ରାଜ୍ୟ

ପ୍ରଥମ ଥର ହେବ ମତ୍ସ୍ୟ-ପ୍ରାଣୀ ସମାବେଶ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି କୃଷକଙ୍କୁ ଉତ୍ପାଦନ ଓ ଉତ୍ପାଦକତା ବୃଦ୍ଧି ବିଷୟରେ ସଚେତନ କରାଇବା ପାଇଁ ରାଜ୍ୟ ସରକାର ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୪ ଆୟୋଜନ...

ଜୀ-ସାର୍ଥକର ‘ପାର୍ବଣରେ ସୁନାର ବର୍ଷା’

ଭୁବନେଶ୍ୱର,୧୩।୨(ଅନୁରାଧା ମହାରଣା):ଗତ ପାର୍ବଣ ମହୋତ୍ସବରେ ଲୋକପ୍ରିୟ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକରେ ‘ପାର୍ବଣରେ ସୁନାର ବର୍ଷା’ ପ୍ରତିଯୋଗିତା ହୋଇଥିଲା। ଲାଲ୍‌ଚାନ୍ଦ ଜୁଏଲର୍ସ ପ୍ରାୟୋଜିତ ଏହି ମେଗା ପ୍ରତିଯୋଗିତା ଅକ୍ଟୋବର ୫ରୁ ନଭେମ୍ବର ୨୦ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସା...

ଆଜି ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଜିଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର...

ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ

ଭୁବନେଶ୍ୱର,୧୨।୨(ଶର୍ମିଷ୍ଠା ପାଣିଗ୍ରାହୀ): ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ସୋମବାର ସାରେ ପରଲୋକ ହୋଇଯାଇଛି। ସେ କିଛିଦିନ ହେଲା ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ରେ ଚିକିସ୍ଥିତ ହେଉଥିଲେ। ଶରୀରର ବିଭିନ୍ନ ଅଙ୍ଗ ଅକାମି ଲାଗି ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ...

ବେକାରିଙ୍କ ପାଇଁ ଆସିଲା ନୂଆ ଯୋଜନା ‘ସ୍ବୟମ’

ଭୁବନେଶ୍ୱର,୧୨ା୨(ଅନିଲ ଦାସ): ରାଜ୍ୟର ବେକାର ଯୁବତୀଯୁବକମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ ରାଜ୍ୟ ସରକାର ନୂତନ ଯୋଜନା ‘ସ୍ବତନ୍ତ୍ର ଯୁବ ଉଦ୍ୟମୀ-ସ୍ବୟମ’ ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବାସ କରୁଥିବା ବେକାର ଯୁବତୀଯୁବକମାନଙ୍କୁ...

ଫେବୃୟାରୀ ୨୦ରେ ଆଂଶିକ ବକ୍ସଡ୍ରେନ୍‌ ଉଦ୍‌ଘାଟନ

କଟକ,୧୨ା୨(କାର୍ତ୍ତିକ ସାହୁ): କଟକ ସହର ସମସ୍ୟାରେ ବକ୍ସ ଡ୍ରେନ୍‌ ପ୍ରସଙ୍ଗରେ ସୋମବାର ଶୁଣାଣି ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆମିକସ୍‌ କ୍ୟୁରି ଏନ୍‌. କେ. ମହାନ୍ତି ସତ୍ୟପାଠ ଦାଖଲ କରି ଆଗାମୀ ଫେବୃୟାରୀ ୨୦ ତାରିଖରେ ଆଂଶିକ ବକ୍ସଡ୍ରେନ୍‌ ଉଦ୍‌ଘାଟନ...

ମଙ୍ଗଳବାର ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ

ଭୁବନେଶ୍ୱର, ୧୨।୨(ଅସମାପିକା ସାହୁ): ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଜିଲା ଚିକିତ୍ସାଳୟ, ଗୋଷ୍ଠୀ...

ଜାଣନ୍ତୁ କାହାକୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୧୨।୨: ବିଜେଡି ସୋମବାର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି...

ଥାନା ସାମ୍ନାରୁ ଯୁବତୀଙ୍କଠୁ ଝାମ୍ପିନେଲେ ମୋବାଇଲ

ଭୁବନେଶ୍ୱର,୧୨।୨(ସତ୍ୟଜିତ୍‌ ରାଉତ): ରାଜଧାନୀରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମହିଳା ଓ ଯୁବତୀଙ୍କୁ ଟାର୍ଗେଟ୍‌ କରି ସୁନା ଅଳଙ୍କାର, ମୋବାଇଲ ଫୋନ୍‌ ଆଦି ଝାମ୍ପି ନେଉଛନ୍ତି। ତେବେ ବଡ଼ କଥା ହେଉଛି ଥାନା ସାମ୍ନାରୁ ମଧ୍ୟ ଲୁଟ୍‌...

ମେଡିକାଲ କଲେଜରେ ର଼୍ୟାଗିଂ, ହଷ୍ଟେଲକୁ ଫେରୁଥିବା ବେଳେ ଛାତ୍ରଙ୍କୁ ପିଟିଲେ

ବ୍ରହ୍ମପୁର,୧୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜରେ ଗତ ୯ ତାରିଖ ରାତିରେ ଜଣେ ପ୍ରଥମ ବର୍ଷର ଏମ୍‌ବିବିଏସ୍‌ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ର ଜଣଙ୍କ ହଷ୍ଟେଲକୁ ଫେରୁଥିବା ବେଳେ ମେଡିକାଲ ପରିସରରେ...

ଖେଳୁଖେଳୁ ଶିଶୁକନ୍ୟାଙ୍କ ପାଟିରେ ଫୁଟିଗଲା ବାଣ, ଆଉ ତାପରେ…

ଘଷିପୁରା,୧୨।୨(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ସୀମାନ୍ତ ମହୁଲଡ଼ିହା ଥାନା ଦୁଆରଶୁଣି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଶିଶୁ କନ୍ୟାଙ୍କ ପାଟିରେ ବାଣ ପୁଟି ସେ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଦୁଆରଶୁଣି...

ଶିମିଳିପାଳ ବୁଲି ଯାଇଥିବା ପର୍ଯ୍ୟଟକଙ୍କୁ ରାସ୍ତାରେ ଅଟକାଇଲା ବାଘ

ଭୁବନେଶ୍ୱର,୧୨।୨: ଶିମିଳିପାଳ ଅଭୟାରଣ୍ୟରେ ପର୍ଯ୍ୟଟକଙ୍କୁ ଅଧା ରାସ୍ତାରେ ଅଟକାଇଦେଲା କଳାବାଘ। ଯାହା ଫଳରେ ପର୍ଯ୍ୟଟକମାନେ ଘଞ୍ଚ ଜଙ୍ଗଲ ଭିତରେ ଫସି ରହିଥିଲେ। ସୂଚନାଯୋଗ୍ୟ, ରବିବାର ମଧୁବନ ବାସିନ୍ଦା ଜୟନ୍ତ ଦାସଙ୍କ ପରିବାର ଶିମିଳିପାଳ ପରିଭ୍ରମଣରେ ଯାଇଥିଲେ। ଜୟନ୍ତଙ୍କ ପୂରା ପରିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri