ରାଜ୍ୟ

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା ନେଇ ବନ ବିଭାଗ ପକ୍ଷରୁ ନିଆଯାଇଥିବା ସ୍ବତନ୍ତ୍ର ପଦକ୍ଷେପ ସଫଳ ହେବାରେ ଲାଗିଛି।...

ଏବେ କେଉଁ ଦଳରେ ଅଛନ୍ତି ସୁର ରାଉତରାୟ? ନିଜେ କଲେ ଖୁଲାସା

ତିର୍ତ୍ତୋଲ,୨୦।୧୧(ଗୌରାଙ୍ଗ ଚରଣ ସ୍ବାଇଁ):ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲଠାରେ ଚେଳିତୋଳ ବାଲିଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବର ମଙ୍ଗଳବାର ଚତୁର୍ଥ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ ଯୋଗଦେଇ ଡ଼. ହରେକୃଷ୍ଣ ମହତାବ...

୨୫ରେ ବିଧାନସଭା ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୦ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୬ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ଭାଜପା ସରକାର ଆସିବା ପରେ ଏହା ଦ୍ୱିତୀୟ ବିଧାନସଭା ଅଧିବେଶନ। ଚଳିତ ଅଧିବେଶରେ ଭାଜପା ସରକାର ପ୍ରଥମ ଅତିରିକ୍ତ ଚିଠା ବଜେଟ ଆଗତ...

ବଢ଼ିଲା ଯୁକ୍ତ୨ ପରୀକ୍ଷା ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୨୦/୧୧ (ଅନୁରାଧା ମହାରଣା):ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ...

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ...

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା...

ଖୁବ୍‌ଶୀଘ୍ର କୋଚିଂ ସେଣ୍ଟର ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଥିବା ଘରୋଇ କୋଚିଂ ସେଣ୍ଟର ପରିଚାଳନା ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ତେବେ ଗାଇଡ୍‌ଲାଇନ୍‌ ପ୍ରସ୍ତୁତି ନେଇ ଆସନ୍ତା ୨୦ ତାରିଖରେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ...

ଆସୁଛି ଆଉ ଏକ ବଡ଼ ଲଘୁଚାପ

ଭୁବନେଶ୍ୱର,୧୯।୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ। ୨୩ ତାରିଖ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୧ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ...

ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର

ଭୁବନେଶ୍ୱର,୧୯।୧୧:ଗିରଫ ହେଲେ କୋଟିପତି OPHWC ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଭୁବନେଶ୍ବରରେ ୩ ମହଲା କୋଠା, ୫ଟି ବହୁମୂଲ୍ୟ ପ୍ଲଟ ମିଳିଛି। ଏଥିସହ...

ଫିଟୁଛି ବୈକୁଣ୍ଠ ଧାମର ଗୁମର: ‘ଶ୍ରୀ’ ଲେଖା ଉପରେ ମାଟି ବୋଳିଲେ ମହିଳା

ଭୁବନେଶ୍ୱର,୧୯ା୧୧: ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ଅଞ୍ଚଳରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମରେ ଜଣେ ନାବାଳକଙ୍କୁ କଳ୍‌କୀ ଅବତାର କହି ତାଙ୍କ ପାଦ ଉପରେ ତୁଳସୀ ଥୋଇ ପୂଜା କରିବା ପ୍ରସଙ୍ଗ ଭିନ୍ନ ମୋଡ଼ ନେବାରେ ଲାଗିଛି। ଦିନ...

ରାଜ୍ୟ ଯୋଗାଣମନ୍ତ୍ରୀଙ୍କ ଇସ୍ତଫା ଦାବିକଲା ବିଜେଡି

ଭୁବନେଶ୍ୱର,୧୯ା୧୧(ଅନିଲ ଦାସ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକର ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ମୃତ ଘଟଣାରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିବା ପରେ ବିରୋଧୀ ବିଜେଡି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri