ରାଜ୍ୟ

ଆଜିଠୁ ଭାଜପା କୃଷକମୋର୍ଚ୍ଚାର ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ଓଡ଼ିଶାରେ ଧାନ କିଣା କାରବାରରେ ବ୍ୟାପକ ଦୁର୍ନୀତି ଓ ହେରଫେର ଏବଂ ଧାନମଣ୍ଡିର ବିକାଶ ପାଇଁ କେନ୍ଦ୍ର ସରକାର ଦେଉଥିବା ଅର୍ଥର ବାଟମାରଣା ପ୍ରତିବାଦରେ ଭାଜପା କୃଷକମୋର୍ଚ୍ଚା ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୮ଟି...

କ୍ରିଏଟିଭିଟିରେ ଓଡ଼ିଶା ବହୁତ ଷ୍ଟ୍ରଙ୍ଗ୍‌

ଓଡ଼ିଶା ମାଟିର ପୁଅ, ମାତ୍ର ଜାତୀୟ ସ୍ତରରେ ବେଶ୍‌ ଲୋକପ୍ରିୟ। ଅଭିନୟରେ ବାନ୍ଧି ରଖିପାରୁଥିବା ଜଣେ ଅନନ୍ୟ କଳାକାର। ହିନ୍ଦୀ, ଇଂଲିଶ ଏବଂ ଓଡ଼ିଆ ଫିଲ୍ମ ସହ ବହୁ ୱେବ୍‌ ସିରିଜ୍‌ରେ ନିଖୁଣ ଅଭିନୟ ତାଙ୍କୁ ଦେଇଛି ସ୍ବତନ୍ତ୍ର ପରିଚୟ।...

ପୁଣି ବର୍ଷା ହେଲେ ଶୀତ ପ୍ରକୋପ ବଢ଼ିବ

ଭୁବନେଶ୍ୱର,୨୯।୧(ଅନୁରାଧା ମହାରଣା): ଏବେ ଦିନରେ ଖରା ଓ ରାତିରେ ଥଣ୍ଡା ଅନୁଭୂତ ହେଉଛି। ଶୀତ ଲହରି ଜାରି ରହିଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି। ତେବେ ଆଗକୁ ବର୍ଷା ସମ୍ଭାବନା ରହିଥିବାରୁ ଶୀତ ପ୍ରକୋପ ବଢ଼ିବ...

ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, ୨୮।୧(ଅସମାପିକା ସାହୁ) : ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତା’ର ରଣନୀତି ସ୍ବରୂପ ଭୁବନେଶ୍ୱରରେ ‘ଓଡ଼ିଶା ବଞ୍ଚାଅ’ ସମାବେଶ କରୁଛି।...

ଖୁସି ଖବର: ପୁଣି ବଢ଼ିଲା BSKY ନବୀନ କାର୍ଡ ଆବେଦନ ଅବଧି

ଭୁବନେଶ୍ୱର, ୨୮।୧(ଅସମାପିକା ସାହୁ) – ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର...

ମାନଚିତ୍ରରେ ଥାଇ ରେକର୍ଡରେ ନାହିଁ ଗାଁ

ମାଲକାନଗିର,୨୮ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାନଚିତ୍ରରେ ଏକ ଗାଁ ଥାଇ ରେକର୍ଡରେ ଉଲ୍ଲେଖ ନ ଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଆନ୍ଧ୍ର ସୀମାନ୍ତକୁ ଲାଗି ଜୁମଡାଙ୍ଗ ଗ୍ରାମ ରହିଛି। ଏହା ଓଡ଼ିଶା ମାନଚିତ୍ରରେ ଥିବା...

ଖାକିରେ ଲାଗିଲା ଦାଗ: ବ୍ୟବସାୟୀଙ୍କଠାରୁ ୩୦ ଲକ୍ଷ ଲୁଟ୍‌ ଉଦ୍ୟମ, କନ୍‌ଷ୍ଟେବଲଙ୍କ ସମେତ ୨ ଗିରଫ

ପାରଳାଖେମୁଣ୍ଡି ୨୮ା୧ (ଗିରିଧାରୀ ପରିଛା): ୨୦୦୦ ଟଙ୍କିଆ ନୋଟ ବଦଳାଇବାକୁ ମିଥ୍ୟା ପ୍ରଲୋଭନ ଦେଖାଇ ଜଣେ ଆନ୍ଧ୍ର ବ୍ୟବସାୟୀଙ୍କଠାରୁ ୩୦ଲକ୍ଷ ଟଙ୍କା ଲୁଟ୍‌ ଉଦ୍ୟମ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣେ କନଷ୍ଟେବଲଙ୍କ ସହିତ ଆନ୍ଧ୍ରର ଜଣେ ଯୁବକଙ୍କୁ ଗିରଫ...

ଜି.ଉଦୟଗିରିକୁ ପୁଣି ଫେରିଲା ଶୀତ, ସର୍ବନିମ୍ନ ତାପମାତ୍ରା ୬.୪ ଡିଗ୍ରୀ

ଜି.ଉଦୟଗିରି,୨୮ା୧: କିଛି ଦିନ ହେବ ଲାଗିରହିଥିବା ମେଘୁଆ ପାଗ ହଟିଯିବା ପରେ ଜି.ଉଦୟଗିରିକୁ ପୁଣିଥରେ ଶୀତ ଫେରିଛି। ରବିବାର ସର୍ବନିମ୍ନ ତାପମାତ୍ରା ୬.୪ ରହିଥିବା ରେକର୍ଡ କରିଛି କୃଷି ଗବେଷଣା କେନ୍ଦ୍ର। ଯାହା ଫଳରେ ଶୀତର ପ୍ରକୋପ ବଢ଼ିଛି। ଦିନର...

୩ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୮ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲା ପୋଲିସ ନିକଟରେ ଆଜି ଜଣେ ଏକ ଲକ୍ଷ ଟଙ୍କା ପୁରସ୍କାର ମହିଳା ମାଓବାଦୀଙ୍କ ସହ ଆଉ ଦୁଇଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର...

ଅନେକ ଜିଲାରେ ଘନ କୁହୁଡ଼ି ସମ୍ଭାବନା, ଫେବୃୟାରୀ ୧ ରେ ହୋଇପାରେ ବର୍ଷା

ଭୁବନେଶ୍ୱର, ୨୮।୧: ରାଜ୍ୟରେ ଥଣ୍ଡାର ପ୍ରଭାବ ବଢ଼ି ଚାଲିଥିବାବେଳେ ଅଧିକାଂଶ ଜିଲାରେ ପାରଦ ୧୫ ଡିଗ୍ରୀ ତଳେ ଥିବା ରେକର୍ଡ କରାଯାଇଛି। ଆଗାମୀ ୨-୩ ଦିନ ମଧ୍ୟରେ ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ...

ଅବସର ଘୋଷଣା କଲେ ଭାରତୀୟ ମହିଳା ହକି ଷ୍ଟାର ଦୀପଗ୍ରେସ ଏକ୍କା

ଭୁବନେଶ୍ୱର, ୨୮।୧: ଭାରତୀୟ ହକି ଟିମ୍‌ର ଷ୍ଟାର ଦୀପଗ୍ରେସ ଏକ୍କା ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ହକି ଇଣ୍ଡିଆ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତୀୟ ହକି...

ଭାଜପା ରାଜ୍ୟ ପ୍ରଭାରୀ, ସହପ୍ରଭାରୀ ନିଯୁକ୍ତ

ଭୁବନେଶ୍ୱର,୨୮।୧(ଅନିଲ ଦାସ): ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି (ଭାଜପା) ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଶନିବାର ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ତାଲିକା ଘୋଷଣା କରିଛନ୍ତି। ଓଡ଼ିଶା ପାଇଁ ବିଜୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri