ରାଜ୍ୟ

ଗାଈକୁ ଘଉଡ଼ାଉଥିଲେ: ଗରମ ଡାଲିହଣ୍ଡାରେ ପଡ଼ି ଗଲେ ରୋଷେୟା

ଜି.ଉଦୟଗିରି,୧୬।୨(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଘୁମୁସର ଉଦୟଗିରି ବ୍ଲକ ଅଧୀନ ରଟିଙ୍ଗିଆ ପଞ୍ଚାୟତ ଡଡ଼ାପଡ଼ା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଚାଲିଥିବା ଅଷ୍ଟପ୍ରହର ନାମଯଜ୍ଞ ରୋଷେଇ ଶାଳ ଡାଲିହଣ୍ଡାରେ ପଡ଼ି ଜଣେ ରୋଷେୟା ଗୁରୁତର ହୋଇଛନ୍ତି।...

୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି:  ପାରାଦୀପ୍‌ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍‌ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍‌ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ...

କଟକରେ ନାବାଳିକାଙ୍କୁ ଟେକିନେଇ ଗଣବଳାତ୍କାର, ଏସସିବି ହସ୍ପିଟାଲରେ ଭର୍ତ୍ତି

କଟକ,୧୬।୨: ସରସ୍ବତୀ ପୂଜାରେ ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତମାନେ ଟେକିନେଇ ଗଣଦୁଷ୍କର୍ମ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ହୋଇଛି। ମଧୁପାଟଣା ଥାନାରେ ଏ ସଂକ୍ରାନ୍ତରେ ପୀଡ଼ିତା ବୟାନ ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ...

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ପୁରୀ,୧୬।୨: ଶୁକ୍ରବାର ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ଚନ୍ଦ୍ରଭାଗାରେ ଆରମ୍ଭ ହୋଇଛି ଶ୍ରଦ୍ଧାଳୁଙ୍କ ବୁଡ। ସୂର୍ଯ୍ୟ ପୂଜାକୁ ଆଧାର କରି ଚନ୍ଦ୍ରଭାଗା ତୀର୍ଥରେ ଏହି ବୁଡ ଅନୁଷ୍ଟିତ ହେଉଛି। ପୈରାଣୀକ...

କୋଟିପତି ବୌଦ୍ଧ ଆରଟିଓ ବସନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

ବୌଦ୍ଧ,୧୬।୨: ବୌଦ୍ଧ ଜିଲାର ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମହାପାତ୍ରଙ୍କୁ ଶୁକ୍ରବାର ଓଡିଶା ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆୟାବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବସନ୍ତଙ୍କ ସମ୍ପତ୍ତି ଉପରେ କରାଯାଇଥିବା ତଦନ୍ତକୁ ଭିତ୍ତି...

ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅଙ୍କ ଘରୁ ମିଳିଲା ଦାମୀ କାର୍‌ ସହ ୧୦ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୬।୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ ହୋଇଛି। ଭଦ୍ରକ ଜିଲାର ୬ଟି ଓ ଭୁବନେଶ୍ୱରର ୪ଟି ସ୍ଥାନକୁ ମିଶାଇ ରାଜ୍ୟର ମୋଟ ୧୦ଟି ସ୍ଥାନରେ...

ଇଲେକ୍ଟୋରାଲ ବଣ୍ଡରେ ଭାଜପାକୁ ମିଳିଛି ସର୍ବାଧିକ ଟଙ୍କା, ଜାଣନ୍ତୁ ବିଜେଡି ପାଇଛି କେତେ ?

ଭୁବନେଶ୍ୱର,୧୬।୨: ବିବାଦୀୟ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା କାର୍ଯ୍ୟକାରୀ ହେବାଠାରୁ ଅଦ୍ୟାବଧି ରାଜନୈତିକ ଦଳଗୁଡ଼ିକୁ ଏହାର ବିକ୍ରିରୁ ୧୬,୦୦୦ କୋଟି ଟଙ୍କାରୁ ଅଧିକ ଚାନ୍ଦା ମିଳିଛି। ଏଥିରୁ ଏକ ସିଂହଭାଗ ଶାସକ ଦଳ ଭାଜପାକୁ ମିଳିଥିଲା। ସୁପ୍ରିମକୋର୍ଟ ଉକ୍ତ ଯୋଜନାକୁ ରଦ୍ଦ...

ଭଦ୍ରକ ଲୋକ ସଭା ଆସନରେ ପୁଣି ମହିଳା କାର୍ଡ ଖେଳିପାରେ ବିଜେଡି

ଭଦ୍ରକ,୧୬।୨: ଭଦ୍ରକ ଲୋକ ସଭା ନିର୍ବାଚନରେ ବିଜେଡି ପୁଣିଥରେ ମହିଳା କାର୍ଡ ଖେଳିପାରେ। ଏବେ ଏମ୍‌ପି ଥିବା ମଞ୍ଜୁଲତା ମଣ୍ଡଳଙ୍କୁ ପ୍ରାର୍ଥୀ କରିବା ପାଇଁ ବିଜେଡି ସୁଯୋଗ ଦେଇପାରେ ବୋଲି ଆଲୋଚନା ହେଉଛି। ଗତ ୨୦୧୯ ନିର୍ବାଚନରେ ବରିଷ୍ଠ ବିଜେଡି...

ମାଟ୍ରିକ ପରୀକ୍ଷାରେ ଏଆଇ ସର୍ଭିଲାନ୍ସ

କଟକ,୧୬ା୨ (କାର୍ତ୍ତିକ ସାହୁ):ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ଭିଲାନ୍ସର ଉପଯୋଗ କରାଯାଉଛି। ଏଭଳି ବ୍ୟବସ୍ଥା ଦେଶରେ ପ୍ରଥମଥର ପାଇଁ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ପ୍ରାୟ ୧୫୦ଟି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା କେନ୍ଦ୍ରକୁ ଏଆଇ ସର୍ଭିଲାନ୍ସ ଜରିଆରେ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ୫ ହଜାର, ହେଲପରଙ୍କୁ ୩ହଜାର ଟଙ୍କା ମିଳିବ ସ୍ବତନ୍ତ୍ର ଭତ୍ତା

ଭୁବନେଶ୍ୱର,୧୬।୨: ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ବତନ୍ତ୍ର ମାସିକ ଭତ୍ତା ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପାଣ୍ଠିରୁ ସ୍ବତନ୍ତ୍ର ଭତ୍ତା ପ୍ରଦାନ ନିମନ୍ତେ ମଞ୍ଜୁରୀ ଦେଇଛନ୍ତି। ତେବେ ଡ୍ରାଇଭରମାନଙ୍କୁ...

୯୭ କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ

ଢେଙ୍କାନାଳ,୧୬ା୨(ରତନ ନାୟାର): ଆସନ୍ତା ୨୦ ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା କରାଯିବ। ଚଳିତବର୍ଷ ଢେଙ୍କାନାଳ ଜିଲାରେ ମୋଟ ୯୭ଟି କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତନ୍ମଧ୍ୟରେ ରେଗୁଲାର ପରୀକ୍ଷାର୍ଥୀ ୧୬,୬୬୮ ଓ ଏକ୍ସ ରେଗୁଲାର...

ଆଜି ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପୁରୀ,୧୬ା୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ପାଇଁ ବ୍ୟାପକ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri