ରାଜ୍ୟ

ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଜେଲ ଗଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭବାନୀପାଟଣା, ୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସନ୍ୟାସୀ ନାୟକଙ୍କୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗିରଫ କରିବା ପରେ ତାଙ୍କୁ କୋର୍ଟ...

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧।୧୧: ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ...

ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ: ମୃତଦେହ ବ୍ୟବଚ୍ଛେଦ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କଲେ ବ୍ଲକ ଅଧ୍ୟକ୍ଷ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ ଏବଂ ୬ ଗୁରୁତର ଘଟଣାରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛ। ରୁନୁ ମାଝୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ...

ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…

ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁରରେ। ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁବାସବି ଜୁଏଲେରୀ ମାଲିକ...

ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ

ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍‌ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ୨ଜଣ ରାଜସ୍ଥାନର ବୋଲି ସୂଚନା ମିଳିଛି। ସେମାନେ ସହରରେ ବୁଲି ବୁଲି...

‘ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଜି ପଠାଯାଇଥିଲା’ ବିସ୍ଫୋରକ ବୟାନ ଦେଲେ…

ଭୁବନେଶ୍ୱର,୧।୧୧: କିଛିଦିନ ପୂର୍ବରୁ ବିଜେଡି ଛାଡିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କ ସ୍ବାମୀ ଦେବୁଲି ଦାସ ସୂଚନା ଦେଇଛନ୍ତି। କିନ୍ତୁ ଏସବୁ ଭିତରେ ସେ ଏପରି ଏକ ବୟାନ ଦେଇଛନ୍ତି...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା ଗସ୍ତରେ ଯାଇ  ମୁଖ୍ୟମନ୍ତ୍ରୀ ମୋହନ ମାଝି ଖବରଦାତାଙ୍କୁ ଏଭଳି କହିଛନ୍ତି। ସେ କହିଛନ୍ତି...

ଏଣିକି ବାରରେ ନଚାଇଲେ ପଡ଼ିବ ମହଙ୍ଗା: ରଦ୍ଦ ହେବ…

ଭୁବନେଶ୍ୱର,୧।୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ ସମ୍ପୂର୍ଣ୍ଣ ବ୍ୟାନ କରିଛି। ବିଭାଗ ପକ୍ଷରୁ ଆସିଥିବା ଗାଇଡ୍‌ଲାଇନକୁ ଉଲ୍ଲଙ୍ଘନ କଲେ କଠୋର...

ଏହି ଦିନ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ

ଭୁବନେଶ୍ୱର,୧।୧୧: ଆସନ୍ତା ୬ ତାରିଖରେ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ଭାଜପା ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବେ। ଏ ନେଇ ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ ଶୁକ୍ରବାର ସୂଚନା ଦେଇଛନ୍ତି। ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର...

ଏବେ ନାହିଁ କୌଣସି ଲଘୁଚାପ: ୩ରୁ ୫ ତାରିଖ ଯାଏ ପାଗ ଶୁଖିଲା

ଭୁବନେଶ୍ୱର ,୧।୧୧: ଏବେ ନାହିଁ କୌଣସି ଲଘୁଚାପ। ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଲଘୁଚାପ ହେବାର କୌଣସି ସିଷ୍ଟମ...

ଆଇଏମଡି କଲା ଆଲର୍ଟ: ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧।୧୧: ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏନେଇ ଆଲର୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ପାଣିପାଗ ବିଭାଗନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବା ଆଶଙ୍କା କରାଯାଉଛି। ନଭେମ୍ବର ପ୍ରଥମ ସପ୍ତାହ ଅର୍ଥାତ୍‌ ୫ତାରିଖରୁ ୧୫...

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଛି। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri