ରାଜ୍ୟ

‘ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଦରକାର’

ନବରଙ୍ଗପୁର,୨୨ା୨: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ନବରଙ୍ଗପୁରରେ ପହଞ୍ଚିଛନ୍ତି। ଏଠାରେ ଆୟୋଜିତ ଏକ ସଭାରେ ସମ୍ବୋଧିତ କରି ସେ କହିଛନ୍ତି, ‘ଓଡ଼ିଶାକୁ ବି ଡବଲ ଇଞ୍ଜିନ ସରକାର ଦରକାର’। ସେ ଆହୁରି ମଧ୍ୟ କହିଛନ୍ତି, ଭାଜପା ଏମିତି...

ନବରଙ୍ଗପୁରରେ ପହଞ୍ଚିଲେ ରାଜନାଥ ସିଂ

ନବରଙ୍ଗପୁର,୨୨।୨: ଓଡିଶାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନବରଙ୍ଗପୁରରେ ପହଞ୍ଚିଲେ ରାଜନାଥ। ଭାଜପାର କୋର୍‌ କମିଟି ବୈଠକରେ ସେ ଯୋଗ ଦେବାର ସୂଚନା ରହିଛି। ସୂଚନାଥାଉ କି, ନବରଙ୍ଗପୁରର କାର୍ଯ୍ୟକ୍ରମ ପରେ ବ୍ରହ୍ମପୁର...

ଆଜି ନିଯୁକ୍ତି ପାଇବେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ)ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତି ପାଇବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ। ସମ୍ପୃକ୍ତ ଶିକ୍ଷକଙ୍କ ରାଜ୍ୟସ୍ତରୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଏବଂ ନିଯୁକ୍ତି ପର୍ବ ଗୁରୁବାର ଲୋକସେବା ଭବନର କନଭେନଶନ୍‌...

ଭୁଲ ଇଞ୍ଜେକସନ୍‌ ଦେଇଦେଲେ ଡାକ୍ତର, ଚାଲିଗଲା ୫ମାସ ଶିଶୁର ଜୀବନ!

ବୁଗୁଡା,୨୨।୨: ଡାକ୍ତର ଭୁଲ ଇଞ୍ଜେକସନ ଦେବା ଯୋଗୁ ଚାଲିଗଲା ପାଞ୍ଚ ମାସ ଶିଶୁର ଜୀବନ। ଏପରି ଅଭିଯୋଗ ଆସିଛି ଗଞ୍ଜାମ ଜିଲା ବୁଗୁଡା ସହରର ନେଳିଆବନ୍ଧ ସାହିରେ। ଏନେଇ ବୁଗୁଡା ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା...

ନାଲକୋ ଛକରେ କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଭାଙ୍ଗିଲା ଟ୍ରାଫିକ ପୋଷ୍ଟ

ବାରଙ୍ଗ,୨୨।୨: ପୁଣି ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ନାଲକୋ ଛକରେ କାର୍‌ ଟ୍ରାକ୍ଟର ମୁହାଁମୁହିଁ ଧକ୍କା। ଜୋରଦାର ଧକ୍କାରେ ଭାଙ୍ଗିଲା ଟ୍ରାଫିକ ପୋଷ୍ଟ। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦୁଇଟି ପିସିଆର ସହ ମୈତ୍ରୀ...

ପ୍ରତିଦ୍ୱନ୍ଦ୍ୱୀଙ୍କ ହୋର୍ଡିଂ ଯୁଦ୍ଧ

ବଲାଙ୍ଗୀର, ୨୨ା୨(ବୀରେନ୍ଦ୍ର କୁମାର ଝାଙ୍କର)ସାଧାରଣ ନିର୍ବାଚନ ପୂର୍ବରୁ ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ନେତାଙ୍କ ଫଟୋ ଥିବା ହୋଡିଂ, ପୋଷ୍ଟର, ବ୍ୟାନର ଛାଇଗଲାଣି। ଏସବୁ ଲଗାଇବାରେ କଂଗ୍ରେସ ଓ ବିଜେଡି ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ସହରର ମୁଖ୍ୟରାସ୍ତା କଡ଼, ଜଳଗହଳିପୂର୍ଣ୍ଣ...

ଆଜିଠୁ ଯୋରନ୍ଦା ମେଳା, ୨୦ହଜାର ସାଧୁସନ୍ଥ-ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ,୨୨ା୨(ରତନ ନାୟାର) ବିଶ୍ୱ ପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ମାଘମେଳା ୨୨ ତାରିଖ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ୨୪ ତାରିଖ ଯାଏ ୩ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ମହିମା ସାଧୁ ସନ୍ନ୍ୟାସୀ ଓ...

ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା

ପଟ୍ଟାମୁଣ୍ଡାଇ, ୨୨ା୨(କଳ୍ପତରୁ ନାୟକ)ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସରକାର ପ୍ରାଣୀଧନ ପାଳନକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିପାଇଁ ଚାଷୀମାନଙ୍କୁ ବ୍ୟାଙ୍କ ଜରିଆରେ ଋଣ ସହାୟତା ଯୋଗାଇ ଦିଆଯାଉଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବ୍ୟାଙ୍କଗୁଡ଼ିକ ଦ୍ୱାରା ସମୟୋପଯୋଗୀ ଋଣ ବ୍ୟବସ୍ଥା...

ଛାତ୍ର ନେତାଙ୍କୁ ଦଳରୁ ତଡିଲା ବିଜେଡି, ହତ୍ୟା ମାମଲାରେ ହୋଇଥିଲେ ଗିରଫ

ଗଜପତି,୨୨।୨: ଜଣେ ବୃଦ୍ଧାଙ୍କୁ ହତ୍ୟା ମାମଲାରେ ଗିରଫ ଛାତ୍ର ବିଜେଡି ନେତାଙ୍କୁ ନିଲମ୍ବନ କରିଛି ଦଳ । ଗଜପତି ଜିଲା ପାରଳାଖେମୁଣ୍ଡି କରଣସାହିର ସରୋଜିନୀ ପଟ୍ଟନାୟକ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଅମିତ ପଟ୍ଟନାୟକଙ୍କୁ ଦଳରୁ ବାହାର କରିଛି ବିଜେଡି। ସେ...

ଆଜି ଓଡିଶା ଆସୁଛନ୍ତି ରାଜନାଥ ସିଂ

ଭୁବନେଶ୍ୱର,୨୨।୨: ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ମଙ୍ଗଳବାର ରାଜନାଥଙ୍କର ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୧ଟାରେ...

ଆଜି କ୍ୟାବିନେଟ: ଏସବୁ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି...

ଏବର୍ଷ ଅଧିକ ଗରମ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ):ମାଘରେ ମୁଣ୍ଡଫଟା ଖରା। ଉପାନ୍ତଠାରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ପାରଦ ଉପରମୁହାଁ। ସକାଳ ୧୦ଟା ପରେ ଘରୁ ବାହାରିବାକୁ ବି ଡର। ପ୍ରବଳ ଖରାରେ ସାରା ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏବର୍ଷ ଅସ୍ବାଭାବିକ ଜଳବାୟୁ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri