ରାଜ୍ୟ

ଟ୍ରାଏଲ୍‌ ରନ୍‌ ସମୟରେ ଟ୍ରେନ୍‌ରେ କଟି ୨ଜଣଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ଗ୍ରାମବାସୀ

ରାୟଗଡା/ଜେକେପୁର,୨୫।୧(ଆଶିଷ ରଞ୍ଜନ ପଣ୍ଡା/ନିଧି ଗାଣ୍ଡେଚା): ରାୟଗଡ଼ା- ଜେକେପୁର ମଧ୍ୟରେ ତୃତୀୟ ରେଳ ଲାଇନ ନିର୍ମାଣ ହେବା ପରେ ବୁଧବାର ରାତିରେ ଟ୍ରାଏଲ ରନ୍‌ କରାଯାଇଥିଲା। ଏହି ସମୟରେ ଟ୍ରେନରେ କଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେବଦଳାଗୁଡ଼ା...

ଭାରସାମ୍ୟ ହରାଇ ରାଜପଥ କଡ଼ରେ ଥିବା ମୁଢ଼ି ମିଲ୍‌ରେ ପଶିଗଲା ଟ୍ରେଲର, ୩ ଗୁରୁତର

ପାଟଣା, ୨୫।୧(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଆଇରନ ବୋଝେଇ ଟ୍ରେଲର ରାଜପଥ କଡ଼ରେ...

ଆସନ୍ତା ୨୭ରେ ରାଜ୍ୟର ସମସ୍ତ ସ୍କୁଲ-କଲେଜ ଛୁଟି

ଭୁବନେଶ୍ବର,୨୫।୧(ଅସମାପିକା ସାହୁ): ଆସନ୍ତା ଶନିବାର (୨୭ ତାରିଖ)ରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ଲୋକାର୍ପଣ ହେବାକୁ ଯାଉଛି। ଏହି ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ସାରା ରାଜ୍ୟରେ ସ୍କୁଲ ଓ...

ଆଲିଙ୍ଗନକୁ ନେଇ ଚର୍ଚ୍ଚାରେ ଦେବାଶିଷ, ଅରିନ୍ଦମ୍‌

କଟକ,୨୫ା୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଓ ଅଭିନେତା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅରିନ୍ଦମ ରାଏଙ୍କୁ ନେଇ ସହରରେ ଚର୍ଚ୍ଚା ହୋଇଛି। ବୁଧବାର କଟକ ବକ୍ସି ବଜାରଠାରେ ଅନୁଷ୍ଠିତ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ...

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ହତ୍ୟା

ଭଦ୍ରକ, ୨୫ା୧(ସନାତନ ରାଉତ): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଚିଙ୍ଗିଡ଼ିପୁରସ୍ଥିତ ନିଶା ନିବାରଣ କେନ୍ଦ୍ରରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯୁବକ ହେଲେ ଯାଜପୁର ଜିଲା ସଦର ଥାନା...

ମିଳୁନି ଆବାସ: ଭଙ୍ଗା ଚାଳଘରେ ବିତୁଛି ଭାଗୀରଥିଙ୍କ ଦିନ

ଆଳି, ୨୫ା୧(ବନମାଳୀ ସେନାପତି ): କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଶହଶହ ଯୋଜନା କରୁଛନ୍ତି। ତାହା ସମାଜର ଶେଷତମ ଲୋକ ପାଖରେ ପହଞ୍ଚିଲା କି ନାହିଁ ତାହା ଦେଖିବା ଯେଉଁମାନଙ୍କର ଦାୟିତ୍ୱ ସେମାନେ କିନ୍ତୁ ଉଦାସୀନ। ତେଣୁ କେନ୍ଦ୍ରାପଡ଼ା...

ଜବରଦଖଲ ସମସ୍ୟାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା,୨୫ା୧ (ଜଗନ୍ନାଥ ଧଳ):ରାଜ୍ୟର ସର୍ବପ୍ରଥମ ପୌରାଞ୍ଚଳ ଘୋଷିତ କେନ୍ଦ୍ରାପଡ଼ା ସହର ଜବରଦଖଲ ସମସ୍ୟାରୁ ନିସ୍ତାର ପାଉନାହିଁ। କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟା ଜବରଦଖଲ ସମସ୍ୟାକୁ ଗୁରୁତର କରୁଛି। ୧୮୬୯ରେ ସ୍ଥାପିତ ଏହି ପୌରାଞ୍ଚଳ ଅଧିବାସୀ ସହରକୁ ବିକଶିତ ଦେଖିବା ପାଇଁ ଏବେବି ମାଷ୍ଟର...

କେନ୍ଦ୍ରାପଡ଼ା ଜିଲାର ଚାଷୀ ଏବେ ଚାଷ ପ୍ରତି ବିମୁଖ

ପଟ୍ଟାମୁଣ୍ଡାଇ, ୨୫ା୧ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ବହୁ ଚାଷୀ ଏବେ ଚାଷ ପ୍ରତି ବିମୁଖ ହେଉଛନ୍ତି। ଏହି ଅଞ୍ଚଳରେ ୮୦% ଲୋକେ ଚାଷ ଉପରେ ନିର୍ଭର କରିଥା’ନ୍ତି। ମାତ୍ର ଚାଷରୁ ପୂର୍ବଭଳି ଲାଭ ହେଉ ନ...

ଜବତ ଖଣିଜକୁ ମିଳୁନି ପରିବହନ ଅନୁମତି, ରାଜସ୍ବ ହରାଉଛନ୍ତି ସରକାର

ଯୋଡ଼ା,୨୫ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଦୁଇଟି ରେଳ ସାଇଡିଂରୁ ଦାବିଦାର ନ ଥିବା ଲୁହାପଥରକୁ ଗତ ଡିସେମ୍ବରରେ ଖଣି ବିଭାଗ ଜବତ କରିଥିଲା। ଇତି ମଧ୍ୟରେ ତାହା ନିଲାମ ହୋଇସାରିଥିବା ବେଳେ ରେଳ ମନ୍ତ୍ରଣାଳୟ...

ଅଦିନିଆ ବର୍ଷା: ନଷ୍ଟହେଲା ଅମଳ ହେବାକୁ ଥିବା କପା

ଅମରପାଲି,୨୫ା୧(ପୀତାମ୍ବର ସାହୁ): ଗତ ମଙ୍ଗଳବାର ରାତିରୁ ଲାଗି ରହିଥିବା ଅଦିନିଆ ବର୍ଷାରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଅମଳ ହେବାକୁ ଥିବା କପା ମଧ୍ୟ ନଷ୍ଟ ହୋଇଛି।...

ଫେବୃଆରୀ ୧୬ରୁ ଓଡ଼ିଶା ମତ୍ସ୍ୟ, ପ୍ରାଣୀସମ୍ପଦ ସମାବେଶ

ଭୁବନେଶ୍ୱର,୨୫।୧(ଅନିଲ ଦାସ): ଆସନ୍ତା ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନଠାରେ ୩ ଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ସମାବେଶ ଆୟୋଜନ ହେବ। ସମାବେଶରେ ରାଜ୍ୟରୁ ପ୍ରାୟ ୬ ହଜାର ଚାଷୀ, ମହିଳା ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ...

ଝାରସୁଗୁଡ଼ାରେ ପ୍ରତିଷ୍ଠା ହେବ କୋଇଲା ବାଷ୍ପୀକରଣ ପ୍ଲାଣ୍ଟ, ବ୍ୟୟ ହେବ ୧୧,୭୮୨ କୋଟି

ଭୁବନେଶ୍ୱର,୨୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ କମିଟି (ସିସିଇଏ)ବୈଠକରେ ଆଜି ଦୁଇଟି ଇକ୍ୟୁଟି ନିବେଶ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହି ପ୍ରକଳ୍ପଗୁଡ଼ିକ ହେଲା (i) ସିଆଇଏଲ୍‌ ଓ ଗେଲ୍‌ର ଯୌଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri