ରାଜ୍ୟ

ଚାରି ବର୍ଷର ଶିଶୁ କନ୍ୟାକୁ ହତ୍ୟା କରି ମାଟି ତଳେ ପୋତିଦେଲେ ମାଆ

ବାଲିଗୁଡ଼ା,୧୭।୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): ଚାରି ବର୍ଷର ଶିଶୁ କନ୍ୟାକୁ ହତ୍ୟା କରିଛି ନିଜ ଜନ୍ମ କଲା ମାଆ । ଏପରି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ...

ରୋଗୀ ଲହୁଲୁହାଣ

ଦିଗପହଣ୍ଡି,୧୭।୧୦(ସଞ୍ଜୀବ କୁମାର ପାତ୍ର) ୫୭ ବର୍ଷିୟ ବ୍ୟକ୍ତିଙ୍କୁ କେହି ଜଣେ ଅଜଣା ଧାରୁଆ ଅସ୍ତ୍ର ସାହାଯ୍ୟରେ ଆକ୍ରମଣ କରି ଲହୁଲୁହାଣ କରିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ସ୍ଥଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦିଗପହଣ୍ଡି...

ସୁପ୍ରିମକୋର୍ଟଙ୍କ ରାୟ ପରେ ଏମିତି କହିଲେ ଦୂତି

ଭୁବନେଶ୍ୱର,୧୭।୧୦ : ସମଲିଙ୍ଗୀ ସମ୍ପର୍କକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଛନ୍ତି। ଏହାକୁ ନେଇ ଆଥ୍‌ଲେଟ୍‌ ଦୂତି ଚାନ୍ଦ ନିଜର କ୍ଷୋଭ ପ୍ରକାଶ କରିଛନ୍ତି। ସେ ସୁପ୍ରିମକୋର୍ଟଙ୍କ ଏହି ରାୟକୁ ଗ୍ରହଣ କରିପାରି ନାହାନ୍ତି। ସେ କହିଛନ୍ତି ମୁଁ...

ଗୋରୁ ଗାଡି ଧରିଲେ ଗ୍ରାମବାସୀ, ଏନଏଚ ୪୯ ପାଲଟିଛି ଗୋ ମାଫିଆଙ୍କ ପାଇଁ ସୁରକ୍ଷିତ ପଥ

କେନ୍ଦୁଝର, ୧୭।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ) : ରବିବାର ରାତିରେ ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ଛକ ନିକଟରେ ଏନଏଚ ୪୯ରେ ପାଲଲହଡା ଆଡୁ କେନ୍ଦୁଝର ଦେଇ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ଏକ ଗୋରୁ ବୋଝେଇ ଟ୍ରକକୁ ସ୍ଥାନୀୟ ଲୋକମାନେ...

୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ବିଗିଡ଼ିପାରେ ପୂଜା ମାହୋଲ!

ଭୁବନେଶ୍ୱର, ୧୭।୧୦: ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତନଠାରୁ ୪.୫ କିମି ଉଚ୍ଚରେ...

ବିଧାୟକଙ୍କ ପାଖରେ ମୋରଡା ବ୍ଲକର ହିସାବ ନାହିଁ

ମୋରଡ଼ା,୧୭।୧୦(ସ୍ମାରକ ମାଜୀ): ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଗ୍ରାମାଞ୍ଚଳର ବିକାଶ ପ୍ରକ୍ରିୟା ଆଗକୁ ହେବାକୁ ଥିବା ବେଳେ ଆଜି ମୟୁରଭଞ୍ଜ ଜିଲାରେ ଏହାର ଶୁଭାରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ମୋରଡ଼ା ବ୍ଲକ ଅଧୀନ ପାଟପୁରସ୍ଥିତ...

୩ଟି ଜିଲାର ୨୩ଟି ବିକାଶମୂଳକ ପ୍ରକଳ୍ପ ପାଇଁ ୨୬୩ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର,୧୭।୧୦(ଅସମାପିକା ସାହୁ):  ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲାରେ ଯୋଜନାର ଶୁଭାରମ୍ଭ କରିଛନ୍ତି ।   ଯୋଜନା ଅନୁଯାୟୀ ପ୍ରତି ପଞ୍ଚାୟତ...

କଳାହାଣ୍ଡିରେ ଗଡ଼ିବ ୬୩ଟି ଲକ୍ଷ୍ମୀ ବସ୍‌: ଜାଣନ୍ତୁ କେବେ କରିବେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ

ଭବାନୀପାଟଣା,୧୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ୧୩ଟି ବ୍ଲକରେ ଗଡିବ ରାଜ୍ୟ ସରକାରଙ୍କ ୬୩ଟି ଲକ୍ଷ୍ମୀ ବସ୍‌। ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ପରେ ଜିଲାରେ ଗଡ଼ିବ ଲକ୍ଷ୍ମୀ ବସ୍‌। ମାସ ଶେଷ...

ଏବେ ଭୟଙ୍କର ସ୍ଥିତିରେ ଲମ୍ଫି ଭାଇରସ୍‌

କୁତ୍ରା,୧୬ା୧୦(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅଞ୍ଚଳରେ ମାଡି ଚାଲିଛି ଲମ୍ଫି ଭାଇରସ୍‌। ଏହି ଭାଇରସ୍‌ ଅଞ୍ଚଳରେ ଗତ ୩ମାସରୁ ଊର୍ଦ୍ଧ୍ୱ ହେବ ଦେଖାଦେଇଛି। ଏଥିରେ ଏକାଧିକ ଗୋରୁ ମୃତ୍ୟୁବରଣ କରିଥିବାବେଳେ ସୋମବାର ପୁଣି ଏକ ଗୋରୁ ଦେହରେ...

ଘରେ ଘରେ ଲୋକଙ୍କୁ ଜ୍ୱର

ଖଣ୍ଡପଡା,୧୭ା୧୦(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଲକ ଅଞ୍ଚଳରେ ଜ୍ୱରରେ ଶତାଧିକ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ଜଣାପଡିଛି। ପ୍ରତ୍ୟେକ ଘରେ ୨ରୁ ୩ଜଣ ବ୍ୟକ୍ତି ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ଏହାର ସୁଯୋଗ ନେଇ ଗଁା ଗଣ୍ଡାରେ କ୍ୱାକ୍‌ଙ୍କ ପ୍ରାର୍ଦୁଭାବ ବେଳକୁ ବେଳ...

ଗାଁରେ ବିକ୍ରି ହେଉଛି ଜଙ୍ଗଲୀ ପ୍ରାଣୀଙ୍କ ମାଂସ

ନୟାଗଡ଼,୧୭।୧୦(ଲୋକନାଥ ମିଶ୍ର): ସଙ୍କଟରେ ବନ୍ୟପ୍ରାଣୀ। ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ, ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ଥିବା ବିଭିନ୍ନ ଜଙ୍ଗଲରେ ବନ୍ୟପ୍ରାଣୀ ସୁରକ୍ଷିତ ନୁହନ୍ତି।...

ଲୁଟ୍‌ ଟଙ୍କାକୁ କ୍ଲବ୍‌ରେ ଉଡ଼ାଉଥିଲେ କ୍ରାଇମ୍‌ କୁଇନ୍‌ ମୁସ୍କାନ

ଭୁବନେଶ୍ୱର,୧୭।୧୦(ସୂର୍ଯ୍ୟକାନ୍ତ ବେହେରା):ରୂପ ଦେଖାଇ ଟ୍ରେନ୍‌ ଯାତ୍ରୀ ଓ ଯବାନଙ୍କୁ ଫସାଇ ନିଶା ଦେଇ ଲୁଟ୍‌ ଘଟଣାରେ ଗିରଫ ହୋଇଥିବା କ୍ରାଇମ୍‌ କୁଇନ୍‌ ମୁସ୍କାନ ଓରଫ ସାରିଫ ଖାନ୍‌ଙ୍କ ସହ ୩ ସହଯୋଗୀ ଏବେ ଜେଲ୍‌ରେ ଅଛନ୍ତି। ମୁସ୍କାନ ଓ ତାଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri