ରାଜ୍ୟ

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ାକେନ୍ଦୁଆ ଯାଇଛନ୍ତି।...

ଆସୁଛି ବଡ଼ ଲଘୁଚାପ: ଏଥର ବର୍ଷାରେ ଭିଜିବ ଦଶହରା…

ଭୁବନେଶ୍ୱର,୨୯।୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା...

ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ ନିଯୁକ୍ତି ପାଇବେ। ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ଗୁରୁତ୍ୱ ଦିଆଯିବ...

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି ନାମୀଦାମୀ ବାଇକ୍‌ ଧରିବାରେ ସକ୍ଷମ ହୋଇଛି। ତିନିଦିନ ତଳେ ରାତିରେ ପାରଳାଖେମୁଣ୍ଡି ପୋଲିସ...

ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍‌ କ୍ୟାମ୍ପ୍‌ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ...

କାରରେ ପୁଳାପୁଳା ଟଙ୍କା : ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୯।୯: କାରରେ ପୁଳା ପୁଳା ଟଙ୍କା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଓମ୍‌ଫେଡ୍‌ ଛକ ନିକଟରେ। ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ ବେଳେ ଏକ କାରରୁ ୪ ଲକ୍ଷ ୭୭ ହଜାର ଟଙ୍କା ମିଳିଛି। ଘଟଣାରେ ଦିବ୍ୟଜ୍ୟୋତି...

ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୯: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ରବିବାର ସୂଚନା ଦେଇଛନ୍ତି।...

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ ପଏଣ୍ଟ ଆଦି ରହିଛି। ତେବେ ପର୍ଯ୍ୟଟକଙ୍କୁ ସବୁଠୁ ଅଧିକ ଆକୃଷ୍ଟ କରିଥାଏ ମିଡିୟୁବାନ୍ଦା...

କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ ବିଭାଗ ପକ୍ଷରୁ ଏହାକୁ ଉଦ୍ଧାର କରାଯାଇ ନିକଟସ୍ଥ ବାଉଁଶଗଡ଼ି ନଦୀରେ ଛଡ଼ାଯାଇଛି। ଏପରି...

ସଙ୍ଗଠନ ମଜଭୁତ କରିବାକୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର, ୨୯। ୯(ଅନୀଲ ଦାସ): ନୟାଗଡ଼ ଜିଲା ସାଙ୍ଗଠନିକ କର୍ମକର୍ତ୍ତା ସମ୍ମିଳନୀ ଶନିବାର ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇ ଜିଲାର କର୍ମକର୍ତ୍ତା, ନିର୍ବାଚିତ...

ଜିଲା ଭାଜପା ସଭାପତିଙ୍କୁ କୋଣଠେସା: ହେଉଛି ଚର୍ଚ୍ଚା

ସମ୍ବଲପୁର, ୨୯। ୯(ଭବାନୀ ଶଙ୍କର ଭୋଇ): ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଏମ୍‌ପି ବୈଜୟନ୍ତ ପଣ୍ଡା ଶନିବାର ସମ୍ବଲପୁର ଗସ୍ତରେ ଆସି ସଦସ୍ୟତା ଅଭିଯାନରେ ସାମିଲ ହୋଇଥିଲେ। ସମ୍ବଲପୁର ହାଟପଡ଼ା, ଜେଲଛକ ଆଦି ସ୍ଥାନରେ ସ୍ଥାନୀୟ ଲୋକଙ୍କୁ ଅନଲାଇନ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri