ରାଜ୍ୟ

ଦେବାଶିଷ, ଶୁଭାଶିଷ, ଅଶ୍ୱିନୀ ରାଜ୍ୟ ସଭାକୁ ନିର୍ବାଚିତ

ଭୁବନେଶ୍ବର,୨୦।୨: ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଥିବା ଦେବାଶିଷ ସାମନ୍ତରାୟ, ଶୁଭାଷିଶ ଖୁଣ୍ଟିଆ ଏବଂ ଅଶ୍ବିନୀ ବେଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ନେଇ ରିଟର୍ନିଂ ଅଫିସର ଘୋଷଣା କରିଛନ୍ତି। ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଥିଲା। ଓଡ଼ିଶାରୁ ୩ଟି...

କନ୍ଦାଇବ ପିଆଜ: ମାର୍ଚ୍ଚରେ ଦର ଆକାଶଛୁଆଁ

ନୂଆଦିଲ୍ଲୀ: ରସୁଣର ଦରବୃଦ୍ଧି ପରେ ଆଗକୁ କନ୍ଦାଇବ ପିଆଜ। ଦରବୃଦ୍ଧି ଖାଉଟିଙ୍କ ପକେଟକୁ ଦାଉ ସାଜିବ। ମାର୍ଚ୍ଚରେ ପିଆଜ ଆକାଶ ଛୁଆଁ ହେବାର ଆଶଙ୍କା ଦେଖାଦେଲାଣି। କେନ୍ଦ୍ର ସରକାର ରପ୍ତାନୀ କଟକଣା ହଟାଇବା ପରେ ଏଭଳି କିଛି ଆଶଙ୍କା କରିଛନ୍ତି...

ପୋଖରୀ ଭିତରେ ପଶିଗଲା ଗଞ୍ଜେଇ ଭର୍ତ୍ତି କାର୍‌

ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅଧୀନ କୁରୁଲରୁ-ଭାଲେର୍‌ ବାଏପାସ୍‌ ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ପୋଖରୀ ଭିତରକୁ ପଶିଯାଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର...

ଚଳନ୍ତା କାର ଉପରକୁ ଚଳାଇଥିଲେ ଗୁଳି: ୬ ଆନ୍ତଃ ଜିଲା ଦୁର୍ବୃତ୍ତଙ୍କୁ ବାନ୍ଧିଲା ପୋଲିସ

ପାଟଣା,୨୦।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ଖିରେଇଟାଙ୍ଗିରି ଟୋଲ ଗେଟ ନିକଟରେ ରବିବାର ଏକ ଚଳନ୍ତା କାର ଉପରକୁ ଦୁର୍ବୃତ୍ତ ଗୁଳିମାଡ଼ କରି ଟଙ୍କା ଲୁଟିନେଇଥିଲେ। ଏହି ଘଟଣାରେ ତୁରୁମଙ୍ଗା ପୋଲିସ...

ମାଟ୍ରିକ ପରୀକ୍ଷା ଦେବା ପୂର୍ବରୁ ଛାତ୍ରଙ୍କ ମୃତ୍ୟୁ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା

ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ମାଟ୍ରିକ ପରୀକ୍ଷା ପୂର୍ବରୁ ଏକ ଅଘଟଣ ଘଟିଛି। ବଲାଙ୍ଗୀର ସହର ନିକଟ ଖୁଜେନପାଲିସ୍ଥିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ବିନାୟକ ପ୍ରଧାନ(୧୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଛାତ୍ରଙ୍କୁ ଭୀମଭୋଇ...

୭୦ ଜଣଙ୍କୁ ଆଗୁଆ ଟିକେଟ ଦେବ କଂଗ୍ରେସ: ଜାଣନ୍ତୁ ବିଧାୟକ ଏମ୍‌ପି ପାଇଁ କେତେଜଣ ପ୍ରାର୍ଥୀ କଲେଣି ଆବେଦନ

ଭୁବନେଶ୍ବର,୨୦।୨: ସାଧାରଣ ନିର୍ବାଚନ ପାଇଁ ଖୁବଶୀଘ୍ର ତାରିଖ ଘୋଷଣା ହୋଇପାରେ। ମାତ୍ର ଏହା ପୂର୍ବରୁ କଂଗ୍ରେସ ନିଜର ଟିକେଟ୍‌ କସରତ ଆରମ୍ଭ କରିଦେଇଛି। ଚଳିତବର୍ଷ ରାଜ୍ୟ କଂଗ୍ରେସ ୭୦ ଆସନରେ ଆଗୁଆ ପ୍ରାର୍ଥୀ ଘୋଷଣା କରିବ। ଆସନ୍ତା ମାର୍ଚ୍ଚ ପ୍ରଥମ...

ପଶ୍ଚିମ ଓଡ଼ିଶା ଲୋକଙ୍କ ପାଇଁ ଖୁସିଖବର: ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର, ଅଯୋଧ୍ୟାକୁ….

ସମ୍ବଲପୁର,୨୦।୨: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସମ୍ବଲପୁର ଗସ୍ତରେ ଯାଇଛନ୍ତି। ସକାଳେ ପ୍ରଥମେ ସେ ସମ୍ବଲପୁର ରେଳ ଷ୍ଟେଶନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ଯୋଗେ ପଶ୍ଚିମ ଓଡ଼ିଶା ଲୋକେ ଅଯୋଧ୍ୟା...

ରାଜ୍ୟସଭା ନିର୍ବାଚନ: ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷଦିନ

ଭୁବନେଶ୍ୱର,୨୦।୨: ରାଜ୍ୟସଭା ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ଶେଷ ଦିନ। ଯଦି କୌଣସି ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର ନ କରନ୍ତି ତେବେ ନିର୍ବାଚନରେ ସେମାନଙ୍କୁ ବିଜୟ ଘୋଷଣା କରାଯିବ। ରାଜ୍ୟସଭାରେ ଖାଲିଥିବା ୩ଟି ଆସନ ପାଇଁ ୩ଜଣ ପ୍ରାର୍ଥୀ ଅଛନ୍ତି।...

ଛାତ୍ରୀ ନିବାସରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ଅଧରାତିରେ ପାଟିରୁ ଫେଣ ନାକରୁ ବାହାରିଲା ରକ୍ତ 

ପାଟଣା,୨୦।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣାଘାଟି ସରକାରୀ ଉଚ୍ଚ ବିଦ୍ୟାଳୟର ୧୦୦ସଂଖ୍ୟା  ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ସୋମବାର ବିଳମ୍ବିତ ରାତିରେ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଜଣକ ହେଲେ...

ବିପିଏଲ୍‌ ପିଲାଙ୍କୁ ବିନା ଦେୟରେ ମିଳିବ ଇଂଲିଶ ମିଡିୟମ ଶିକ୍ଷା

ଭୁବନେଶ୍ୱର, (ଅସମାପିକା ସାହୁ)/ ବୌଦ୍ଧ, ୨୦।୨(ଅଜିତ କୁମାର ବାରିକ):ବୌଦ୍ଧ ଜିଲା ଲୁଣିବାହାଲଠାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିିଆଲ ସାଇନ୍ସେସ(କିସ୍‌)-ବୌଦ୍ଧ ଇଂଲିଶ ମିଡିୟମ ସ୍କୁଲର ସୋମବାର ଉଦ୍‌ଘାଟନ ହୋଇଯାଇଛି। ଏଥିସହିତ ୧୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲର ଭୂମି ପୂଜନ ହୋଇଛି।...

ପୁଣି ବନ୍ଦ ହେଲା ‘କାର୍‌ ଖାନା’

ଭୁବନେଶ୍ୱର, ୨୦।୨ (ବନ୍ଦନା ସେଠୀ):ପୁଣି ଥରେ ବନ୍ଦ ହେଲା ‘କାର୍‌ଖାନା’। ଆଇଜି ପାର୍କ ରାସ୍ତାକଡ଼ରେ କାର୍‌ରେ ଖାଦ୍ୟ ଆଣି ବିକ୍ରି କରି ଚର୍ଚ୍ଚାକୁ ଆସିଥିଲେ ଦୁଇ ଯାଆ ରଶ୍ମିତା ଓ ନେହା ପାଣିଗ୍ରାହୀ। କମ୍‌ ଦାମ୍‌ରେ ଘରୋଇ ତଥା ଭଲ...

ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ: ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି,୨୦।୯: ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ଘଟଣାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଇଛି।  ସକାଳ ୬ ଟାରୁ ସେ ୬ ଯାଏ ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ନଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri