ରାଜ୍ୟ

ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର, ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ...

କାଲି ହେବନି ବସ ଧର୍ମଘଟ

ଭୁବନେଶ୍ବର ,୩୧।୧୦: ଭବାନୀପାଟଣାରେ ବୁଧବାର ଲକ୍ଷ୍ମୀ ବସର ଶୁଭାରମ୍ଭ ହେବ। ତେବେ ବୁଧବାର ଠାରୁ କଳାହାଣ୍ଡି ସମତେ ଆଖପାଖର ୧୦ ଜିଲାରେ ବସ ଗଡିବନି ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ତେବେ ବୁଧବାର ଡାକରା ଦିଆଯାଇଥିବା ରାଜ୍ୟର ୧୦...

ହାଇକୋର୍ଟ ଗଲେ ପ୍ରତାପ ଜେନା

କଟକ,୩୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟ ଗଲେ ବିଧାୟକ ପ୍ରତାପ ଜେନା। ତଳକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ପ୍ରତାପ। ସୂଚନାଯୋଗ୍ୟ, ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ମଙ୍ଗଳବାର କୋର୍ଟରେ ହାଜର ହୋଇନାହାନ୍ତି...

ମନୋଜଙ୍କ ପୋଲ୍ ଖୋଲିଲେ ପତ୍ନୀ ମାନା ମିଶ୍ର: କହିଲେ-‘ରାମ୍‌ ଫିଲ୍ମ ନ ଚାଲିବାରେ ଥାଇପାରେ ସ୍ୱାମୀଙ୍କ ସମ୍ପୃକ୍ତି’

ଭୁବନେଶ୍ୱର,୩୧।୧୦(ଶର୍ମିଷ୍ଠା ପାଣିଗ୍ରାହୀ)- ଓଲିଉଡରେ ଚାଲିଥିବା କଳି ଭିତରେ ଅଭିନେତା ମନୋଜ ମିଶ୍ରଙ୍କ ପତ୍ନୀ ମାନା ମିଶ୍ରଙ୍କ ସୋସିଆଲ ମିଡ଼ିଆ ମିଡିଆ ପୋଷ୍ଟ ଏବେ ଚର୍ଚ୍ଚାର ପରିସରକୁ ଆସିଛି । କଳିର ସମାଧାନ କରି ଶାନ୍ତିରେ କାମ କରିବାକୁ ପରାମର୍ଶ ଦେଇଛନ୍ତି...

ଆସୁଛି ଦୀପାବଳି; ମିଠା ତିଆରିରେ କ୍ଷତିକାରକ ସାମଗ୍ରୀ ବ୍ୟବହାର ରୋକିବାକୁ ସର୍ଭିଲାନ୍ସ ବଢାଇବ FSSAI

ନୂଆଦିଲ୍ଲୀ: ଆଗକୁ ଦୀପାବଳି ଆସୁଥିବା ବେଳେ ମିଠା ବିକ୍ରିରେ ବୃଦ୍ଧି ଦେଖିବାକୁ ମିଳିପାରେ। ଏହାର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଅଧିକ ଲାଭ ପାଇଁ ଶସ୍ତା ଅସ୍ୱାସ୍ଥ୍ୟକର ସାମଗ୍ରୀର ମିଶ୍ରଣ କରିପାରନ୍ତି। ଏଥିରେ ରୋକ ଲଗାଇବା ପାଇଁ ଭାରତୀୟ ଖାଦ୍ୟ...

ଦାରିଙ୍ଗବାଡିରେ ପ୍ରସ୍ତୁତ ହେବ ଜୈବିକ କଫି, ମଜା ନେବେ ପର୍ଯ୍ୟଟକ

ଦାରିଙ୍ଗବାଡି, ୩୧।୧୦ (ଅରୁଣ ସାହୁ) ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା ଶୀତ ପଡିବା ଆରମ୍ଭ ହୋଇସାରିଛ। ୧୫ ଡିଗ୍ରୀ ତଳେ ପାରଦ ରହୁଛ। ଶୀତର ମଜା ନେବା ପାଇଁ ଦଶହରା ପୂଜାଛୁଟି ଠାରୁ ଦାରିଙ୍ଗବାଡି଼କୁ ପର୍ଯ୍ୟଟକଙ୍କ...

IPS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୩୧।୧୦: ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୮ ବ୍ୟାଚ ଆଇପିଏସ ଅଫିସର ଅରୁଣ କୁମାର ରାୟଙ୍କୁ ସରକାରୀ ପ୍ରେସ ନିର୍ଦ୍ଦେଶକ ଭାବରେ...

ମାହାଙ୍ଗା ଡବଲ ମର୍ଡର: କୋର୍ଟରେ ହାଜର ହେଲେନି ବିଧାୟକ ପ୍ରତାପ ଜେନା

ମାହାଙ୍ଗା,୩୧/୧୦: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟରେ ହାଜର ହୋଇନାହାନ୍ତି ବିଧାୟକ ପ୍ରତାପ ଜେନା। ପ୍ରତାପ ନିଜେ ହାଜର ନହୋଇ ନିଜର ଓକିଲଙ୍କ ମାଧ୍ୟମରେ ସାଲେପୁର ଜେଏମଏଫସି କୋର୍ଟରେ ହାଜର ହୋଇଥିଲେ। ପ୍ରତାପଙ୍କ ଓକିଲ ଆଇପିସି ୨୦୫...

ତେଜିଲା ଅଭିନେତା ମନୋଜ ମିଶ୍ର ବ୍ୟାନ୍‌ ବିବାଦ: ନଭେମ୍ବର ୧୫ରେ କୋଶଲ ମହାବନ୍ଦ ଡାକରା

ବଲାଙ୍ଗୀର, ୩୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଅଭିନେତା ମନୋଜ ମିଶ୍ରଙ୍କୁ ଚଳଚ୍ଚିତ୍ର ପ୍ରୟୋଜକ ସଂଘର ଦୁଇବର୍ଷିଆ ବ୍ୟାନ୍‌ ଘୋଷଣାକୁ ନେଇ ଦେଖାଦେଇଥିବା ବିବାଦ ତେଜିବାରେ ଲାଗିଛି। ପଶ୍ଚିମ ଓଡ଼ିଶାର କେତେକ ଶୀର୍ଷ ରାଜନେତାଙ୍କ ବୟାନବାଜି ପରେ କୋଶଲ ରାଏଜ୍‌ ମିଲିତ୍‌ କ୍ରିୟାନୁଷ୍ଠାନ...

ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର,୩୧।୧୦: ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ଶପଥ ନେଇଛନ୍ତି। ରାଜଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇକୋର୍ଟର ମୁଖ୍ୟ ବିଚାରପତି ନୂଆ ରାଜ୍ୟପାଳଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ମଣ୍ଡଳର ସଦସ୍ୟବୃନ୍ଦ...

ଜିଲାପାଳଙ୍କ କାର୍ଯ୍ୟାଳୟ ଗ୍ରୀଲ ତାଲା ଭାଙ୍ଗି ଚୋରି

ନବରଙ୍ଗପୁର,୩୧ା୧୦(ସଦାଶିବ ପ୍ରହରାଜ): ଜିଲାପାଳଙ୍କ କାର୍ଯ୍ୟାଳୟରେ ପଶି ଚୋରି କରିବାକୁ ମଧ୍ୟ ଭୟ କଲେନି ଚୋର। ଜିଲାପାଳଙ୍କ କାର୍ଯ୍ୟାଳୟ ସୁରକ୍ଷା ବଳୟରେ ଥିଲେ ମଧ୍ୟ ଏହା ଚୋରଙ୍କ ପାଇଁ କିଛି ଫରକ ପଡିନି। ସେମାନେ ତାଲା ଭାଙ୍ଗି ନିର୍ଭୟରେ ଚୋରି କରିଛନ୍ତି।...

କାର୍ତ୍ତିକ ଆରମ୍ଭ ହେଉ ହେଉ ପରିବା ଦର ଆକାଶଛୁଆଁ

ଖଣ୍ଡପଡା,୩୦ା୧୦(ଅଜୟ କୁମାର ମହାରଣା): କାର୍ତ୍ତିକ ମାସ ଆରମ୍ଭ ହେଉ ହେଉ ଖଣ୍ଡପଡ଼ା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଯାଇଛି। ଫଳରେ ବଜାରକୁ ପନିପରିବା କିଣିବାକୁ ଆସୁଥିବା ଖାଉଟିମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri