ରାଜ୍ୟ

ଶିଶୁପୁତ୍ରଙ୍କୁ ବଳି ଉଦ୍ୟମ ଚର୍ଚ୍ଚା

ଉଦଳା,୧୫ା୨(ସନ୍ତୋଷ କୁମାର ବାଚ୍ଛିନୀ)୭ବର୍ଷର ଶିଶୁପୁତ୍ରଙ୍କୁ ମା’ ବାପା ବଳି ଦେବା ପାଇଁ ଆଣିଥିଲେ। ହେଲେ ବଳି ପୂର୍ବରୁ ଶିଶୁପୁତ୍ର ଜଣକ କୌଶଳକ୍ରମେ ସେଠାରୁ ଖସିଯାଇଥିଲେ। ପରେ ଲୋକଙ୍କ ଆକ୍ରୋଶରୁ ବର୍ତ୍ତିବା ପାଇଁ ମା’ ବାପା ରାତି ସାରା ଜଙ୍ଗଲରେ ଲୁଚି...

ବାଲ୍ୟବିବାହ ମୁକ୍ତ ହୋଇନି ଗଞ୍ଜାମ ଜିଲା

ଛତ୍ରପୁର,୧୫ା୨(ସନ୍ତୋଷ ପାଢୀ):ଗଞ୍ଜାମ ଜିଲାକୁ ବାଲ୍ୟବିବାହମୁକ୍ତ ଜିଲା ଭାବେ ୨୦୨୨ ଜାନୁୟାରୀ ୩ ତାରିଖରେ ଘୋଷଣା ହୋଇଥିଲା। ତେବେ ଏବେ ବି ଜିଲାର ବିଭିନ୍ନ ସ୍ଥାନରେ ବାଲ୍ୟ ବିବାହ ହେଉଥିବା ଦେଖିବାକୁ ମିଳୁଛି। ଏପରିକି ବାଲ୍ୟ ବିବାହକୁ ରୋକିବାରେ ପ୍ରଶାସନ ସଫଳ...

ବର୍ଜ୍ୟବସ୍ତୁରେ ଡାକ୍ତରଖାନା ସଂକ୍ରମିତ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୧୬ ଏବଂ ଡାକ୍ତରୀ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୧୬ର କେତେକାଂଶରେ ଉଲ୍ଲଂଘନ ହେଉଛି। ୨୦୨୩ରେ ଡାକ୍ତରୀ ବର୍ଜ୍ୟବସ୍ତୁ ପରିଚାଳନା ନିୟମର ଉଲ୍ଲଂଘନ କରିଥିବା ୩୯ଟି ସରକାରୀ ଡାକ୍ତରଖାନାକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।...

ଜଙ୍ଗଲ ଭ୍ରମ ସୃଷ୍ଟି କରୁଛି ଗୋବରୀ ନଦୀ

କେନ୍ଦ୍ରାପଡ଼ା, ୧୫ା୨ (ଜଗନ୍ନାଥ ଧଳ)ପଟ୍ଟାମୁଣ୍ଡାଇରୁ ବ୍ରାହ୍ମଣୀ ନଦୀ ଓ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ଗୋବରୀ ନଦୀ ମଧ୍ୟରେ ଥିବା ସଂଯୋଗୀକରଣ ଜଳପଥ ଏବେ ବନ୍ଦ ହୋଇପଡ଼ିଛି। ଫଳରେ ଗୋବରୀ ନଦୀ ଜଳପଥ ପୋତି ହୋଇ ବଣୁଆ ଜଙ୍ଗଲରେ ପରିଣତ ହୋଇଛି।...

ଭିନ୍ନକ୍ଷମ ହୋଇ ମଧ୍ୟ ସକ୍ଷମ ବସନ୍ତ

ଆଳି, ୧୫ା୨(ବନମାଳୀ ସେନାପତି)ଦିନେ ସେ ସୁନା କାରିଗର ଭାବେ ରାଜଧାନୀ ଭୁବନେଶ୍ୱରର ଏକ ସୁନା ଦୋକାନରେ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। କିନ୍ତୁ ଏକ ସଡ଼କ ଦୁର୍ଘଟଣାରେ ସେ ତାଙ୍କ ବାମ ଗୋଡ଼ ହରାଇବା ପରେ ଏବେ ତାଙ୍କ...

ସ୍କୁଲରେ ଶାସ୍ତ୍ରୀୟ ଶିକ୍ଷୟିତ୍ରୀ ଜଣେ, ନାମ ୨ଟା

ପାରାଦୀପ,୧୫ା୨(ଶରତ ରାଉତ)ଜଗତ୍‌ସିଂହପୁର ଜିଲା ପାରାଦୀପ ପୌରାଞ୍ଚଳରେ ଥିବା ୧୨ ସରକାରୀ ବିଦ୍ୟାଳୟରେ ଯାବତୀୟ ବ୍ୟତିକ୍ରମ ଥିବା ଜନସୂଚନା ଅଧିକାରୀ ଆଇନ ତଥ୍ୟରେ ଜଣାପଡ଼ିଛି। କେଉଁଠାରେ ବିଦ୍ୟାଳୟ ପାଇଁ ସରକାରଙ୍କ ନିଜସ୍ବ ଘର ନାହିଁ। ସେଠାରେ ପୌର ପରିଷଦ ଗୋଷ୍ଠୀ କେନ୍ଦ୍ର,...

୪ ବର୍ଷରେ ୨୩୧ ଦୁର୍ଘଟଣା, ୯୮ ଜଣଙ୍କ ମୃତ୍ୟୁ

ବ୍ରହ୍ମପୁର, ୧୫ା୨ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ୧୬ ଓ ୫୯ ଏବଂ ରାଜ୍ୟ ରାଜପଥ ଏବେ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ...

ମୋବାଇଲ ଟର୍ଚ୍ଚରେ ରୋଗୀ ସେବା, ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଡେରାବିଶ, ୧୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ରୋଗୀଙ୍କ ପାଇଁ ଗୁରୁତ୍ୱ ବହନ କରୁଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି।...

ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୋଟିଏ ଗୋଷ୍ଠୀର ଘର ଓ ଗାଡ଼ି ଜାଳି...

ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଲେ ଭାଜପା ସଭାପତି ମନମୋହନ ସାମଲ, ଦେଲେ ବଡ଼ ସଙ୍କେତ

ଭୁବନେଶ୍ୱର,୧୪ା୨: ଗୋପାଳପୁର ବିଧାୟକ ତଥା ବିଜେଡିର ପୂର୍ବତ୍ତନ ବରିଷ୍ଠ ନେତା ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଛନ୍ତି ଭାଜପା ସଭାପତି ମନମୋହନ ସାମଲ। ବୁଧବାର ପ୍ରଦୀପଙ୍କ ଭୁବନେଶ୍ୱର ସରକାରୀ ବାସଭବନରେ ଭେଟିଥିଲେ। କୁହାଯାଉଛି ଯେ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ଓଡ଼ିଶାରୁ ରାଜ୍ୟସଭା...

ରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତ

କଟକ/ଫୁଲନଖରା,୧୪ା୨(କାର୍ତ୍ତିକ ସାହୁ/ଶିଳ୍ପା ପ୍ରିୟଦର୍ଶିନୀ/ସତ୍ୟରଞ୍ଜନ ଦାସମହାପାତ୍ର): ୧୬ ନମ୍ବର ଜାତୀୟ ରାଜପଥର ଡିଭାଇଡର ଉପରେ ଓଲଟି ପଡ଼ିଛି ଚନ୍ଦନ(ଓଆର୍‌-୦୫-ଏଜେ-୭୪୫୫) ନାମକ ଯାତ୍ରୀବାହୀ ବସ୍‌। କଟକ ଗୋପାଳପୁର ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୬.୧୫ ମିନିଟ୍‌ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।...

ନିର୍ବାଚନ ପୂର୍ବରୁ କୋର୍‌ କମିଟି ଘୋଷଣା କଲା ଭାଜପା, ଅପରାଜିତାଙ୍କୁ ମିଳିଲାନି ସ୍ଥାନ

ଭୁବନେଶ୍ୱର,୧୪ା୨: ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଉସ୍ମତା ବୃଦ୍ଧି ପାଇଛି। ଏହି କ୍ରମରେ ରାଜ୍ୟ ଭାଜପା ଏହାର କୋର୍‌ କମିଟି ଏବଂ ନିର୍ବାଚନ କମିଟି ଘୋଷଣା କରିଛି। ଏଥିସହ ଶୃଙ୍ଖଳା କମିଟି, ଅର୍ଥ କମିଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri