ରାଜ୍ୟ

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର,୧ା୩: ପ୍ରଦେଶ କଂଗ୍ରେସ ଉପସଭାପତି ରଜତ ଚୌଧୁରୀ ଶୁକ୍ରବାର କଂଗ୍ରେସ ଛାଡ଼ିଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ ବି ସେ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ରଜତ ପୂର୍ବରୁ ରାଜ୍ୟ...

ଲ’ ଅଫିସରଙ୍କ ଫି’ ବଢ଼ାଇଲେ ସରକାର

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍‌ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ...

ବ୍ୟବସାୟୀଙ୍କ ଘରେ ଇଡି ଚଢ଼ାଉ

ରାଉରକେଲା,୧ା୩: ରାଉରକେଲାର ଜଣେ ବ୍ୟବସାୟୀଙ୍କ ଘରେ ଶୁକ୍ରବାର ଇଡି ଚଢ଼ାଉ ହୋଇଛି। ବ୍ୟବସାୟୀ ଜଣକ ହେଲେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମଓ୍ବାଲା। ଆଜି ସକାଳେ ଅଜୟଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ ହୋଇଛି। ଅଜୟଙ୍କ ଘର,...

ବିଧାନସଭାକୁ ସୁରଙ୍କ ବାଏ ପରେ ଏମ୍‌ପି ପ୍ରାର୍ଥିତ୍ୱ ଚର୍ଚ୍ଚା

ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଦୀର୍ଘବର୍ଷ ଧରି ବିଜେଡି ପ୍ରାର୍ଥୀ ଜିତି ଆସୁଥିବା ବେଳେ ୨୦୧୯ ନିର୍ବାଚନରେ ଭାଜପାରୁ ଅପରାଜିତା ଷଡ଼ଙ୍ଗୀ ଏମ୍‌ପି ହୋଇଥିଲେ। ୨୦୨୪ ଲୋକ ସଭା ନିର୍ବାଚନରେ ଅପରାଜିତା ଭାଜପାରୁ ପୁଣି ପ୍ରାର୍ଥୀ ହେବେ ବୋଲି କୁହାଯାଉଛି।...

ଗଣଶିକ୍ଷକଙ୍କୁ ଖୁସି ଖବର ଦେଲେ ନବୀନ: ବଢିଲା ଦରମା

ଭୁବନେଶ୍ୱର,୧।୩: ରାଜ୍ୟ ସରକାର ଗଣଶିକ୍ଷକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଟିଇଟି ପାସ୍‌ କରି ନ ଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ଶୁକ୍ରବାର ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଫଳରେ ଗଣଶିକ୍ଷକଙ୍କ ଦରମା ୭ରୁ ବୃଦ୍ଧି...

ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ...

ବାଘୁଣୀ ସାରା ଅସୁସ୍ଥ

ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି। ଦାୟିତ୍ୱରେ ଥିବା କର୍ମଚାରୀ ତାକୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିବା ଜଣାପଡ଼ିଛି।...

ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର ସଦସ୍ୟ ଯଥା ସରପଞ୍ଚ ଆଦିଙ୍କୁ ସଂଶ୍ଲିଷ୍ଟ କରି ଗ୍ରାମ୍ୟସ୍ତରରେ ସଚେତନତା କାର୍ଯ୍ୟକ୍ରମ...

ବିଜେଡି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛି: କଂଗ୍ରେସ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ରାଜ୍ୟରେ ଲୋକଙ୍କ ଆୟ ବଢୁ ନ ଥିବାବେଳେ ଖର୍ଚ୍ଚ ୩ ଗୁଣା ହେଲାଣି। ବିଭିନ୍ନ ବିଭାଗରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ଖାଲି ପଡ଼ିଥିବାବେଳେ ରାଜ୍ୟ ସରକାର ସେଗୁଡ଼ିକ ପୂରଣ ନ କରି ଶିକ୍ଷିତ ଯୁବତୀଯୁବକଙ୍କୁ ନିର୍ବାଚନ ସମୟରେ...

ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇଥିବା ପ୍ରଶାନ୍ତଙ୍କୁ କୋଳେଇ ନେଲା ଭାଜପା: ବିଜେଡି

ଭୁବନେଶ୍ୱର,୧ା୩(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବ ଯିଏକି ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଆପରାଧିକ ମାମଲାରେ ଜେଲ ଯାଇଥିଲେ, ଯାହାଙ୍କ ବିରୋଧରେ ଓଡ଼ିଶା ଭାଜପାର ନେତା ଓ କର୍ମୀ ଗଳାଫଟାଇ ଚିତ୍କାର କରୁଥିଲେ, ଆଜି...

ମୁଁ ଦୁଇ କୁଳକୁ ହିତା: ଶ୍ରୀମୟୀ

ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ବିଜେଡିରୁ ଆଶାୟୀ ଶ୍ରୀମୟୀ ମିଶ୍ର ଗୁରୁବାର ଖୋର୍ଦ୍ଧାରେ ବାଇକ୍‌ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶୋଭାଯାତ୍ରା ମୁକୁନ୍ଦପ୍ରସାଦ ମେଳଣ ପଡ଼ିଆଠାରୁ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର,...

ମାତୃଭାଷାରେ ଶିକ୍ଷାରୁ ପିଲାଙ୍କ ବିକାଶ: ରାଷ୍ଟ୍ରପତି

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ସେ କହିଥିଲେ, ମା’ଠାରୁ ବଳି ବଡ଼ ଆଉ କେହି ସଂସାରରେ ନାହିଁ। ମାତୃଭୂମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri