ରାଜ୍ୟ

ଲାଞ୍ଚ ଟଙ୍କାରେ ଫ୍ଲାଟ୍‌ କିଣି ମା’ଙ୍କୁ ଉପହାର

ଭୁବନେଶ୍ୱର,୧୭।୧୦(ସତ୍ୟଜିତ୍‌ ରାଉତ):ଜାହାଜ କର୍ମଚାରୀଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ସିବିଆଇ ଦ୍ୱାରା ଗିରଫ ହୋଇଥିବା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନ (ପିଏଚ୍‌ଓ)ର ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ ବହୁ ଗୁମର ଫିଟିବାରେ ଲାଗିଛି। ସୋମବାର ଦ୍ୱିତୀୟ ପର୍ଯ୍ୟାୟ...

ଓଡିଏମ୍‌ ଓଡ଼ିଶାର ଶ୍ରେଷ୍ଠ ବିଦ୍ୟାଳୟ

ଭୁବନେଶ୍ୱର,୧୭।୧୦(ଅନୁରାଧା ମହାରଣା):ଏଜୁକେଶନ ଓ୍ବାଲର୍‌ଡ ଗ୍ରାଣ୍ଡ ଜ୍ୟୁରୀ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗସ୍‌ ୨୦୨୩-୨୪ ରେ ଓଡିଏମ ପବ୍ଲିକ୍‌ ସ୍କୁଲକୁ ସଫଳତା ମିଳିଛି। କୋ-ଏଡ୍‌ ଡେ ବୋର୍ଡିଙ୍ଗ ସ୍କୁଲ ବର୍ଗରେ ସାରା ଦେଶରେ ଏହି ସ୍କୁଲ ୯ମ ସ୍ଥାନରେ ରହିଛି। ସେହିପରି କ୍ୟାରିଅର...

ରାଜଧାନୀରେ ଉପୁଜିପାରେ କଞ୍ଚା ପରିବା ସଙ୍କଟ

ଭୁବନେଶ୍ୱର, ୧୭।୧୦ (ବନ୍ଦନା ସେଠୀ):ଆସନ୍ତା ୨୦ ତାରିଖରୁ ରାଜଧାନୀରେ କଞ୍ଚା ପରିବା ସଙ୍କଟ ଦେଖାଦେଇପାରେ। କାରଣ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ୟୁନିଟ-୧ ପରିବା ହାଟ। ଏନେଇ କଞ୍ଚା ପରିବା ବ୍ୟବସାୟୀ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିବାବେଳେ ଏଥିରେ...

ମାସର ଗୋଟିଏ ସୋମବାର କଲେଜ ଛାତ୍ରୀଛାତ୍ର ଶୁଣିବେ ହକି ଗାଥା

ଭୁବନେଶ୍ୱର,୧୭।୧୦(ଅନୁରାଧା ମହାରଣା):କଲେଜ ଛାତ୍ରୀଛାତ୍ର ଭାରତୀୟ ହକିର ଗୌରବମୟ ଇତିହାସ ଓ ସଫଳତାର ଗାଥା ଶୁଣିବେ। ପ୍ରତି ସୋମବାର କଲେଜରେ ପିଲାଙ୍କୁ ଏକାଠି କରି ବାର୍ତ୍ତା ଦିଆଯିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହରେ ନିଷ୍ପତ୍ତି ହୋଇଥିଲା। ମାତ୍ର...

ଚିଲିକାରେ ଚାଲିବ ସୌରଚାଳିତ ବୋଟ୍‌

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର):ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରିଚାଳିତ ବୋଟ୍‌। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘଦିନର ପ୍ରସ୍ତାବିତ...

ନଗଡ଼ାରେ ବାଘ ଆତଙ୍କ

କଳିଆପାଣି,୧୭ା୧୦(ଅସିତ୍‌ ମହାନ୍ତ): ସମ୍ପ୍ରତି ବନ ବିଭାଗର ବାଘ ଗଣନା କାର୍ଯ୍ୟକ୍ରମ ଚାଲିଛି । ହେଲେ ଯାଜପୁର ଓ ଢ଼େଙ୍କାନାଳ ଜିଲା ସୀମାନ୍ତ ନାଗଡ଼ା ଅଞ୍ଚଳରେ କଲରାପତରିଆ ବାଘ ରହିଥିବା ପାଦ ଚିହ୍ନରୁ ସୂଚନା ମିଳିଛି। ଦୈତାରୀ ସଂରକ୍ଷିତ ଜଙ୍ଗଲରେ ଗତବର୍ଷ...

ନିୟମିତ ହେବ ସମସ୍ତ ମିନି ଅଙ୍ଗନଓ୍ବାଡି

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ)-ରାଜ୍ୟରେ ଥିବା ସମସ୍ତ ୭୫୭୯ ମିନି ଅଙ୍ଗନଓ୍ବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନଓ୍ବାଡି କେନ୍ଦ୍ର ଭାବେ ପରିଣତ କରାଯିବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି...

ଗୋଟିଏ ସୋମବାର କଲେଜ ଛାତ୍ରୀଛାତ୍ର ଶୁଣିବେ ହକି ଗାଥା

ଭୁବନେଶ୍ୱର,୧୬।୧୦(ଅନୁରାଧା ମହାରଣା): କଲେଜ ଛାତ୍ରୀଛାତ୍ର ଭାରତୀୟ ହକିର ଗୌରବମୟ ଇତିହାସ ଓ ସଫଳତାର ଗାଥା ଶୁଣିବେ। ପ୍ରତି ସୋମବାର କଲେଜରେ ପିଲାଙ୍କୁ ଏକାଠି କରି ବାର୍ତ୍ତା ଦିଆଯିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହରେ ନିଷ୍ପତ୍ତି ହୋଇଥିଲା।...

ଲାଞ୍ଚ ଟଙ୍କାରେ ଫ୍ଲାଟ୍‌ କିଣି ମା’ଙ୍କୁ ଉପହାର ଦେଲେ

ଭୁବନେଶ୍ୱର,୧୬।୧୦(ସତ୍ୟଜିତ୍‌ ରାଉତ): ଜାହାଜ କର୍ମଚାରୀଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ସିବିଆଇ ଦ୍ୱାରା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନ (ପିଏଚ୍‌ଓ)ର ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ ଗିରଫ ହୋଇଥିଲେ।  ବର୍ତ୍ତମାନ ତାଙ୍କ ବହୁ ଗୁମର ଫିଟିବାରେ ଲାଗିଛି।...

ଆତଙ୍କ ଚଲାଉଥିଲେ ଭାଇ ଗ୍ୟାଙ୍ଗ: ଧରାପଡ଼ିଲେ ତିନି

ପୁରୁଷୋତ୍ତମପୁର,୧୬।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦୀର୍ଘଦିନ ହେଲା ଆତଙ୍କ ଚଲାଉଥିବା ଭାଇ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଏହାକୁ ନେଇ ଲୋକେ ଏକ ପ୍ରକାର ଆଶ୍ୱସ୍ତି ହୋଇଛନ୍ତି। ଗୁରୁବାର ରାତିରେ ଅମୁଣିଆ ସାହିରେ ବୃନ୍ଦାବନ...

ମୋବାଇଲ ଭାଙ୍ଗି ଦେବାରୁ ଜୀବନ ନେଇଗଲା ସାଙ୍ଗ

ଚାନ୍ଦବାଲି,୧୬।୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମାଧପୁର ପଞ୍ଚାୟତ ଅଣଖାସାହି ଗାଁରେ ଶୁକ୍ରବାର ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ରବିବାର ପୋଲିସ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଚନ୍ଦବାଲି ବ୍ଳକ ଅନ୍ତର୍ଗତ...

୫୨୦ ଗ୍ରାମ ବ୍ରାଉନସୁଗାର ଜବତ: ଧରାପଡ଼ିଲେ କୋର୍ଟ ପିଅନ

କେନ୍ଦୁଝର,୧୬।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): (୦୩) ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବ୍ରାଉନସୁଗାର କାରବାର ଉପରେ ଧରପଗଡ଼ ଆରମ୍ଭ କରିଛି। ସମ୍ପୃକ୍ତ ଟିମ୍‌ ଟାଉନ୍‌ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ଏକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri