ରାଜ୍ୟ

ଧାନ କଟ୍‌ନୀକୁ ବିରୋଧ: ପାକ୍ସରେ ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ଗୁଡ୍‌ଭେଲା,୧୮ା୧(ମନୋଜ କୁମାର ଜୈନ): ବଲାଙ୍ଗୀର ଜିଲା ଗୁଡ୍‌ଭେଲା ବ୍ଲକ ଅଧୀନ ନୂଆପଡ଼ା ପାକ୍ସରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ବିନା କଟ୍‌ନୀରେ ଧାନ ଉଠି ପାରିବନି ଜାଣିବା ପରେ ନୂଆପଡ଼ା ଗ୍ରାମର ଅଶୋକ ମେହେର(୩୫) ବିଷ ପିଇବାକୁ ଉଦ୍ୟମ କରିଥିଲେ।...

କନିଷ୍ଠ ଶିକ୍ଷକ ପରୀକ୍ଷା ଫଳକୁ ନେଇ ବଢ଼ୁଛି ଅସନ୍ତୋଷ; ସ୍ପଷ୍ଟୀକରଣ ଦେଲା OSEPA

ଭୁବନେଶ୍ୱର,୧୮।୧: କନିଷ୍ଠ ଶିକ୍ଷକ(ସ୍କିମାଟିକ) ଲିଖିତ ପରୀକ୍ଷା ଫଳ ପ୍ରକାଶ ପରେ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ପ୍ରାର୍ଥୀଙ୍କ ସମୁଦାୟ ମାର୍କ ପ୍ରକାଶ କରିବା, ନର୍ମାଲାଇଜେସନ୍‌ ପ୍ରକ୍ରିୟା ଓ ମାର୍କ ପ୍ରକାଶ କରିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କ ମାର୍କକୁ ସାର୍ବଜନୀନ...

ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ: ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

କଟକ,୧୮ା୧ (କାର୍ତ୍ତିକ ସାହୁ) ଜଣେ ୬ ବର୍ଷ ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ନିର୍ଯାତନା ମାମଲାର ବିଚାର କରି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଗୁରୁବାର ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ତଣ୍ଡିତ କରିଛନ୍ତି।...

ଏପ୍ରିଲ ୩୦ ସୁଦ୍ଧା ସରିବ ନାଟମଣ୍ଡପ ମରାମତି

କଟକ,୧୮ା୧(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାର୍ଯ୍ୟ ୨୦୨୪ ଏପ୍ରିଲ ୩୦ ତାରିଖ ମଧ୍ୟରେ ଶେଷ ହେବ ବୋଲି ଆମିକସ୍‌ କ୍ୟୁରି ହାଇକୋର୍ଟରେ ଗୁରୁବାର ରିପୋର୍ଟ ଦାଖଲ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନିଯୁକ୍ତ ଆମିକସ୍‌ କ୍ୟୁରି ନାଟମଣ୍ଡପ...

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ଅଧା ଦିନ ବନ୍ଦ ରହିବ ଓଡ଼ିଶା ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୧: ରାମ ମନ୍ଦିରର ଉଦ୍‌ଘାଟନ ଦିନ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା ପରେ ଓଡ଼ିଶା ସରକାର ମଧ୍ୟ ସମାନ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୨୨ ରେ ରାଜ୍ୟ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ରହିବ।...

ଗୁରୁତର ଉଦ୍ଧାର କିନ୍ନରଙ୍କ ଚାଲିଗଲା ଜୀବନ, ହତ୍ୟା ଅଭିଯୋଗ ଆଣିଲେ ସାଥୀ

ବଡବିଲ,୧୮।୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣୀ ଥାନା ଅଧୀନ ଡର୍ବି ଛକରୁ ଗତ ସୋମବାର ସନ୍ଧ୍ୟାରେ ବଡବିଲ ଷ୍ଟେଶନ ରୋଡ ଅଞ୍ଚଳରେ ରହୁଥିବା କିନ୍ନର ସିନୁ ନାଏକ(୩୫)ଙ୍କୁ ମୁମୂର୍ଷୁ ଅବସ୍ଥାରେ ବଲାଣୀ ପୋଲିସ ଉଦ୍ଧାର କରିଥିଲା। ବୁଧବାର କେନ୍ଦୁଝର ଜିଲା...

ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଜଗନ୍ନାଥ ଏକ୍ସପ୍ରେସ୍‌‌ ବସ୍‌‌ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧: ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଜଗନାଥ ଏକ୍ସପ୍ରେସ୍‌‌ ବସ୍‌‌ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ଭୁବନେଶ୍ୱର ଦେଇ ପୁରୀକୁ ଶୀତତାପ ନିୟନ୍ତ୍ରିତ ବସ୍‌‌ ଚାଲିବ। ଆସନ୍ତା ୨୨ ତାରିଖରୁ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପୁରୀ ଶ୍ରୀମନ୍ଦିରକୁ...

ଗୁରୁଚାପ ବଳୟ ସକ୍ରିୟ: ଉପକୂଳ ଅଞ୍ଚଳରେ ଘନକୁହୁଡ଼ି

ଭୁବନେଶ୍ୱର,୧୮ା୧(ଅସମାପିକା ସାହୁ): ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘନକୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଓଡ଼ିଶାକୁ କୁହୁଡ଼ି କବଳିତ...

ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ ଘୋଷଣା କଲା ଭାଜପା

ଭୁବନେଶ୍ୱର,୧୮ା୧: ରାଜ୍ୟ ଭାଜପାର ବିଭିନ୍ନ ମୋର୍ଚ୍ଚା ପାଇଁ ଗୁରୁବାର ପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ସେମାନଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରୁ ଦଳର ବରିଷ୍ଠ ନେତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ...

୪ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ବରଗଡ଼,୧୮ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ମେଲଛାମୁଣ୍ଡା ଥାନା ବିର୍ଜାମ ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ୪ ଶ୍ରମିକଙ୍କ ଉପରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ନଳକୂପ ଖୋଳିବା...

ଡାହାଣୀ ସନ୍ଦେହରେ ଭାଉଜଙ୍କୁ ହାଣି ହତ୍ୟା କଲେ ଦିଅର

ବାରିପଦା,୧୮ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଲହଣ୍ଡାକଚା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଡାହାଣୀ ସନ୍ଦେହରେ ମହିଳାଙ୍କୁ ଅତି ନୃଶଂସ ଭାବେ ହାଣି ହତ୍ୟା କରାଯାଇଥିବା ନେଇ ମୃତକାଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିଛନ୍ତି। ମୃତ...

ନମିତା ଅଗ୍ରଓ୍ବାଲଙ୍କ ଓଡ଼ିଆ ରାମ ଭଜନର ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୮।୧: ଜାନୁଆରୀ ୨୨ରେ ରାମମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ନେଇ ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ସମସ୍ତେ ସେହି ଦିନକୁ ଅପେକ୍ଷା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ଗାୟିକା ନମିତା ଅଗ୍ରଓ୍ବାଲଙ୍କ କଣ୍ଠରେ ରାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri