ରାଜ୍ୟ

ଚିଲିକାରେ ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ

ବାଲୁଗାଁ,୫ା୧(ସଂଗ୍ରାମ ପାଇକରାୟ):ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଗୁରୁବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତବର୍ଷ ଚିଲିକାରେ ୧୧ଲକ୍ଷ ୩୭ହଜାର ୭୫୯ ପକ୍ଷୀଙ୍କ ସମାଗମ ହୋଇଛି। ସେଥିମଧ୍ୟରୁ ୧୦୮ପ୍ରଜାତିର ୧୦ଲକ୍ଷ ୯୮ହଜାର ୮୧୩ଟି ବିଦେଶୀ ପକ୍ଷୀ ଥିବା ବେଳେ ସ୍ଥାନୀୟ...

୩ ବର୍ଷ ପରେ ଗଡ଼ିବ ଓଡ଼ିଶାର ଟାବ୍‌ଲୋ

ଭୁବନେଶ୍ୱର, ୫ା୧(ସୁନିତ୍‌ ମିଶ୍ର):ଆସନ୍ତା ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍‌ଲୋ) ଗଡ଼ିବାକୁ ଯାଉଛି। ଲଗାତର ୩ ବର୍ଷ ୨୦୨୧,୨୦୨୨ ଏବଂ ୨୦୨୩ ସାଧାରଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଦର୍ଶିତ କରିବାକୁ ଥିବା ପ୍ରଜ୍ଞାପନ ମେଢ଼କୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ...

ଷ୍ଟିୟରିଂ ଛାଡ଼ିବେ ୫ ଲକ୍ଷ ଡ୍ରାଇଭର

ଭୁବନେଶ୍ୱର,୫ା୧(ଅନିଲ ଦାସ):କେନ୍ଦ୍ର ସରକାରଙ୍କ ହିଟ୍‌ ଆଣ୍ଡ ରନ୍‌କୁ ନେଇ ହୋଇଥିବା ନୂଆ ଆଇନ ଓ ଦୀର୍ଘଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଓଡ଼ିଶା ଡ୍ରାଇଭର ସଂଘ ଆନ୍ଦୋଳନକୁ ଓହ୍ଲାଇଛି। ହିଟ୍‌ ଆଣ୍ଡ ରନ୍‌ ଆଇନକୁ ବିରୋଧ...

ଚର୍ଚ୍ଚାରେ ହାଇଟେକ୍‌ ହସ୍ପିଟାଲ ବିସ୍ଫୋରଣ ଘଟଣା:ଦିଲ୍ଲୀପ ମୃତ ନୁହନ୍ତି ଜୀବିତ

ଭୁବନେଶ୍ୱର,୫ା୧(ସତ୍ୟଜିତ୍‌ ରାଉତ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ହସ୍ପିଟାଲ୍‌ରେ ଗତ ୨୯ତାରିଖରେ ଏସି କମ୍ପ୍ରେସରରେ ଗ୍ୟାସ୍‌ ଭର୍ତ୍ତିବେଳେ ଘଟିଥିବା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର ଦିଲ୍ଲୀପ ସାମନ୍ତରାୟ ମୃତ ନୁହେଁ ବରଂ ଜୀବିତ ଥିବା ଶୁଣିବାକୁ...

ଭୋଜି କରିବାକୁ ଯାଇଥିବା ୨ ଭଉଣୀଙ୍କୁ ବଳାତ୍କାର ଉଦ୍ୟମ: ଧରାପଡ଼ିଲେ ୨ ଅଭିଯୁକ୍ତ

କୋକସରା,୪।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଏକ ଗ୍ରାମର ୨ ଭଉଣୀ ନିଜ ଚାକର ସହ ନୂଆବର୍ଷରେ ଗାଁନିକଟରେ ଥିବା ଡଙ୍ଗରିକୁ ବଣଭୋଜି କରିବାକୁ ଯାଇଥିଲେ। ସାନ ଭଉଣୀ ଏକୁଟିଆ ଫଟୋ ଉଠାଉଥିବା ସମୟରେ ୨ଜଣ...

ଡ୍ରେନ ସଫା କରିବାକୁ କହିବାରୁ ସରପଞ୍ଚଙ୍କୁ ମାଡ଼ ମାରିଲେ ବ୍ୟବସାୟୀ

କେସିଙ୍ଗା,୪।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଉତ୍କେଲା ଗ୍ରାମପଞ୍ଚାୟତ ପକ୍ଷରୁ ଆସନ୍ତା ଶୁକ୍ରବାର କଳାହାଣ୍ଡି ଉତ୍ସବ ପାଳନ ନିମନ୍ତେ ପଞ୍ଚାୟତରେ ଗୁରୁବାର ସଫେଇ କାର୍ଯ୍ୟ ଚାଲିଥିଲା। ସେତିକିବେଳେ ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ବ୍ୟବସାୟୀ କରୁଥିବା...

ମହାସଂଘର ନିଷ୍ପତ୍ତି: ଷ୍ଟିଅରିଂ ଛାଡ଼ି ଘରେ ବସିବେ ଡ୍ରାଇଭର

ସମ୍ବଲପୁର,୪ା୧(ଭବାନୀ ଶଙ୍କର ଭୋଇ): ହିଟ ଆଣ୍ଡ ରନ ମାମଲାରେ କେନ୍ଦ୍ର ସରକାର କଠୋର ନିୟମ ଆଣି ୧୦ବର୍ଷ ଜେଲ ଓ ୭ ଲକ୍ଷ ଅର୍ଥଦଣ୍ଡ ପାଇଁ ଆଇନରେ ବ୍ୟବସ୍ଥା କରିଛନ୍ତି। ପୂର୍ବରୁ ଦୁର୍ଘଟଣା ଘଟାଉଥିବା ଡ୍ରାଇଭରଙ୍କୁ ଶୀଘ୍ର ଜାମିନ ମିଳିଯାଉଥିବା...

ମା’ଙ୍କୁ ହରାଇଥିଲେ, ଏବେ ବାପା ଚାଲିଗଲେ: ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଟିଏ ନାହିଁ

କେନ୍ଦୁଝର,୪।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ୨୧ ନମ୍ବର ୱାର୍ଡ ବ୍ରାହ୍ମଣୀ ଗାଁର ମା’ବାପା ଛେଉଣ୍ଡ ମହେଶ ନାଏକ (୮) ଙ୍କୁ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ସାମାଜିକ ସଂଗଠନ ପକ୍ଷରୁ ଦାବି କରାଯାଇଛି। ତାଙ୍କର ମା’ ୨୦୨୨...

ବୋର୍‌ୱେଲରୁ ଉଦ୍ଧାର ଶିଶୁକନ୍ୟାଙ୍କ ଆଜୀବନ ପାଠପଢ଼ା ଖର୍ଚ୍ଚ ବହନ କରିବେ ଭିମ୍‌ସାର ଭେଷଜ ବିଶେଷଜ୍ଞ ଡା. ରାମଚନ୍ଦାନୀ

ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଲାରିପାଲି ଗ୍ରାମର ଶ୍ରୀରାମବୁଢ଼ା ଜଙ୍ଗଲ ମଧ୍ୟରେ ଥିବା ପରିତ୍ୟକ୍ତ ବୋର୍‌ୱେଲରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟାଙ୍କ ମା’ କଟକ ଏସ୍‌ସିବିରୁ ଡିସ୍‌ଚାର୍ଜ ହୋଇଛନ୍ତି। ହେଲେ ଶିଶୁ କନ୍ୟାକୁ ସେ ପାଖରେ ରଖିବା ପାଇଁ...

ଡିଜିଟାଲ ଆର୍ଟ କରି ଅଞ୍ଚଳରେ ପ୍ରଶଂସା ସାଉଁଟୁଛନ୍ତି ନିହାର

ଦାରିଙ୍ଗବାଡ଼ି,୪ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବଜାରର ନିହାର ରଞ୍ଜନ ସାହୁ ନିଜ ମୋବାଇଲରେ ଡିଜିଟାଲ ଆର୍ଟ କରି ଏବେ ଦାରିଙ୍ଗବାଡ଼ି ସମେତ ବିଭିନ୍ନ ସ୍ଥାନରେ ପରିଚୟ ସୃଷ୍ଟି କରିଛନ୍ତି। ପଲିଟେକ୍ନିକାଲରେ ଡିପ୍ଲୋମା କରିବା ପରେ ସେ ରାଜ୍ୟ ବାହାରେ...

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ଅସମାପିକା ସାହୁ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ...

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା,୪ା୧(ପ୍ରଭାତ ପାଣିଗ୍ରାହୀ): ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍‌ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍‌ ଜଳ ଭାଗରେ, ୨ଟି ଟିମ୍‌ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍‌,ବାଲୁଗାଁରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri