ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୨ା୩ (ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଓ୍ବାର୍ଡ ନଂ୫ ରୁ ଶନିବାର ଅପରାହ୍ନରେ ବିଜେଡି ଦଳ ପକ୍ଷରୁ ଘରେ ଘରେ ଶଙ୍ଖ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର...

କଟକ ରୁପା ତାରକସିକୁ ମିଳିଲା ଜିଆଇ ଟ୍ୟାଗ୍‌

କଟକ,୨ା୩(କାର୍ତ୍ତିକ ସାହୁ): ବହୁଦିନର ଦାବି ଆଜି ପୂରଣ ହୋଇଛି। ପ୍ରାଚୀନ କଟକ ସହରର ଅନ୍ୟତମ ଐତିହ୍ୟ ଭାବେ ପରିଗଣିତ ରୁପା ତାରକସିକୁ ଶନିବାର ଜିଆଇ ଟ୍ୟାଗ୍‌ ମିଳିଛି। ଏହାଦ୍ୱାରା ଓଡ଼ିଶାର ଜିଆଇ ଟ୍ୟାଗ୍‌ ତାଲିକାରେ ରୁପା ତାରକସି ୨୬ ନମ୍ବର...

ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଲିଙ୍ଗରାଜ ମହାପ୍ରଭୁଙ୍କ ଚଳିତ ବର୍ଷ ପ୍ରସିଦ୍ଧ ମହାଶିବରାତ୍ରି ଅବସରରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ସର୍କିଟ ହାଉସ୍‌ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ...

ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାର ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଶନିବାର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲାରେ ୧୩୧ କୋଟି...

କେନ୍ଦୁଝରରେ ମେଡିକାଲ କଲେଜ, ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାରଠାରୁ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ...

ଭଦ୍ରକରେ ଭାଇର ଆତ୍ମହତ୍ୟା ଖବର ଶୁଣି ଜୀବନ ହାରିଲା ଭଉଣୀ

ଭୁବନେଶ୍ୱର,୨।୩: ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭଦ୍ରକ ଜିଲାରେ ଭାଇ ଭଉଣୀ ଗୋଟିଏ ଦିନରେ ଆତ୍ମହତ୍ୟା କରିଛନ୍ତି। ରିପୋର୍ଟ ଅନୁଯାୟୀ ପ୍ରଥମେ ଭାଇ ଆତ୍ମହତ୍ୟା କରିଥିଲେ ଏବଂ ଏହାର ଦୁଇ ଘଣ୍ଟା ବ୍ୟବଧାନରେ ଭାଇର ମୃତ୍ୟୁ ଖବର ଶୁଣି ଭଉଣୀ...

ମାଗଣା ୟୁ.ପି.ଏସ୍‌‌.ସି. ସିଭିଲ୍‌‌ ସର୍ଭିସ କୋଚିଂ ପ୍ରଦାନ କରିବେ ରାଜ୍ୟ ସରକାର, ଆବେଦନ ଆରମ୍ଭ

ଭୁବନେଶ୍ୱର,୨।୩: ରାଜ୍ୟ ସରକାର ୨୦୨୪-୨୫ ଶିକ୍ଷାବର୍ଷରେ ୨୦୦ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁ.ପି.ଏସ୍‌‌.ସି. ସିଭିଲ୍‌‌ ସର୍ଭିସ କୋଚିଂ ପ୍ରଦାନ କରିବେ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ପ୍ରବେଶିକା ପରୀକ୍ଷା ପାଇଁ ଅନ୍‌‌ଲାଇନ୍‌‌ରେ ଦରଖାସ୍ତ ଆବେଦନ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ...

ଏଲ୍‌‌ ନିନୋ ଦୁର୍ବଳ ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା: ପାଣିପାଗ ବିଭାଗର ଅନୁମାନ

ଭୁବନେଶ୍ୱର,୨।୩: ଚଳିତ ବର୍ଷ ଏଲ୍‌‌ ନିନୋ ଧୀରେ ଧୀରେ ଦୁର୍ବଳ ହେଉଥିବାରୁ ଚଳିତ ବର୍ଷ ମୌସୁମୀ ବର୍ଷା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ହେଲେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଅଧିକ ରହିବାର ସମ୍ଭାବନା ଅଛି...

ଦଳ ଛାଡୁଥିବା ନେତାଙ୍କ ଭବିଷ୍ୟତ ନାହିଁ: ସସ୍ମିତ ପାତ୍ର

ଭୁବନେଶ୍ୱର,୨।୩: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟକୁ ଚର୍ଚ୍ଚା ଜୋର ଧରିଛି। ତେବେ ମେଣ୍ଟ ଚର୍ଚ୍ଚାକୁ ଭାଜପାର ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ରାଜ୍ୟ ଭାଜପା ସଭାପତି ଖଣ୍ଡନ କରିବା ପରେ ବିଜେଡି ମଧ୍ୟ...

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଯୋଡ଼ିହେଲା ଆଉ ଏକ ନୂଆ ଫର୍ଦ୍ଦ: ୫ ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଶନିବାର ଓଡ଼ିଶାର ସ୍ବାସ୍ଥ୍ୟ ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ...

ଭଦ୍ରକ ରାଜନୀତିରେ ହଲଚଲ: ପଦ୍ମ ଧରିବେ ରାଜୁ ଦାସ

୨୦୨୪ ସାଧାରଣ ନର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ନିର୍ବାଚନ ଯେତେ ପାଖେଇ ଆସୁଛି, ସେତେ ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି । ଏହାରି ଭିତରେ ଦଳଡିଆଁ ପର୍ବ ଆରମ୍ଭ ହୋଇଛି । ଭଦ୍ରକ ରାଜନୀତିରୁ ଏକ ବଡ଼...

ଶିକ୍ଷୟିତ୍ରୀଙ୍କୁ ମିଳିବ ମାତୃତ୍ୱ ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri