ରାଜ୍ୟ

ଗଣତନ୍ତ୍ର ଏବେ ରଣତନ୍ତ୍ର ପାଲଟିଛି

ଢେଙ୍କାନାଳ,୭ା୧୦ (ରତନ ନାୟାର): ଗଣତନ୍ତ୍ର ଏବେ ରଣତନ୍ତ୍ର, ଜଣତନ୍ତ୍ର ଓ ଭୋଗତନ୍ତ୍ରରେ ପରିଣତ ହେଲାଣି। ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ”ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢି“ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ମୁଖ୍ୟ...

ରାହୁଲ ଗାନ୍ଧୀଙ୍କ ବିକୃତଚିତ୍ର ପ୍ରଦର୍ଶନ ବିରୋଧରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର, ୭।୧୦(ସୁନିତ୍‌ ମିଶ୍ର): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଶୁକ୍ରବାର ମୋଦି ସରକାରଙ୍କ ଘୃଣା ଓ ହିଂସା ରାଜନୀତି ପ୍ରତିବାଦରେ ବିକ୍ଷୋଭ କରାଯାଇଛି।...

ସିକିମ୍‌ରେ ଫସି ରହିଛନ୍ତି ନୀଳଗିରିର ସତ୍ୟସୁନ୍ଦର

ନୀଳଗିରି,୭ା୧୦(ପ୍ରଶାନ୍ତ ବିଶ୍ୱାଳ): ସିକିମରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାରେ ଫସି ରହିଛନ୍ତି ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଯୁବ ଇଞ୍ଜିନିୟର ସତ୍ୟସୁନ୍ଦର ବାରିକ। ତାଙ୍କ ସହ ବିଭିନ୍ନ ରାଜ୍ୟର ଆଉ ୭ଜଣ ଯୁବକ ଷ୍ଟାଫ୍‌ କ୍ୱାର୍ଟର୍ସରେ ଫସି ରହିଛନ୍ତି। ଚାରିଆଡେ ଖାଲି...

‘ରାଜ୍ୟକୁ ଉତ୍ସର୍ଗୀକୃତ ହେଲିକପ୍ଟର ଦିଆଯାଉ’

ଭୁବନେଶ୍ୱର,୭ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ମାଓବାଦୀ ସମସ୍ୟାର ମୁକାବିଲା ନିମନ୍ତେ ଭାରତ ସରକାରଙ୍କ ସହାୟତା ପାଇଁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ କିଛି ସମସ୍ୟା ଉପରେ ଭାରତ...

ଓଡ଼ିଶାରେ ଆରମ୍ଭ ହେବ ‘ୱାନ୍‌ ହେଲ୍‌ଥ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୭ା୧୦(ଅସମାପିକା ସାହୁ): ଓଡ଼ିଶାରେ ୱାନ୍‌ ହେଲ୍‌ଥ କାର୍ଯ୍ୟକ୍ରମ ଆରମ୍ଭ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ଦ୍ୱାରା ପ୍ରସ୍ତାବିତ ଏହି କାର୍ଯ୍ୟକ୍ରମକୁ ପାଇଲଟ ପ୍ରକଳ୍ପ ଆଧାରରେ ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା...

ସ୍ତନ କର୍କଟ ଭଲ କରିବ ନିମ୍ବପତ୍ର

ଭୁବନେଶ୍ୱର, ୭।୧୦(ଅସମାପିକା ସାହୁ): ନିମ୍ବପତ୍ର ସ୍ତନ କର୍କଟ ବା ବ୍ରେଷ୍ଟ୍‌ କ୍ୟାନ୍‌ସରକୁ ମୂଳପୋଛ କରିପାରିବ। କ୍ୟାନ୍‌ସର ଷ୍ଟେମ୍‌ ସେଲ୍‌କୁ ନିମ୍ବପତ୍ରରୁ ପ୍ରସ୍ତୁତ ଔଷଧ ମାରିଦେବ। ନିମ୍ବପତ୍ରରେ ଥିବା ନିମ୍ବୋଲାଇଡ୍‌ର ଏଭଳି ଗୁଣ ଥିବା ନେଇ ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ଭୁବନେଶ୍ୱର...

ପ୍ରତ୍ୟେକ ହକି ଖେଳାଳିଙ୍କୁ ମିଳିବ ୫ ଲକ୍ଷ

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ଚାଇନାରେ ଅନୁଷ୍ଠିତ ୧୯ତମ ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ହକି ଟିମ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରତ୍ୟେକ ଖେଳାଳି ଏବଂ ଦଳର ଅନ୍ୟ ସହଯୋଗୀଙ୍କ...

ଲୋକ ସଭା ନିର୍ବାଚନ ଲଢ଼ିବି

ଭୁବନେଶ୍ୱର, ୭।୧୦(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରୁ ଲୋକ ସଭା ନିର୍ବାଚନ ଲଢ଼ିବି। ଏଥିଲାଗି ଅନୁମତି ଦେବା ପାଇଁ ଦଳ ପାଖରେ ଅନୁରୋଧ କରିଥିବା ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେବା ଅବସରରେ କହିଛନ୍ତି।...

ନବଜାତଙ୍କ ଗୋଡରେ ଲାଗିବ ଟ୍ୟାଗ୍‌

ଭୁବନେଶ୍ୱର,୬।୧୦: କ୍ୟାପିଟାଲ ହସ୍ପିଟାଲ ଛୁଆ ଅଦଳବଦଳ ଅଭିଯୋଗ ଘଟଣା ପରେ ଏବେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏଣିକି ନବଜାତକଙ୍କ ଗୋଡରେ ଟ୍ୟାଗ ଲଗାଯିବ। ଅନ୍ୟପକ୍ଷେ ଡିଏନଏ ରିପୋର୍ଟ ଆସିବା ପରେ ହସ୍ପିଟାଲ ନିର୍ଦ୍ଦେଶକ କହିଲେ ଶିଶୁଙ୍କ ବାପାଙ୍କ ବିରୋଧରେ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ, ଡିସେମ୍ବର ସୁଦ୍ଧା ଶେଷ ହେବ ଶ୍ରୀସେତୁ, ଜଗନ୍ନାଥବଲ୍ଲଭ ପାର୍କିଂ ସେଣ୍ଟର କାର୍ଯ୍ୟ

ଭୁବନେଶ୍ୱର,୬ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ସଚିବ ଭି.କେ ପାଣ୍ଡିଆନ ଶୁକ୍ରବାର ପୁରୀ ଗସ୍ତରେ ଯାଇଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସଚିବ ଅଧିକାରୀ ଏବଂ ଏଜେନ୍ସିମାନଙ୍କୁ ଚଳିତବର୍ଷ ଡିସେମ୍ବର ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ...

ଭଉଣୀଙ୍କୁ ଗୁଳିକରି ହତ୍ୟା କଲେ ଭାଇ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ସୋମଗିରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟିଥିବା ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ନିଜ ଭଉଣୀକୁ ଗୁଳି ମାରି ହତ୍ୟା କରିବା...

ରେଫର ନ କରି ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କୁ ଘରକୁ ପଠାଇଲେ, ମୃତ୍ୟୁ ପରେ ଉତ୍ତେଜନା

ନୟାଗଡ଼,୬ା୧୦(ଲୋକନାଥ ମିଶ୍ର): ରେଫର ନ କରି ଜଣେ ଦୁର୍ଘଟଣା ରୋଗୀଙ୍କୁ ଡାକ୍ତର ଘରକୁ ପଠାଇଦେଲେ। ତେବେ ଉକ୍ତ ରୋଗୀଙ୍କ ମୃତ୍ୟୁ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ସାଗେରି ମହାପାତ୍ର (୫୫)।  ନୟାଗଡ଼ ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri