ରାଜ୍ୟ

ଶ୍ରୀମନ୍ଦିର ପରିଚାଳନା କମିଟିକୁ ଜମି କିଣାବିକା କ୍ଷମତା ପ୍ରଦାନ ବିରୋଧରେ ମାମଲା: ସମୟ ନେଲେ ରାଜ୍ୟ ସରକାର

କଟକ,୨୪ା୧(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରାଜ୍ୟ ସରକାର ନୂତନ ଆଇନ ବଳରେ ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା କ୍ଷମତା ପ୍ରଦାନ କରିଛନ୍ତି। ଏହାକୁ ବିରୋଧ କରି ଆଗତ ମାମଲାରେ ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ...

ବାନ୍ଧବୀଙ୍କ ସହ ଟ୍ରେନ୍‌ରେ ଖସି ପଳାଉଥିଲେ ଦିଲ୍ଲୀ ଅଭିଯୁକ୍ତ, ଧରିଲା ଆର୍‌ପିଏଫ୍‌

କଟକ,୨୪ା୧(କାର୍ତ୍ତିକ ସାହୁ): ଦିଲ୍ଲୀରେ ଘଟିଥିବା ୫୦ ଲକ୍ଷ ଟଙ୍କା ଚୋରି ମାମଲାର ଓ୍ବାଣ୍ଟେଡ୍‌ ଅଭିଯୁକ୍ତଙ୍କୁ କଟକ ରେଳଷ୍ଟେଶନରେ ବୁଧବାର ଗିରଫ କରିଛି ଆର୍‌ପିଏଫ୍‌। ନୂଆଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସ୍‌ରୁ ଅତ୍ୟନ୍ତ ସନ୍ତର୍ପଣରେ ଅଭିଯୁକ୍ତଙ୍କୁ ତାଙ୍କ ବାନ୍ଧବୀ ସହ ଠାବ...

ଓଡ଼ିଶାରେ ହ୍ରାସ ପାଉଛି ଲିଙ୍ଗଗତ ଅସମାନତା, ୭ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୨୪।୧: ଓଡ଼ିଶାରେ ହ୍ରାସ ପାଇବାରେ ଲାଗିଛି ଲିଙ୍ଗଗତ ଅସମାନତା। ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ସାତୋଟି ଜିଲାରେ ଏହା ଚିନ୍ତାଜନକ ସ୍ଥିତିରେ ରହିଛି। ବୁଧବାର ଦେଶ ଜାତୀୟ ବାଳିକା ଶିଶୁ ଦିବସ ପାଳନ କରୁଥିବାବେଳେ ଓଡିଶାରେ ଲିଙ୍ଗ ଅନୁପାତରେ ହ୍ରାସ...

୪ର୍ଥ ପର୍ଯ୍ୟାୟରେ ୬ ଜିଲାରେ ୨୮୬ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି।...

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୬ ଜିଲାର ଏସ୍‌ପି

ଭୁବନେଶ୍ୱର,୨୪।୧: ଆଇପିଏସ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତି ପାଇଛନ୍ତି ୧୯୯୪ ବ୍ୟାଚ୍ ଆଇପିଏସ ଅଫିସର ସଂଜୀବ ପଣ୍ଡା। ଏବେ କମିଶନର ଥିବା ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୋଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି।...

୧୨ ଜିଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ, ୨ ଦିନ ପରେ ବଢିବ ଶୀତ

ଭୁବନେଶ୍ୱର,୨୪।୧: ଓଡ଼ିଶା ଉପରେ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ରାଜ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ କୋହଲା ପାଗ ଅନୁଭୂତ ହେଉଛି...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ପୁଣି ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୨୪ା୧ (କାର୍ତ୍ତିକ ସାହୁ) ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ନେଇ ଆଗତ ମାମଲାରେ ହାଇକୋର୍ଟ ପୁଣି ସତ୍ୟପାଠ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ପର୍ଯ୍ୟନ୍ତ ଚୟନ...

ଶିମିଳିପାଳରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜ ଜିଲାର ଶିମିଳିପାଳରେ କଳାବାଘର ସଫାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ବୁଧବାର ଘୋଷଣା କରିଛନ୍ତି। Glad to announce that #Odisha is setting up an exclusive Melanistic Tiger Safari near Similipal Tiger...

କଂଗ୍ରେସରେ ମିଶିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝି

ଭବାନୀପାଟଣା,୨୪ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ମନ୍ତ୍ରୀ ତଥା ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝି ବୁଧବାର ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣା ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ...

୬ ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡ଼କ ଦୁର୍ଘଟଣାରେ ବୁଧବାର ୬ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ...

ଓଡ଼ିଆ ବିଶ୍ୱବିଦ୍ୟାଳୟର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୪।୧: ସତ୍ୟବାଦୀ ଠାରେ ଓଡ଼ିଆ ଭାଷାର ଏନ୍ତୁଡ଼ିଶାଳକୁ ରାଜ୍ୟ ସରକାର ଓଡ଼ିଆ ବିଶ୍ୱବିଦ୍ୟାଳୟ ରୂପରେ ଓଡ଼ିଶାବାସୀଙ୍କୁ ଭେଟିଦେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ଶୁଭ ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହାକୁ ଭର୍ଚୁଆଲରେ ରହି ଉଦ୍‌ଘାଟନ କରିଛନ୍ତି...

ଦୁଆରଶୁଣୀ ଘାଟିରେ ଓଲଟିଲା ଟ୍ରକ୍‌ : ୬ ମୃତ, ୧୦ ଗୁରୁତର 

ବାରିପଦା,୨୪।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ଦୁଆରଶୁଣୀଘାଟିରେ  ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରାନୁଷ୍ଠାନର ଲାଇଟ ଓ ସାଉଣ୍ଡ ବକ୍ସ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି । ଏଥିରେ  ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri