ରାଜ୍ୟ

ଅବାଧ ଓ ମୁକ୍ତ ନିର୍ବାଚନ ଲାଗି କଳାଟଙ୍କା-ମଦ ବ୍ୟବହାର ରୋକିବାକୁ ନିର୍ବାଚନ କମିଶନର ଗୁରୁତ୍ୱ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ତାରିଖ ଘୋଷଣା ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କରିବାକୁ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ଓଡ଼ିଶା ଆସିଛନ୍ତି। ଗସ୍ତର ତୃତୀୟ ଦିନରେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ ୭ ଜଣିଆ ପଦାଧିକାରୀ...

ଭର୍ଚୁଆଲରେ ‘ଆମ ହସ୍ପିଟାଲ’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସଦରମହକୁମାରେ ଥିବା ଛତ୍ରପୁର ଉପଖଣ୍ଡ ହସ୍ପିଟାଲ ୫-ଟି ଉପକ୍ରମରେ ‘ଆମ ହସ୍ପିଟାଲ’ ଯୋଜନାରେ ରୂପାନ୍ତରିତ ହୋଇଛି। ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି। ଏଥିସହ ଆଇଭିଆର...

‘ଆମ ହସ୍ପିଟାଲ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରହିଛି ଏସବୁ ସୁବିଧା…

ଦାରିଙ୍ଗବାଡ଼ି,୧୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ...

ନିରପେକ୍ଷ ଓ ଶୃଙ୍ଖଳିତ ନିର୍ବାଚନ ପରିଚାଳନା ପାଇଁ ଜିଲାପାଳ-ଏସ୍‌ପିଙ୍କୁ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୋଗ । ଆଗାମୀ ବିଧାନସଭା ନିର୍ବାଚନରେ ମୋଟ ୩ କୋଟି ୩୨ ଲକ୍ଷ ଭୋଟର ମତଦାନ ସାବ୍ୟସ୍ତ କରିବେ। ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ...

‘ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ, ଓଡ଼ିଶାରେ ଭୋଟ୍ ଦେବେ ୩ କୋଟି ୩୨ ଲକ୍ଷ ଭୋଟର’: ମୁଖ୍ୟ ନିର୍ବାଚନ ଆୟୁକ୍ତ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ। ଗଲା ତିନିଦିନ ହେଲା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା ନେଇ ଭୁବନେଶ୍ୱରରେ ବୈଠକ ଚାଲିଛି। ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ...

ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ଇଡିର ସମନ, କାଗଜପତ୍ର ସହ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୦୨: ଭଣ୍ଡାରିପାଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ ବଢିଛି। ବିଜେଡି ବିଧାୟକ ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ସମନ କରିଛି ଇଡି। ବାରିପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ତାଙ୍କୁ ସମନ ପଠାଯାଇଛି। କାଗଜପତ୍ର ସହ ହାଜର ହେବାକୁ କୁହାଯାଇଛି।...

ଯୁବବର୍ଗଙ୍କ ପାଇଁ ଖୁସିଖବର: ନିଯୁକ୍ତି ପରେ ନିଯୁକ୍ତି, କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଚୌଦ୍ବାର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କରିଛନ୍ତି । ୱେଲସ୍ପନ ଇଣ୍ଟିଗ୍ରେଟେଡ ଟେକ୍ସଟାଇଲ ପାର୍କ ନିର୍ମିତ ହେବ । ପ୍ରକଳ୍ପ ପାଇଁ ୩ ହଜାର କୋଟି ଟଙ୍କା ନିବେଶ ହେବ । ୧୦...

ସ୍ଥଗିତ ହେଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ

ଭୁବନେଶର,୧୭।୨: ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ସ୍ଥଗିତ   ରହିଛି । ସରକାରଙ୍କ ପ୍ରତିତି ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ପର୍ଯ୍ୟାୟ କ୍ରମେ ସବୁ ଦାବି ପୂରଣ ନେଇ ପ୍ରତିଶୃତି ଦିଆଯାଇଛି । ତେଣୁ ଆନ୍ଦୋଳନ ସ୍ଥଗିତ ନେଇ ପ୍ରାଣୀ ଚିକିତ୍ସକ ସେବା...

ରେଳଧାରଣାରେ ପଡ଼ିଛି ୪ ଖଣ୍ଡ ବିଖଣ୍ଡିତ ମୃତଦେହ

ଟେନ୍‌ସା,୧୭।୨(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲା ଚକ୍ରଧରପୁର ରେଳ ବିଭାଗ ତାଲାବୁରୁ-କେନ୍ଦୋପୋସି ରେଳଷ୍ଟେଶନ ମଧ୍ୟରେ ଥିବା ରେଳଧାରଣାରୁ ୪ଜଣଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ କରିଛି। ଧାରଣା ଉପରେ ଜଣେ ଯୁବକ, ଜଣେ ମହିଳା ଏବଂ ଦୁଇ...

ବିଜେଡି ଭାଜପା ବାହାଘର: ମୋଦି ବରକୁ ନବୀନ କନ୍ୟା

ନିଶ୍ଚିନ୍ତକୋଇଲି,୧୭।୨ (ଅଶୋକ କୁମାର ମହାପାତ୍ର ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଦନ ମଣ୍ଡପରେ ଏକ ନିଆରା ବାହାଘର ଦେଖିବାକୁ ମିଳଛି। ଏହି ବାହାଘରକୁ କଂଗ୍ରସେ କର୍ମୀ ଆୟୋଜନ କରିଛନ୍ତି। କଂଗ୍ରେସ ପିସିସି ସଭ୍ୟ ପ୍ରଦୀପ୍ତ ଦାସ ଦାୟିତ୍ୱ ତୁଲାଇଛନ୍ତି।...

ମହିଳାଙ୍କ ଠାରୁ ଘୋଷଡ଼ା ଖାଇ ଯାଇଥିଲେ ଅଙ୍ଗନଓ୍ବାଡ଼ି ଦିଦି: କିଛିଦିନ ପରେ ଲୁଚିଛପି କେନ୍ଦ୍ରକୁ ପଶୁଥିଲା ବେଳେ ପୁଣି ତାତିଲେ ମହିଳା, ପରେ…

ପାଟଣା,୧୭।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଧ ଗ୍ରାମ ଅଙ୍ଗନଓ୍ବାଡି (କ) କେନ୍ଦ୍ର ପାଇଁ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମର ଶତାଧିକ ମହିଳା ଫେବୃଆରୀ ୬ ତାରିଖରେ ନବ...

ଫ୍ରି ଫାୟାର ଗେମ୍‌ ଖେଳି ବେକ କାଟିଦେଲେ ଯୁବକ

ଅନୁଗୋଳ,୧୭।୨(ଅମିତ କୁମାର ସାମଲ): ଅନୁଗୋଳ ଜିଲା ଜରପଡ଼ା ଥାନା ଅଧୀନ ଜେରେଙ୍ଗ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯୁବକ ଜଣକ ମୋବାଇଲ ଫୋନ୍‌ରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ। ହେଲେ ସେ ଗେମ୍‌ରେ ହାରି ଯିବାରୁ ସାନସିକ ଭାରସାମ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri