ରାଜ୍ୟ

ମାଲକାନଗିରିରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ: ୧୦ ଟଙ୍କା ଦେଇ ବସ୍‌ରେ ଯାତ୍ରା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ/ନୃସିଂହ ଚରଣ ମହାନ୍ତି): ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଗୁରୁବାର ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍‌ କିଣି ମାଲକାନଗିରିରୁ ଏମ.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି...

ମହିଳାଙ୍କୁ ହତ୍ୟା, ଡ୍ରାଇଭର ଅଟକ

ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)୧୨।୧୦: ଗୋଶାଣୀନୁଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ସୌଦାମିନୀ ରଥ (ଶିଶୁ ମଙ୍ଗଳ କମିଟି ସଦସ୍ୟା)ଙ୍କୁ ହତ୍ୟା କରାଯାଇଛି। ସୌଦାମିନୀ କୌଣସି ଏକ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ଉକ୍ତ...

ଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷ

ଅସ୍ତରଙ୍ଗ, ୧୨।୧୦ (ପ୍ରଦୀପ୍ତ କୁମାର ଦୀକ୍ଷିତ)ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା କୁକୁଡ଼ା ଫାର୍ମ କରି ଉଦାହରଣ ସାଜିଲେ ମହିଳା ଉଦ୍ୟୋଗୀ। ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ କୋରଣା ପଞ୍ଚାୟତ ତିରିକଣା ଗ୍ରାମରେ ନୂତନ ଜ୍ଞାନକୌଶଳରେ ଆରମ୍ଭ ହୋଇଛି କୁକୁଡ଼ା ଚାଷ।...

ଧାର୍ଯ୍ୟ ସମୟ ଶେଷ ପରେ ବି କାମ ସରିନି

କୃଷ୍ଣପ୍ରସାଦ, ୧୨ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ)କୃଷ୍ଣପ୍ରସାଦ ଅଞ୍ଚଳକୁ ୩ପାର୍ଶ୍ୱରୁ ଲବଣାକ୍ତ ହ୍ରଦ ଚିଲିକା ଏବଂ ଅନ୍ୟ ଏକ ପାର୍ଶ୍ୱରୁ ବଙ୍ଗୋପସାଗର ଘେରି ରହିଛି। ଚତୁଃଦିଗରୁ ଜଳରାଶି ଘେରି ରହିଥିଲେ ମଧ୍ୟ ଲବଣାକ୍ତ ଯୋଗୁ ତାହା ପାନୀୟ ଉପଯୋଗୀ ହୋଇପାରୁନାହିଁ। ଏଥିଯୋଗୁ କୃଷ୍ଣପ୍ରସାଦବାସୀଙ୍କ...

ତିରିମଲ ଗ୍ରାମରେ ବାଣ ବିସ୍ଫୋରଣ

ଜଟଣୀ,୧୨ା୧୦(ରବୀନ୍ଦ୍ରନାଥ ମହାକୁଡ଼)ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ତିରିମଲ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଣ ବିସ୍ପୋରଣ ଘଟିଛି। ଏଥିରେ ଗୋଟିଏ ବାଛୁରୀର ମୃତ୍ୟୁ ହୋଇଥିବାବେଳେ ବାଣ ପ୍ରସ୍ତୁତକାରୀଙ୍କ ଘରଛାତ ଉଡ଼ିଯିବା ସହ ପରିବାରର ୩ଜଣ ଗୁରୁତର ଆହତ ହୋଇଛନ୍ତି।...

ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର

କଟକ,୧୨ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଚଳିତବର୍ଷ ପ୍ରତ୍ୟେକ ପୂଜା ମଣ୍ଡପରେ ବିଦ୍ୟୁତ୍‌ ମିଟର ଲଗାଯିବ। ଏନେଇ ବିଦ୍ୟୁତ୍‌ ବିତରକ କମ୍ପାନୀ ଟାଟା ପାୱାର୍‌ ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହାକୁ ନେଇ ପୂଜା କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ...

ଗଛ କାଟି ଖାନ୍‌ନଗର ରିଂରୋଡ୍‌ ପ୍ରଶସ୍ତୀକରଣ

କଟକ,୧୨ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦିନେ ଯେଉଁ ରାସ୍ତାର ସବୁଜିମା ଲୋକଙ୍କୁ କଟକ ବାହାର ସ୍ଥାନକୁ ନେବା ଭଳି ଅନୁଭୂତି ଦେଉଥିଲା ତାହା ବର୍ତ୍ତମାନ ଗଛଶୂନ୍ୟ ହୋଇଯିବ। ଏବେ ଉନ୍ନତୀକରଣ ନାମରେ କଟାଚାଲିଛି ବହୁ ପୁରୁଣା ଗଛ। ରିଙ୍ଗରୋଡକୁ ୬ ଟିକିଆ କରିବା ନାମରେ...

ବର୍ଷାରେ ଖରିଫ ଧାନଚାଷ ବ୍ୟାପକ କ୍ଷତି

ଜଳେଶ୍ୱର, ୧୨ା୧୦(ରବିନାରାୟଣ ପାତ୍ର) ଗତ କିଛିଦିନ ତଳେ ଲଘୁଚାପଜନିତ ବର୍ଷାରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଞ୍ଚଳର ୧୧୫୭ ହେକ୍ଟର ଜମି ବୁଡ଼ିରହିଥିଲା। କ୍ଷୟକ୍ଷତି ଆକଳନ ଚାଲିଥିବା ବେଳେ ବହୁ ସ୍ଥାନରୁ ଚାଷ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ବର୍ଷା...

ଅସୁରକ୍ଷିତ ଗୁଣ୍ଡିଚା ମନ୍ଦିର; ଗଛ ଭର୍ତ୍ତି, ସଫା ପାଇଁ ଉଦ୍ୟମ ହେଉନି

ସୋନପୁର,୧୨।୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ସବୁଠୁ ଉଚ୍ଚ ଓ କାରୁକାର୍ଯ୍ୟପୂର୍ଣ୍ଣ ମନ୍ଦିର ହେଉଛି ଗୁଣ୍ଡିଚା ମନ୍ଦିର। ଏହି ମନ୍ଦିର ଉପରେ ଏବେ ବର ଓ ଅଶ୍ୱତଥ ଗଛ ଭର୍ତ୍ତି ହୋଇଗଲାଣି। ଗଛଗୁଡିକ ବଢି କ୍ରମେ ୪ରୁ ୫ଫୁଟ ହେଲାଣି। ଗଛର...

୬୦ବର୍ଷ ହେଲା ଗୋଟିଏ ପରିବାର ଗଢୁଛନ୍ତି ମୂର୍ତ୍ତି

ବ୍ରହ୍ମପୁର,୧୨ା୧୦(ସ୍ମୃତି ରଞ୍ଜନ ମହାଲିକ)ଦୁର୍ଗା ପୂଜା ପାଇଁ ରେଶମ ସହର ବ୍ରହ୍ମପୁର ଚଳଚଞ୍ଚଳ ହୋଇଛି। ବିଭିନ୍ନ ପୂଜା ମଣ୍ଡପରେ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଛି। ସହରର ବାରାକ୍ସ ଛକରେ ହେଉଥିବା ପୂଜା ଚଳିତବର୍ଷ ୬୦ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ବାରାକ୍ସ...

ବିଦ୍ୟାଳୟରେ ପିଇବା ପାଣି, ଶୌଚାଳୟ ସମସ୍ୟା

ରସୁଲପୁର,୧୨ା୧୦(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ଦୁର୍ଗାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଇବାପାଣି ଓ ଶୌଚାଳୟ ସମସ୍ୟା ଲାଗିରହିଛି। ତେଣୁ ଏହାର ତୁରନ୍ତ ସମାଧାନ ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ସେମାନେ ବିଦ୍ୟାଳୟ ପରିସରରେ ପହଞ୍ଚତ୍ ପ୍ରଧାନଶିକ୍ଷୟିତ୍ରୀ...

ସ୍ମୃତି ପାଇଁ ଆଶାର କିରଣ ସାଜିଲେ ମା’ଙ୍କ ସହପାଠୀ

ଖଣ୍ଡପଡ଼ା,୧୨ା୧୦(ଅଜୟ କୁମାର ମହାରଣା)ସମାଜରେ ବିଶ୍ୱନୀୟତା, ବନ୍ଧୁତା ଏବଂ ଆତ୍ମିୟତା କ୍ରମଶଃ ଦୂରେଇ ଯାଉଛି। ପ୍ରତି ମଣିଷ ନିଜର ବ୍ୟସ୍ତବହୁଳ ଜୀବନରେ ଅନ୍ୟର ଦୁଃଖ, ସୁଖ ପ୍ରତି ଦୃଷ୍ଟି ଦେବାକୁ ସମୟ ପାଉ ନାହାନ୍ତି। ହେଲେ ଖଣ୍ଡପଡ଼ା ବ୍ଳକ ଅଧୀନ କଣ୍ଟିଲୋ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri