାଯାଇଛି ବୋଲି ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ କହିଛନ୍ତି। ଗତବର୍ଷ ତୁଳନାରେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଚାଷୀମାନେ ଅଧିକ ପରିମାଣର...

ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

କେନ୍ଦୁଝର,୧୦।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶରେ ଅହେତୁକ ବିଳମ୍ବ ହେଉଥିବା ପ୍ରସଙ୍ଗକୁ ନେଇ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ବିଶ୍ବବିଦ୍ୟାଳୟର କୁଳପତି ଡ. ପ୍ରତାପ କୁମାର ମହାନ୍ତିଙ୍କ ସହ ଆଲୋଚନା କରିଛନ୍ତି ।...

ଶ୍ରୀ ଅନ୍ନ ଅଭିଯାନ ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ଭାବେ କୋରାପୁଟ ପୁରସ୍କୃତ

କୋରାପୁଟ,୧୦ା୧୧(ଅମିତାଭ ବେହେରା): ଭୁବନେଶ୍ୱରଠାରେ ରାଜ୍ୟ କୃଷି ବିଭାଗ ପକ୍ଷରୁ ରବିବାର ଶ୍ରୀ ଅନ୍ନ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସର୍ବୋଚ୍ଚ ମିଲେଟ(କ୍ଷୁଦ୍ର ଶସ୍ୟ) କଭରେଜ, ମିଲେଟ(କ୍ଷୁଦ୍ର) ଉତ୍ପାଦନ ଏବଂ ମାଣ୍ଡିଆ କ୍ରୟ ପାଇଁ ଶ୍ରୀ ଅନ୍ନ ଅଭିଯାନ ଅଧୀନରେ କୋରାପୁଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri