ରାଜ୍ୟ

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପ୍ରଶାସନିକ ଭବନ ସମେତ ୧୨୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

କୋରାପୁଟ,୧୯।୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ ୨୦ରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପ୍ରଶାସନିକ ଭବନ ସମେତ ମୋଟ ୧୨୯ କୋଟି ଟଙ୍କାର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିବେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ...

୨୫ ଜଣ ଓଏଏସ୍‌ ଅଫିସରଙ୍କ ବଦଳି

ଭୁବନେଶ୍ୱର,୧୯।୨: ସୋମବାର ୨୫ଜଣ ଓଏଏସ୍‌ ଅଫିସରଙ୍କ ବଦଳି ହୋଇଛି। ଏହି ସମସ୍ତ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର ଭାବେ ଦାୟିତ୍ୱ ଦିଆଯାଇଛି। ବିଜ୍ଞପ୍ତି ଅନୁସାରେ, ଓଏଏସ୍‌ ଅଫିସର ବେରସିୟସ ଡୁଙ୍ଗଡୁଙ୍ଗଙ୍କୁ ବରଗଡ ବିଡିଓ ଭାବେ ବଦଳି ହୋଇଛି।...

କ୍ୟାନସର ହସ୍ପିଟାଲ ପରେ ବରଗଡ଼ରେ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ପ୍ରକ୍ରିୟା ଆରମ୍ଭ

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ): କ୍ୟାନସର ହସ୍ପିଟାଲ ପରେ ବରଗଡ଼ରେ ଏକ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଜିଲାର ଭଟଲି ତହସିଲ ଅନ୍ତର୍ଗତ ଟୁକୁର୍ଲା ମୌଜାରେ ରହିଥିବା ୫ଏକର ଜମିରେ...

ମାଟ୍ରିକ ପରୀକ୍ଷା: ସାଢ଼େ ୭ଟାରେ ପରୀକ୍ଷାର୍ଥୀଙ୍କ ପ୍ରବେଶ, ସିସିଟିଭି ନଜରରେ ନୋଡ଼ାଲ କେନ୍ଦ୍ର

କଟକ,୧୫ା୨ (କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକ ସଙ୍ଗେ ଫେବୃଆରୀ ୨୦ତାରିଖ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ଏଥର ୫ ଲକ୍ଷ ୫୧ ହଜାର ୬୧୧...

ରାଜ୍ୟବାସୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ: ଉଦ୍‌ଘାଟିତ ହେବ କ୍ୟାନସର ହସ୍ପିଟାଲ

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ଼ ଗସ୍ତରେ ଯିବାର କାର୍ଯକ୍ରମ ରହିଛି। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧୨ଟାରେ ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ, ବରଗଡ଼ କ୍ୟାନସର ହସ୍ପିଟାଲ, ନୃସିଂହନାଥ ରୂପାନ୍ତରୀକରଣ ପ୍ରକଳ୍ପର ଉଦ୍‌ଘାଟନ ଏବଂ ବିଭିନ୍ନ...

ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ୮ ଜିଲାରୁ ମୋଟ ୯୭୦ ଜ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ସମ୍ବଲପୁରରୁ ସୋମବାର ଆଜମେର-ପୁଷ୍କର ଅଭିମୁଖେ ବାହାରିଛି ତୃତୀୟ ପର୍ଯ୍ୟାୟ ସ୍ବତନ୍ତ୍ର ତୀର୍ଥଯାତ୍ରୀ ଟ୍ରେନ୍‌। ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼...

ତାନ୍ତ୍ରିକ ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବ୍ରହ୍ମପୁର,୧୯।୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲାରେ ବିଗତ ଦିନରେ ଗୁଣି ଗାରେଡିକୁ କେନ୍ଦ୍ରକରି ଅନେକ ମୁଣ୍ଡ ଗଡ଼ିଥିବା ନଜିର ରହିଛି। ହେଲେ ଏଭଳି ପରମ୍ପରା ପୁଣି ଜିଲାରେ ମୁଣ୍ଡ ଟେକିଛି। ଗଞ୍ଜାମ ଜିଲା ଜରଡ଼ା ଥାନା ଅଧୀନ ହଳଦୀବା ଗ୍ରାମରେ ଗତ...

କେନିଆରେ ଚାକିରି, ମାସକୁ ମିଳିବ ମୋଟା ଅଙ୍କର ଦରମା, ଏଭଳି ଅଫର୍‌ ଦେଇ କରୁଥିଲେ ଠକେଇ, ହେଲେ ଗିରଫ

ବ୍ରହ୍ମପୁର,୧୯।୨(ସୁବାସ ଚନ୍ଦ୍ର ପାଢ଼ୀ): କେନିଆରେ ମୋଟା ଅଙ୍କର ଦରମାରେ ମିଳିବ ଚାକିରି। ଏନେଇ କମ୍ପାନୀର ନିଯୁକ୍ତିପତ୍ର ମଧ୍ୟ ଯୋଗାଇ ଦେଉଥିଲେ। ପାସ୍‌ପୋର୍ଟ କରିବାକୁ ହେଲେ ନେଉଥିଲେ ଜଣକ ପିଛା ୨୫ରୁ ୪୦ ହଜାର ଟଙ୍କା, ଭିଜା ପାଇଁ ୪୮ ହଜାର...

ଯାତ୍ରୀଙ୍କ ପାଇଁ ଖୁସିଖବର: ଫୁଲବାଣୀରେ ଗଡ଼ିଲା ଲଷ୍ମୀ ବସ୍‌

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ସୋମବାର ଆରମ୍ଭ ହୋଇଛି ଲଷ୍ମୀ ବସ୍‌ ସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭରର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏହି ବସ୍‌ ପ୍ରତି ପଞ୍ଚାୟତରୁ ବ୍ଳକ ମୁଖ୍ୟାଳୟକୁ ଗଡ଼ିବ। ଏହି ସେବା ଦ୍ୱାରା...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର...

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ଲଗାଇ ପରିତ୍ୟକ୍ତ ପାଇଖାନା ଭାଙ୍ଗୁଥିଲେ ପ୍ରଧାନ ଶିକ୍ଷୟିତ୍ରୀ, ଛାତ ଖସି ଦୁଇ ଗୁରୁତର

ପାଟଣା ,୧୯।୨(ବୀର କିଶୋର ଦାଶ): ସ୍କୁଲ ପରିସରରେ ଥିବା ପରିତ୍ୟକ୍ତ ପାଇଖାନାକୁ ଭାଙ୍ଗୁଥିବା ସମୟରେ ଛାତ ଖସି ପଡିବାରୁ ପଞ୍ଚମ ଶ୍ରେଣୀର ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରକାରୀ ଉର୍ଦ୍ଦୁ ମକ୍ତବ ପ୍ରାଥମିକ...

ଓଡ଼ିଶା ବିଧାନସଭା ନିର୍ବାଚନ: ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୧୯।୨: ଆଗାମୀ ବିଧାନସଭା ନିର୍ବାଚନ ପାଇଁ ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ କଂଗ୍ରେସ। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦ଟି ଟିକେଟ୍ ଘୋଷଣା କରାଯିବ। ଆଗୁଆ ଟିକେଟ୍ ପ୍ରଦାନ ପାଇଁ କଂଗ୍ରେସ ପିଇସି କମିଟି ବୈଠକ ବସିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri