ରାଜ୍ୟ

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ,୭ା୨ (କାର୍ତ୍ତିକ ସାହୁ) ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରକଳ୍ପ ଚୟନ ଓ ସେଗୁଡ଼ିକର କାର୍ଯ୍ୟକାରିତା କ୍ଷେତ୍ରରେ ପଞ୍ଚାୟତର ନିର୍ବାଚିତ ଲୋକପ୍ରତିନିଧିଙ୍କର ସହଭାଗିତା ରହିବା ଉଚିତ ବୋଲି ମତ ଦେଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ତୃଣମୂଳ...

ହୀନ ରାଜନୀତି କରୁଛନ୍ତି ବିରୋଧୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୨: ନୟାଗଡ଼ ପରୀ ହତ୍ୟା ମାମଲାରେ ଗୃହରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପରୀ ଘଟଣାରେ ଗତକାଲି ଅଭିଯୁକ୍ତ ଦଣ୍ଡ ପାଇସାରିଛନ୍ତି। ଏପରି ଏକ ସମ୍ବେଦନଶୀଳ ଘଟଣାରେ ବିରୋଧୀମାନେ ହଟ୍ଟଗୋଳ କରିବା ନିନ୍ଦନୀୟ। ନିର୍ବାଚନ...

ମଧୁବାବୁ ପେନ୍‌ସନ୍‌ ଯୋଜନା ହିତାଧିକାରୀ ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର,୭ା୨: ମଧୁବାବୁ ପେନ୍‌ସନ୍‌ ଯୋଜନା(ଏମ୍‌ବିପିଓ୍ବାଇ) ହିତାଧିକାରୀ ବୃଦ୍ଧି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି କରାଯାଇଛି। ସାମାଜିକ ସୁରକ୍ଷା ପ୍ରମୁଖ ସଚିବ ଚିଠି ଲେଖି ଏହି ନିର୍ଦ୍ଦେଶ ଦେଇଛନ୍ତି।...

ଆଇକନିକ୍‌‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉଦ୍‌‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୭ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭୁବନେଶ୍ୱର ଉପକଣ୍ଠରେ ଥିବା ଅନ୍ଧାରୁଆ ଠାରେ ଆଇକନିକ୍‌‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶୁଭ ଉଦ୍‌‌ଘାଟନ କରିଛନ୍ତି। ଏହାକୁ ରାଜ୍ୟର ଯୋଗ୍ୟ ଛାତ୍ରମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନର ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିର୍ମାଣ କରାଯାଇଛି।...

ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗିଲେ ଭାଜପା ବିଧାୟକ

ଭୁବନେଶ୍ୱର,୭ା୨: ବୁଧବାର ଚାଲିଥିବା ବିଧାନସଭା ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଓ ହୋହଲ୍ଲା ଦେଖିବାକୁ ମିଳିଛି। ପୋଡିୟମ ଉପରେ ଚଢ଼ି ଭାଜପା ବିଧାୟକ ନାଉରୀ ନାଏକ ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗି ଦେଇଛନ୍ତି। ପରେ ଗୃହକୁ ଏକ ଘଣ୍ଟା...

ଭିନ୍ନମୋଡ଼ରେ ମୋରଡ଼ା ରାଜନୀତି, ବିଧାୟକ ଛାନିଆ

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ହୋଇଥିବାରୁ ଜିଲା ତଥା ରାଜ୍ୟ ରାଜନୀତିରେ ଏହା ଗୁରୁତ୍ୱ ବହନ କରେ। ନିର୍ବାଚନମଣ୍ଡଳୀ ଗଠନ ହେବାଠାରୁ ଏହା ବିଜେଡିର ଗଡ଼ ହୋଇ ରହିଆସିଥିବା ବେଳେ ୨୦୧୯ରେ...

RRB Recruitment: ରେଳବାଇରେ ଅନେକ ପଦବୀ ଲାଗି ଆରମ୍ଭ ହେବ ନିଯୁକ୍ତି ପ୍ରକ୍ରିୟା, ସବିଶେଷ ସୂଚନା ଜାଣନ୍ତୁ…

ଭୁବନେଶ୍ୱର,୭।୨: ରେଳବାଇରେ ଚାକିରି ଆଶାୟୀଙ୍କ ଲାଗି ଭଲ ସୁଯୋଗ। ରେଳବାଇ ନିଯୁକ୍ତି ବୋର୍ଡ (ଆର୍‌ଆର୍‌ବି) ଏଏଲ୍‌ପି(ALP), ଟେକ୍ନିସିଆନ, ଅଣ ଟେକ୍ନିସିଆନ, ଜେଇ(JE) ଏବଂ ଅନ୍ୟାନ୍ୟ ପଦବୀ ପାଇଁ ଏହାର ନିଯୁକ୍ତି ବାର୍ଷିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଆଶାୟୀମାନେ ଆର୍‌ଆର୍‌ବିର ଅଫିସିଆଲ...

ଲୋକମତ ସଂସଦୀୟ ପୁରସ୍କାର ୨୦୨୩: ଶ୍ରେଷ୍ଠ ଏମପି ଭାବେ ବିଜେଡିର ସସ୍ମିତ ପାତ୍ର ଓ କଂଗ୍ରେସର ଶଶୀ ଥରୁର୍‌ ସମ୍ମାନୀତ

ନୂଆଦିଲ୍ଲୀ,୭।୨: ଲୋକମତ ସଂସଦୀୟ ପୁରସ୍କାର ୨୦୨୩ ପୁରସ୍କାରରେ ସମ୍ମାନୀତ ହୋଇଛନ୍ତି ବିଜେଡି ରାଜ୍ୟସଭା ଏମପି ସସ୍ମିତ ପାତ୍ରଙ୍କ ସମେତ କଂଗ୍ରେସର ଲୋକସଭା ଏମପି ଶଶୀ ଥରୁର୍‌। ଏହି ଦୁଇଜଣ ଶ୍ରେଷ୍ଠ ଏମପି ଭାବେ ସମ୍ମାନର ଅଧିକାରୀ ହୋଇଛନ୍ତି। ଏହିକ୍ରମରେ ଲୋକସଭାର...

ବିଧାନସଭାରେ ଗର୍ଜିଲେ ବିରୋଧୀ, ଅପରାହ୍ନଣ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୭।୨: ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ। ବଜେଟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ । ବୁଧବାର ହଟ୍ଟଗୋଳ, ହୋହଲ୍ଲା ଯୋଗୁଁ ଗୃହ ବାରମ୍ବାର ମୁଲତବୀ ହୋଇଛି । ଗୋଟିଏ ମିନିଟ ବି ପ୍ରଶ୍ନକାଳ ଚାଲିପାରିନି। ଏଥିପାଇଁ ବାଚସ୍ପତି ଗୃହକୁ...

ଜାଣନ୍ତୁ କିଏ ହେଲେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ,୭।୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ବୁଧବାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ...

ଝିଅକୁ ବଳାତ୍କାର ବେଳେ ମା’ଙ୍କ ହାବୁଡ଼ରେ ପଡ଼ିଲେ ବାପା, ପରେ…

ଅନୁଗୋଳ,୭।୨ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ପୋଲିସ ମଙ୍ଗଳବାର ଜଣେ ବଳାତ୍କାର ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ଗତ ୧ ତାରିଖରେ ଅଭିଯୁକ୍ତଙ୍କ ଝିଅ ଏ ନେଇ ଭବାନୀପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ମାମଲା...

ଆଦିବାସୀଙ୍କ ସାମ୍ବିଧାନିକ ଅଧିକାର, ସୁରକ୍ଷା ସହ ସାଲିସ କରାଯିବନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର,୭।୨(ସୁନିତ୍‌ ମିଶ୍ର): କୌଣସି ସ୍ଥିତିରେ ଆଦିବାସୀଙ୍କ ସାମ୍ବିଧାନିକ ଅଧିକାର ଏବଂ ସୁରକ୍ଷା ସହ ସାଲିସ କରାଯିବ ନାହିଁ ବୋଲି ମଙ୍ଗଳବାର ରାଜ୍ୟ ସଭାରେ ସମ୍ବିଧାନ (ଅନୁସୂଚିତ ଜାତି ଓ ଜନଜାତି) ଆଦେଶ (ସଂଶୋଧନ) ବିଲ୍‌ – ୨୦୨୪ ଉପରେ ବିବୃତିି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri